ଜାତୀୟ ଖବର ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ ଖବର, ଭୁବନେଶ୍ବରରେ ମହିଳାଙ୍କୁ ସହାୟତା ପ୍ରଦାନ କରିବେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର: ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ପ୍ରଥମ କିସ୍ତି ଆର୍ଥିକ ସହାୟତା ଚଳିତ ସେପ୍ଟେମ୍ବର ମାସ ୧୭ ତାରିଖରେ ପ୍ରଦାନ କରାଯିବ। ଏହି ଦିନ ଭୁବନେଶ୍ୱରସ୍ଥିତ ଜନତା ମୈଦାନ…