ଜାତୀୟ ଖବର ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଆକର୍ଷିତ କରୁଛି ଓଡିଶାର ଆଦିବାସୀ କଳା ନୂଆଦିଲ୍ଲୀ/ଭୁବନେଶ୍ୱର: ଗତ ୧୪ ତାରିଖ ଦିନ ଉଦ୍ଘାଟିତ ୪୨ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ଆଜି ହେଉଛି ତୃତୀୟ ଦିବସ। ଚଳିତ ବର୍ଷ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ…