ରାଜ୍ୟ ଖବର ଐତିହାସିକ ବାଲିଯାତ୍ରା-୨୦୨୬ ପ୍ରସ୍ତୁତି: ‘ପ୍ଲାଷ୍ଟିକ୍ ମୁକ୍ତ ଗ୍ରୀନ୍ ବାଲିଯାତ୍ରା’ ଆୟୋଜନ ଉପରେ ଗୁରୁତ୍ୱ ଭୁବନେଶ୍ୱର: କଟକର ଐତିହାସିକ ଓ ସାଂସ୍କୃତିକ ଗଣପର୍ବ ବାଲିଯାତ୍ରା-୨୦୨୬କୁ ଅଧିକ ବ୍ୟାପକ, ସୁରକ୍ଷିତ, ସୁବ୍ୟବସ୍ଥିତ ଏବଂ ଆକର୍ଷଣୀୟ ଭାବେ ଆୟୋଜନ କରିବା ପାଇଁ ଲୋକସେବା ଭବନଠାରେ ମୁଖ୍ୟ…