ଆଜିର ଖବର ସର୍ବଭାରତୀୟ ବ୍ୟାଡମିଣ୍ଟନରେ ରୌପ୍ୟ ପଦକ ଜିତିଲେ ଓଡିଶା ସାଇ ବ୍ୟାଡମିଣ୍ଟନ ଏକାଡେମୀର ଦୁଇ ଖେଳାଳି ଭୁବନେଶ୍ୱର: ହରିୟାଣାର ପଞ୍ଚକୁଲା ଠାରେ ଅନୁଷ୍ଠିତ ପ୍ରଥମ ଅଶ୍ୱିନୀ ଗୁପ୍ତା ମେମୋରିଆଲ ସର୍ବଭାରତୀୟ ସବଜୁନିୟର ରାକିଙ୍ଗ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟରେ ଓଡିଶା ସାଇ ବ୍ୟାଡ଼ମିନଟନ ଏକାଡେମୀର ଦୁଇ ଖେଳାଳି…