ବିଶେଷ ଖବର ସାମ୍ଭବ୍ୟ ବାତ୍ୟାର ମୁକାବିଲା ପାଇଁ ଏସଆରସି କହିଲେ ଏହି ୬ ଟି କଥା, ଜାଣନ୍ତୁ ତାହା କଣ ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ସଂପର୍କରେ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ସମସ୍ତ ଜିଲ୍ଲାପାଳମାନଙ୍କ ସହ ଆଲୋଚନା କରିଛନ୍ତି । ଜିଲ୍ଲାପାଳମାନଙ୍କୁ…