ରାଜ୍ୟ ଖବର ୧୪୯ତମ ଏସ୍ଏଲ୍ଏସ୍ଡବ୍ଲ୍ୟୁସିଏ ବୈଠକରେ ୨୭୮୦ କୋଟିର ୧୪ ଶିଳ୍ପ ପ୍ରସ୍ତାବକୁ ଅନୁମୋଦନ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଓଡ଼ିଶା ସରକାର ରାଜ୍ୟରେ ଶିଳ୍ପ ନିବେଶକୁ ପ୍ରୋତ୍ସାହନ ଦେବା ସହ ନିଯୁକ୍ତି ସୃଷ୍ଟି ଦିଗରେ ନିରନ୍ତର ପଦକ୍ଷେପ ନେଉଛନ୍ତି।…