ଅପରାଧ ସୌମ୍ୟ ହତ୍ୟା ମାମଲାରେ ଆଉ ଜଣେ ଅଭିଯୁକ୍ତ ଗିରଫ: ଗିରଫଦାରୀ ସଂଖ୍ୟା ୨୦ରେ ପହଞ୍ଚିଲା ଭୁବନେଶ୍ୱର: ଭୁବନେଶ୍ୱରର ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚକୁ ମିଳିଛି ଆଉ ଏକ ବଡ଼ ସଫଳତା। ଏହି ମାମଲାରେ କଳାରାହାଙ୍ଗର ସୁବାସ ଭୋଇଙ୍କୁ ଗିରଫ କରିଛି…