ଆଜିର ଖବର ଓଡ଼ିଶା କ୍ଷେତ୍ର ପକ୍ଷରୁ ୧୬୬ତମ ଆୟକର ଦିବସ ପାଳିତ ଭୁବନେଶ୍ବର: ଆୟକର ବିଭାଗ, ଓଡ଼ିଶା କ୍ଷେତ୍ର ପକ୍ଷରୁ ୧୬୬ତମ ଆୟକର ଦିବସ ଭୁବନେଶ୍ବରର ଜୟଦେବ ଭବନଠାରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଶ୍ରୀମତୀ ପାରମିତା…