ଆଜିର ଖବର ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ସମାରୋହ -୨୦୨୪ ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ଓଡ଼ିଶା ଦିବସ ମହା ସମାରୋହରେ ପାଳନ ହୋଇ ଯାଇଛି। ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ତରଫରୁ ଆଜି ପ୍ରାତଃ ୫.୦୦…