ଆଜିର ଖବର ରକ୍ତ କର୍କଟ ଆଉ ଦୂରାରୋଗ୍ୟ ନୁହେଁ, ଏହାକୁ ପରାସ୍ତ କରିହେବ: ଓଡ଼ିଶା ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ କୁଳପତି ଭୁବନେଶ୍ୱର: ରକ୍ତ କର୍କଟ ଆଉ ଦୂରାରୋଗ୍ୟ ହୋଇ ରହିନାହିଁ। ଏହାର ଚିକିତ୍ସା ସମ୍ଭବ ଓ ଏହାକୁ ପରାସ୍ତ କରିବା ସହ ରୋଗୀ ସୁସ୍ଥ ଜୀବନ ଶୈଳୀରେ ବଂଚିପାରିବ…