ଜାତୀୟ ଖବର ବେଆଇନ ମହଜୁଦକାରୀ ଏବଂ କଳାବଜାର ରୋକିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ ନୂଆଦିଲ୍ଲୀ: ପଶ୍ଚିମ ଏସିଆର ଘଟଣାକ୍ରମ ଉପରେ ନୂଆଦିଲ୍ଲୀରେ ଆନ୍ତଃମନ୍ତ୍ରାଳୟ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ, ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ…