ଆଜିର ଖବର ସେପ୍ଟେମ୍ବର ୨୨ରୁ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଭୁବନେଶ୍ବର: ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ। ଏହି ଅଧିବେଶନ ଅକ୍ଟୋବର ୩ ତାରିଖ ଯାଏଁ ଚାଲିବ। ବିଧାନସଭା ସଚିବାଳୟ…