ଅନ୍ତରାଷ୍ଟ୍ରୀୟ ଆଫଗାନିସ୍ତାନ ଉପରେ ଆଭିମୁଖ୍ୟ ସ୍ପଷ୍ଟ କଲା ଭାରତ, ଏସସିଓ ସମ୍ମିଳନୀରେ କଣ କହିଲେ ପ୍ରଧାନମନ୍ତ୍ରୀ ମୋଦୀ ନୂଆଦିଲ୍ଲୀ: ତାଜିକିସ୍ତାନର ରାଜଧାନୀ ଦୁଶାମ୍ବେରେ ଆଜି ସାଂଘାଇ ସହଯୋଗ ସଂଗଠନ (ଏସସିଓ) ର ବାର୍ଷିକ ଶିଖର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ…