ଓଡ଼ିଶାରେ ବୃଦ୍ଧି ପାଇବ ପୁଞ୍ଜିନିବେଶ: ୩୭ଟି ପ୍ରକଳ୍ପକୁ ମିଳିଲା ଇଡ୍‌କୋର ଜମି ମଞ୍ଜୁରୀ

ଭୁବନେଶ୍ବର: ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଆହୁରି କ୍ଷିପ୍ର କରିବା ଏବଂ ନିବେଶକମାନଙ୍କୁ ସୁଗମ ବ୍ୟବସାୟିକ ପରିବେଶ ଯୋଗାଇଦେବା ଲକ୍ଷ୍ୟରେ ଓଡ଼ିଶା ଶିଳ୍ପ ଭିତ୍ତିଭୂମି ବିକାଶ ନିଗମ (ଇଡ୍‌କୋ)…