ଆଜିର ଖବର ଓଡ଼ିଶାରେ ଏସଆଇଆର ଅଭିଯାନ: ଚତୁର୍ଥ ଦିନରେ ୪୧ ଲକ୍ଷରୁ ଅଧିକ ଭୋଟରଙ୍କୁ ଫର୍ମ ବଣ୍ଟନ ଶେଷ ଭୁବନେଶ୍ଵର: ରାଜ୍ୟରେ ମତଦାତା ସୂଚୀକୁ ଅଧିକ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ପାଇଁ ଆରମ୍ଭ ହୋଇଥିବା ଭୋଟର ତାଲିକାର ‘ସ୍ବତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ’ (ଏସଆଇଆର) ଚତୁର୍ଥ…