ଆଜିର ଖବର ଏଗ୍ରିଷ୍ଟାକ ପଞ୍ଜୀକରଣକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ ଭୁବନେଶ୍ୱର: ଏଗ୍ରିଷ୍ଟାକ ପଞ୍ଜୀକରଣକୁ ନେଇ ଚାଷୀମାନେ କୌଣସି ଦ୍ୱନ୍ଦ୍ୱରେ ନରହିବାକୁ ମନ୍ତ୍ରୀ ଶ୍ରୀ ପାତ୍ର ପରାମର୍ଶ ଦେଇଛନ୍ତି। ସେ ସ୍ପଷ୍ଟ କରିଛନ୍ତି ଯେ ଏଗ୍ରିଷ୍ଟାକ ପଞ୍ଜୀକରଣ ବାଧ୍ୟତାମୂଳକ…