ଏକତା ସ୍ପୋର୍ଟିଂ କ୍ଲବ୍

ରମେଶ ମହାନ୍ତି ଜଗତସିଂହପୁର: ଏକତା ସ୍ପୋର୍ଟିଂ କ୍ଳବ କାର୍ଯ୍ୟାଳୟ, ଚାରିଛକ ତିରୁଣା ଠାରେ ଏକ ମାଗଣା ମୋତିଆ ବିନ୍ଦୁ ଚିହ୍ନଟ ଶିବିର ଅନୁଷ୍ଠିତ ହେଇଯାଇଛି। ତିରୁଣା ପଞ୍ଚାୟତର…