ଜାତୀୟ ଖବର କେନ୍ଦ୍ର ଶକ୍ତି ମନ୍ତ୍ରୀଙ୍କୁ ସାକ୍ଷାତ କଲେ ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ: ଜାଣନ୍ତୁ କ’ଣ ହେଲା ଆଲୋଚନା? ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ଆଜି ଦିଲ୍ଲୀରେ କେନ୍ଦ୍ର ଶକ୍ତି, ଗୃହ ଏବଂ ସହରୀ ବ୍ୟାପାର ମନ୍ତ୍ରୀ ମନୋହର ଲାଲଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ରର…