ଆଜିର ଖବର ଜମ୍ମୁ-କାଶ୍ମୀରର ୧୦୦% ଗ୍ରାମ ଓଡିଏଫ୍ ପ୍ଲସ୍ ମାନ୍ୟତା ହାସଲ କରିଥିବାରୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା ନୂଆଦିଲ୍ଲୀ: ସ୍ୱଚ୍ଛ ଭାରତ ମିଶନ (ଗ୍ରାମୀଣ) ଦ୍ୱିତୀୟ ପର୍ଯ୍ୟାୟ ଅଧୀନରେ ‘ମଡେଲ’ ବର୍ଗରେ ଜମ୍ମୁ-କଶ୍ମୀର ୟୁଟିର ୧୦୦% ଗ୍ରାମ ଓଡିଏଫ୍ ପ୍ଲସ୍ ମାନ୍ୟତା ହାସଲ କରିବା ପାଇଁ…