ଆଜିର ଖବର ସୋଆରେ ଜାତୀୟ କିକ୍ବକ୍ସିଂ ଚାମ୍ପିଅନ୍ସିପ୍: ସବ୍ ଜୁନିୟର, ଜୁନିୟରରେ ଓଡିଶା ଚାମ୍ପିଅନ ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ରେ ଆୟୋଜିତ ଜାତୀୟ କିକ୍ବକ୍ସିଂ ଚାମ୍ପିଅନ୍ସିପ୍ ର ସବ୍ ଜୁନିୟର ଓ ଜୁନିୟର ବର୍ଗରେ ଓଡିଶା ଚାମ୍ପିଅନ୍ ହୋଇଛି ।…