ଓଡ଼ିଆ ସାରସ୍ୱତ ଜଗତ

ଭୁବନେଶ୍ୱର: ସୁସାହିତ୍ୟିକ, ଜଗନ୍ନାଥ ସଂସ୍କୃତିର ଅନନ୍ୟ ଗବେଷକ ପଦ୍ମଶ୍ରୀ ରଜତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି…