ଆଜିର ଖବର ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ ଅନୁଗୋଳ/ଆଠମଲ୍ଲିକ: ୧୯୩୬ ଏପ୍ରିଲ ୧ରେ ଭାଷାଭିତ୍ତିକ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ପ୍ରଦେଶ ଗଠିତ ହୋଇଥିଲା। ୨୦୩୬ରେ ଆମେ ଓଡ଼ିଶା ଗଠନର ଶତବାର୍ଷିକୀ ପାଳନ କରିବା। ଏହି ସମୟ…