ଆଜିର ଖବର ଆଜି ଏପ୍ରିଲ ୦୬ ତାରିଖ ବୁଧବାରରେ ଆଠଟି ରାଶି ପାଇଁ ଖୁସି ଖବର, ବଢିବ ଧନ ମେଷ- ଆର୍ଥିକ ଦିଗ ଦୃଢ ହେବ। ଘରର ଉପଯୋଗୀ ଜିନିଷଗୁଡ଼ିକ ବୃଦ୍ଧି ପାଇବ। ଶୀଘ୍ର କୈଣସି କାମ କରନ୍ତୁ ନାହିଁ । ଧାର୍ମିକ ଏବଂ ସାଂସ୍କୃତିକ ମହୋତ୍ସବରେ ଏକ…