ଆଜିର ଖବର ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ: ଜୟପୁରର ଏସଏମଏସ ହସ୍ପିଟାଲରେ କରାଗଲା ଭର୍ତ୍ତି ନୂଆଦିଲ୍ଲୀ: ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କୁ ଆଜି ଜୟପୁରର ଏସଏମଏସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ନିଜେ ଟ୍ୱିଟ୍ କରି…