ଆଞ୍ଚଳିକ ନାଚୁଣୀ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ସଂସଦର ବାର୍ଷିକୋତ୍ସବ ନାଚୁଣୀ/ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ମଣ୍ଡଳର ଅନ୍ୟତମ ଅଗ୍ରଣୀ ଶିକ୍ଷାନୁଷ୍ଠାନ ନାଚୁଣୀ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ସଂସଦର ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…