Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୨୫୫ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୨୫୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫୪ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୦୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧୪

ଭଦ୍ରକ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୨

କଟକ ଜିଲ୍ଲାରୁ – ୧୨

ଢେଙ୍କାନାଳ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ – ୧୬

ଝାରସୁଗୁଡା ଜିଲ୍ଲାରୁ- ୨

କେନ୍ଦ୍ରାପଡ଼ା ଜିଲ୍ଲାରୁ– ୪

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୧୦୬

ମୟୂରଭଞ୍ଜ ଜିଲ୍ଲାରୁ- ୨୨

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୧୯

ସୁନ୍ଦରଗଡ଼ ଜିଲ୍ଲାରୁ – ୧୮

ଷ୍ଟେଟ ପୁଲରୁ- ୨୫

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୦ ହଜାର ୭୬୦ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୦ ହଜାର ୧୩୯ ଏବଂ ବର୍ତ୍ତମାନ ୨୧୪୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୧୫୧ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୧୫୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୧୨ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୬

ଢେଙ୍କାନାଳ ଜିଲ୍ଲାରୁ- ୨

ଗଜପତି ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୩

ଯାଜପୁର ଜିଲ୍ଲାରୁ – ୬

ଝାରସୁଗୁଡା ଜିଲ୍ଲାରୁ- ୨

କେନ୍ଦ୍ରାପଡ଼ା ଜିଲ୍ଲାରୁ– ୨

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୬୩

କୋରାପୁଟ ଜିଲ୍ଲାରୁ- ୬

ମୟୂରଭଞ୍ଜ ଜିଲ୍ଲାରୁ- ୩

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୧୦

ସମ୍ବଲପୁର ଜିଲ୍ଲାରୁ- ୬

ସୋନପୁର ଜିଲ୍ଲାରୁ- ୧

ସୁନ୍ଦରଗଡ଼ ଜିଲ୍ଲାରୁ – ୧୫

ଷ୍ଟେଟ ପୁଲରୁ- ୧୬

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୦ ହଜାର ୫୦୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୯୨୧ ଏବଂ ବର୍ତ୍ତମାନ ୨୧୦୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୧୦୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୧୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୩

ବାଲେଶ୍ଵର ଜିଲ୍ଲାରୁ- ୧

ବରଗଡ ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୪

ଗଞ୍ଜାମ ଜିଲ୍ଲାରୁ- ୪

ଯାଜପୁର ଜିଲ୍ଲାରୁ – ୪

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦ୍ରାପଡ଼ା ଜିଲ୍ଲାରୁ– ୪

କେନ୍ଦୁଝର ଜିଲ୍ଲାରୁ- ୫

ଖୋର୍ଦ୍ଧା ଜିଲ୍ଲାରୁ- ୪୮

ମୟୂରଭଞ୍ଜ ଜିଲ୍ଲାରୁ- ୧୦

ନୟାଗଡ ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୨

ସୁନ୍ଦରଗଡ଼ ଜିଲ୍ଲାରୁ – ୧

ଷ୍ଟେଟ ପୁଲରୁ- ୧୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୦ ହଜାର ୩୫୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୬୭୩ ଏବଂ ବର୍ତ୍ତମାନ ୨୨୦୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୧୮୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୫ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୩

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୯

ଦେବଗଡ ଜିଲ୍ଲାରୁ- ୨

ଢେଙ୍କାନାଳ ଜିଲ୍ଲାରୁ- ୩

ଗଜପତି ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ – ୨

ଯାଜପୁର ଜିଲ୍ଲାରୁ – ୧୪

ଝାରସୁଗୁଡା ଜିଲ୍ଲାରୁ- ୨

କେନ୍ଦ୍ରାପଡ଼ା ଜିଲ୍ଲାରୁ– ୩

ଖୋର୍ଦ୍ଧା ଜିଲ୍ଲାରୁ- ୮୩

ମୟୂରଭଞ୍ଜ ଜିଲ୍ଲାରୁ- ୧୩

ପୁରୀ ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୧୨

ସୁନ୍ଦରଗଡ଼ ଜିଲ୍ଲାରୁ – ୧୨

ଷ୍ଟେଟ ପୁଲରୁ- ୧୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୦ ହଜାର ୨୪୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୪୬୧ ଏବଂ ବର୍ତ୍ତମାନ ୨୩୧୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୧୯୩ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୧୯୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୩ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୧୧ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୩

ଭଦ୍ରକ ଜିଲ୍ଲାରୁ- ୨

ଭଦ୍ରକ ଜିଲ୍ଲାରୁ- ୪

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୨

ଢେଙ୍କାନାଳ ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୬

ଜଗତସିଂହପୁର ଜିଲ୍ଲାରୁ – ୨

ଯାଜପୁର ଜିଲ୍ଲାରୁ – ୧୪

ଝାରସୁଗୁଡା ଜିଲ୍ଲାରୁ- ୪

କେନ୍ଦ୍ରାପଡ଼ା ଜିଲ୍ଲାରୁ– ୫

କେନ୍ଦୁଝର ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୮୮

ମୟୂରଭଞ୍ଜ ଜିଲ୍ଲାରୁ- ୧୧

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୭

ସୁନ୍ଦରଗଡ଼ ଜିଲ୍ଲାରୁ – ୩

ଷ୍ଟେଟ ପୁଲରୁ- ୨୦

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୦ ହଜାର ୬୦ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୯ ହଜାର ୨୦୪ ଏବଂ ବର୍ତ୍ତମାନ ୨୩୮୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୨୭୦ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୨୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫୭ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୧୧ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୪

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ – ୧୬

ଢେଙ୍କାନାଳ ଜିଲ୍ଲାରୁ- ୨୦

ଗଞ୍ଜାମ ଜିଲ୍ଲାରୁ- ୪

ଜଗତସିଂହପୁର ଜିଲ୍ଲାରୁ – ୧

ଯାଜପୁର ଜିଲ୍ଲାରୁ – ୧୦

ଝାରସୁଗୁଡା ଜିଲ୍ଲାରୁ- ୯

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୫

କେନ୍ଦୁଝର ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୧୨୪

ମୟୂରଭଞ୍ଜ ଜିଲ୍ଲାରୁ- ୧୦

ନବରଙ୍ଗପୁର ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୫

ସମ୍ବଲପୁର ଜିଲ୍ଲାରୁ- ୭

ସୁନ୍ଦରଗଡ଼ ଜିଲ୍ଲାରୁ – ୧୪

ଷ୍ଟେଟ ପୁଲରୁ- ୩୦

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୯ ହଜାର ୮୬୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୯୭୧ ଏବଂ ବର୍ତ୍ତମାନ ୨୪୨୫ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୨୫୨ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୨୫୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫୪ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୪୮ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୦୪ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୫

ଭଦ୍ରକ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୫

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୯

ଢେଙ୍କାନାଳ ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ – ୩

ଯାଜପୁର ଜିଲ୍ଲାରୁ – ୮

ଝାରସୁଗୁଡା ଜିଲ୍ଲାରୁ- ୪

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୩

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୧୧୩

ମୟୂରଭଞ୍ଜ ଜିଲ୍ଲାରୁ- ୮

ନୟାଗଡ ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୧୩

ସୁନ୍ଦରଗଡ଼ ଜିଲ୍ଲାରୁ – ୧୬

ଷ୍ଟେଟ ପୁଲରୁ- ୨୭

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୯ ହଜାର ୫୯୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୬୯୫ ଏବଂ ବର୍ତ୍ତମାନ ୨୪୩୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଜାତୀୟ ଖବର ବିଶେଷ ଖବର ବ୍ୟବସାୟ ରାଜ୍ୟ ଖବର

ରାଜସ୍ୱ ସଂଗ୍ରହ ପରିମାଣ ଦ୍ୱିତୀୟ ସର୍ବାଧିକ: ଓଡ଼ିଶାରେ ୬୪ ପ୍ରତିଶତ ଅଧିକ ଜିଏସଟି ସଂଗ୍ରହ

ନୂଆଦିଲ୍ଲୀ: ନଭେମ୍ବର ୨୦୨୧ରେ ମୋଟ୍ ୧,୩୧,୫୨୬ କୋଟି ଟଙ୍କାର ଜିଏସଟି ରାଜସ୍ୱ ସଂଗ୍ରହ କରାଯାଇଛି। ଏଥିମଧ୍ୟରୁ ସିଜିଏସଟି ପରିମାଣ ୨୩,୯୭୮ କୋଟି ଟଙ୍କା, ଏସଜିଏସଟି ପରିମାଣ ୩୧,୧୨୭ କୋଟି ଟଙ୍କା, ଆଇଜିଏସଟି ପରିମାଣ ୬୬,୮୧୫ କୋଟି ଟଙ୍କା (ବସ୍ତୁ ରପ୍ତାନି ଉପରେ ସଂଗୃହିତ ୩୨,୧୬୫ କୋଟି ଟଙ୍କା ସମେତ) ଏବଂ ସେସ ପରିମାଣ ୯,୬୦୬ କୋଟି ଟଙ୍କା (ବସ୍ତୁ ରପ୍ତାନି ଉପରେ ୬୫୩ କୋଟି ଟଙ୍କା ସମେତ) ରହିଛି।

ଅନ୍ୟପକ୍ଷରେ ୨୦୨୧ ନଭେମ୍ବର ମାସରେ ଓଡ଼ିଶାରେ ଜିଏସଟି ରାଜସ୍ୱ ସଂଗ୍ରହ ୬୪ ପ୍ରତିଶତ ବୃଦ୍ଧି ପାଇଛି। ଗତବର୍ଷ ଅର୍ଥାତ୍ ୨୦୨୦ ନଭେମ୍ବର ମାସରେ ଓଡ଼ିଶାରେ ୨,୫୨୮ କୋଟି ଟଙ୍କାର ଜିଏସଟି ରାଜସ୍ୱ ଆଦାୟ କରାଯାଇଥିବା ବେଳେ ୨୦୨୧ ନଭେମ୍ବର ମାସରେ ୪,୧୩୬ କୋଟି ଟଙ୍କାର ଜିଏସଟି ରାଜସ୍ୱ ସଂଗୃହିତ ହୋଇଛି।

ନିୟମିତ ପରିଶୋଧ ଆକାରରେ ସରକାର ଆଇଜିଏସଟିରୁ ୨୭,୨୭୩ କୋଟି ଟଙ୍କା ସିଜିଏସଟିକୁ ଏବଂ ୨୨,୬୫୫ କୋଟି ଟଙ୍କା ଏସଜିଏସଟିକୁ ପରିଶୋଧ କରିଛନ୍ତି। ନଭେମ୍ବର ୨୦୨୧ ମାସରେ ନିୟମିତ ପରିଶୋଧ ପରେ ମୋଟ ରାଜସ୍ୱ ପରିମାଣ ସିଜିଏସଟି ବାବଦରେ ୫୧,୨୫୧ କୋଟି ଟଙ୍କା ଏବଂ ଏସଜିଏସଟି ପାଇଁ ୫୩,୭୮୨ କୋଟି ଟଙ୍କା ରହିଛି। ଜିଏସଟି କ୍ଷତିପୂରଣ ଆକାରରେ କେନ୍ଦ୍ର ସରକାର ୦୩.୧୧.୨୦୨୧ରେ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶମାନଙ୍କୁ ୧୭,୦୦୦ କୋଟି ଟଙ୍କା ଜାରି କରିଛନ୍ତି।

ଲଗାତାର ଦୁଇ ମାସ ଧରି ଜିଏସଟି ସଂଗ୍ରହ ପରିମାଣ ୧.୩୦ ଲକ୍ଷ କୋଟି ଟଙ୍କା ଅତିକ୍ରମ କରିଛି। ନଭେମ୍ବର ମାସରେ ସଂଗୃହିତ ଜିଏସଟି ପରିମାଣ ଗତବର୍ଷର ସମାନ ମାସ ତୁଳନାରେ ୨୫ ପ୍ରତିଶତ ଅଧିକ ଏବଂ ୨୦୧୯-୨୦ ତୁଳନାରେ ୨୭ ପ୍ରତିଶତ ଅଧିକ। ଏହି ମାସରେ ବସ୍ତୁ ରପ୍ତାନିରୁ ସଂଗୃହିତ ରାଜସ୍ୱ ଏବଂ ଘରୋଇ କାରବାରରୁ ସଂଗୃହିତ ରାଜସ୍ୱ (ସେବା ରପ୍ତାନି ସମେତ) ପରିମାଣ ଗତବର୍ଷର ସମାନ ମାସରେ ଏହି ଦୁଇଟି ଉତ୍ସରୁ ସଂଗୃହିତ ରାଜସ୍ୱ ତୁଳନାରେ ଯଥାକ୍ରମେ ୪୩ ପ୍ରତିଶତ ଏବଂ ୨୦ ପ୍ରତିଶତ ଅଧିକ ରହିଛି।

ଜିଏସଟି କାର୍ଯ୍ୟକାରୀ ହେବା ପରଠାରୁ ୨୦୨୧ ନଭେମ୍ବର ମାସରେ ସଂଗୃହିତ ଜିଏସଟି ରାଜସ୍ୱ ପରିମାଣ ଦ୍ୱିତୀୟ ସର୍ବାଧିକ। ଏପ୍ରିଲ ୨୦୨୧ରେ ସର୍ବାଧିକ ରାଜସ୍ୱ ସଂଗ୍ରହ କରାଯାଇଥିଲା ଯାହାକି ବର୍ଷର ଶେଷର ରାଜସ୍ୱ ଆୟ ସହିତ ଜଡିତ ଏବଂ ଗତ ମାସର ସଂଗ୍ରହଠାରୁ ଅଧିକ। ଏହା ଉପରେ ତ୍ରୈମାସିକ ଆଧାରରେ ଦାଖଲ କରାଯାଉଥିବା ରିଟର୍ଣ୍ଣର ପ୍ରଭାବ ମଧ୍ୟ ରହିଛି। ୨୦୨୧ ନଭେମ୍ବର ମାସରେ ରାଜସ୍ୱ ସଂଗ୍ରହ ଉଲ୍ଲେଖନୀୟ ରହିବା ଆର୍ଥିକ ପ୍ରଗତିର ଧାରାକୁ ଦର୍ଶାଉଛି।

ଜିଏସଟି ଅନୁପାଳନରେ ସୁଧାର ଆଣିବା ଲାଗି ନିକଟ ଅତୀତରେ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାରର ନୀତିଗତ ଏବଂ ପ୍ରଶାସନିକ ପଦକ୍ଷେପ ଗ୍ରହଣ କରାଯାଇଛି। ଯାହାର ଫଳସ୍ୱରୂପ ଜିଏସଟି ରାଜସ୍ୱ ସଂଗ୍ରହ ସର୍ବୋଚ୍ଚ ସ୍ତରରେ ପହଞ୍ଚି ପାରିଛି। କେନ୍ଦ୍ରୀୟ ଟିକସ ପ୍ରବର୍ତ୍ତନ ଏଜେନ୍ସି, ରାଜ୍ୟ ଏଜେନ୍ସିମାନଙ୍କ ସହିତ ମିଶି ବହୁସଂଖ୍ୟକ ଟିକସ ଫାଙ୍କି ମାମଲାକୁ ଧରିପାରିଛନ୍ତି, ଏଥିରେ ମୁଖ୍ୟତଃ ନକଲି ଇନଭଏସ ସଂକ୍ରାନ୍ତ ମାମଲା ରହିଛି। ଜିଏସଟିଏନ ଦ୍ୱାରା ବିକଶିତ ବିଭିନ୍ନ ଆଇଟି ଟୁଲ୍ ସହାୟତାରେ ରିଟର୍ଣ୍ଣ, ଇନଭଏସ ଏବଂ ଇ- ୱେ ବିଲ ତଥ୍ୟ ଉପଯୋଗ କରାଯାଇ ସନ୍ଦିଗ୍ଧ ଟିକସଦାତାଙ୍କୁ ଠାବ କରାଯିବା ସମ୍ଭବ ହୋଇପାରିଛି।

ଗତ ଏକ ବର୍ଷ ମଧ୍ୟରେ ସଂଖ୍ୟାଧିକ ପଦକ୍ଷେପ ଗ୍ରହଣ କରାଯାଇଛି। ବ୍ୟବସ୍ଥାଗତ କ୍ଷମତା ବୃଦ୍ଧି, ରିଟର୍ଣ୍ଣ ଦାଖଲର ଶେଷ ତାରିଖ ପରେ ରିଟର୍ଣ୍ଣ ଦାଖଲ କରୁନଥିବା ଟିକସଦାତାଙ୍କ ଉପରେ ଚାପ ପ୍ରୟୋଗ, ରିଟର୍ଣ୍ଣଗୁଡ଼ିକର ଅଟୋ-ପପୁଲେସନ, ଇ- ୱେ ବିଲକୁ ବ୍ଲକ୍ କରିବା ଏବଂ ଅଣ-ଫାଇଲରମାନଙ୍କ ପାଇଁ ଇନପୁଟ ଟିକସ କ୍ରେଡିଟ୍ ପାସ କରିବା ଆଦି ପଦକ୍ଷେପ ନିଆଯାଇଛି। ଯାହାଫଳରେ ଗତ କିଛି ମାସ ମଧ୍ୟରେ ରିଟର୍ଣ୍ଣ ଦାଖଲରେ ସ୍ଥିର ସୁଧାର ଆସିପାରିଛି।

Categories
ଆଜିର ଖବର ରାଜ୍ୟ ଖବର

ସମ୍ଭାବ୍ୟ ବାତ୍ୟା ଅପଡେଟ୍: ଏହି ଜିଲ୍ଲାଗୁଡିକରେ ହେବ ୨୫୦ ମିଲିମିଟରରୁ ଅଧିକ ପରିମାଣର ବର୍ଷା

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ଘନୀଭୂତ ହେବା ସହ ଏକ ଘୁର୍ଣ୍ଣିଝଡ଼ରେ ପରିଣତ ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆ ଯାଇଛି।

ଡିସେମ୍ବର ୩ ତାରିଖ ଅପରାହ୍ନ ସୁଦ୍ଧା ଏହା ଅବପାତର ରୂପ ନେବାର ସମ୍ଭାବନା ଥିବା ବେଳେ ପାଣିପାଗ ଅନୁକୂଳ ରହିଲେ ଡିସେମ୍ବର ୪ ତାରିଖ ସକାଳ ସୁଦ୍ଧା ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳରେ ଘୁର୍ଣ୍ଣିଝଡ଼ର ରୂପ ନେଇପାରେ ବୋଲି ସିଇସି ପକ୍ଷରୁ କୁହାଯାଇଛି।

ଉଭୟ ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡିଶା ମୁହାଁ ହୋଇଥିବା ଏହି ଲଘୁଚାପ ଡିସେମ୍ବର ୪ ତାରିଖରେ ଗଞ୍ଜାମ ଉପକୂଳ ଅତିକ୍ରମ କରିବା ପରେ ଏହାର ପ୍ରଭାବ କମିବ ଓ ସମାନ୍ତରାଳ ଭାବେ ଏହା ଓଡିଶା ଉପକୂଳ ଦେଇ ବାଲେଶ୍ୱର ଜିଲ୍ଲା ପର୍ଯ୍ୟନ୍ତ ଆସି ପଶ୍ଚିମବଙ୍ଗ ରେ ପ୍ରବେଶ କରିବ ବୋଲି ସୂଚନା ମିଳିଛି।

ଏହାର ପ୍ରଭାବରେ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ପବନର ବେଗ ଘଣ୍ଟା ପ୍ରତି ୭୫ ରୁ ୮୫ କିଲୋମିଟର ରହିବ ଏବଂ ଧୀରେ ଧୀରେ ବେଗ କମିଯାଇ ବାଲେଶ୍ୱର ଉପକୂଳ ରେ ପହଂଚିବା ବେଳକୁ ଘଣ୍ଟା ପ୍ରତି ୪୫ ରୁ ୫୫ ହେବ। ଏହାର ପ୍ରଭାବରେ ଡିସେମ୍ବର ୩ ତାରିଖ ପୂର୍ବାହ୍ନ ରୁ ଓଡିଶା ଉପକୂଳରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଅନେକ ଉପକୂଳ ଓ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ଡିସେମ୍ବର ତିନିରୁ ପାଞ୍ଚ ତାରିଖ ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ପୁରୀ, ଜଗତସିଂହପୁର, ନୟାଗଡ, ଖୋର୍ଦ୍ଧା, କଟକ, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଓ ଢ଼େଙ୍କାନାଳ ଜିଲ୍ଲାର ଅନେକ ସ୍ଥାନରେ ବର୍ଷlର ପରିମାଣ ୨୫୦ ମିଲିମିଟର ବା ଅଧିକ ହେବାର ସମ୍ଭାବନା ଅଛି ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୨୩୭ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୨୩୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୯ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୯୮ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୫

ଭଦ୍ରକ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୫

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୯

ଢେଙ୍କାନାଳ ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ – ୩

ଯାଜପୁର ଜିଲ୍ଲାରୁ – ୮

ଝାରସୁଗୁଡା ଜିଲ୍ଲାରୁ- ୪

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୩

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୧୧୩

ମୟୂରଭଞ୍ଜ ଜିଲ୍ଲାରୁ- ୮

ନୟାଗଡ ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୧୩

ସୁନ୍ଦରଗଡ଼ ଜିଲ୍ଲାରୁ – ୧୬

ଷ୍ଟେଟ ପୁଲରୁ- ୨୭

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୯ ହଜାର ୩୪୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୫୦୯ ଏବଂ ବର୍ତ୍ତମାନ ୨୩୭୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର ସଂସ୍କୃତି

ଓଡିଶା ଓ ମହାରାଷ୍ଟ୍ର ମଧ୍ୟରେ ସାଂସ୍କୃତିକ ଭାବବିନିମୟ ଆଲୋଚନାଚକ୍ର

ଭୁବନେଶ୍ୱର: ଓଡିଶା ଓ ମହାରାଷ୍ଟ୍ର ମଧ୍ୟରେ ସାଂସ୍କୃତିକ, କଳା, ସାହିତ୍ୟ, ରାଜନୈତିକ ଆଦି ସମ୍ପର୍କ ଦୀର୍ଘକାଳରୁ ରହିଆସିଛି ବୋଲି ମହାତ୍ମାଗାନ୍ଧୀ ମିଶନ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ସୁଧୀର ଗଭାନେ କହିଛନ୍ତି। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନରେ ଥିବା ପତ୍ରସୂଚନା କାର୍ଯ୍ୟାଳୟ ଓ ଆଂଚଳିକ ଜନସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ‘ଏକ ଭାରତ, ଶ୍ରେଷ୍ଠ ଭାରତ’ ସାଂସ୍କୃତିକ ଭବବିନିମୟ କାର୍ଯ୍ୟକ୍ରମ ଅଧୀନରେ ଆଜି ଆୟୋଜିତ ଏକ ୱେବିନାର ଆଲୋଚନାଚକ୍ରରେ ଅଂଶଗ୍ରହଣ କରି ପ୍ରଫେସର ଗଭାନେ କହିଛନ୍ତି ଯେ ସଙ୍ଗୀତ, ନୃତ୍ୟ,କଳା ଆଦି ଦୁଇଟି ରାଜ୍ୟର ସମ୍ପର୍କକୁ ସୁଦୃଢ କରିବାରେ ସାହାଯ୍ୟ କରିଥାଏ।

ଓଡିଶା ଓ ମହାରାଷ୍ଟ୍ର ମଧ୍ୟରେ ସାମାଜିକ ତଥା ରାଜନୈତିକ କ୍ଷେତ୍ରରେ ଅନେକ ସମାନତା ଓ ସମ୍ପର୍କ ରହିଆସିଛି। ସ୍ୱାଧୀନତା ସଂଗ୍ରାମ ସମୟରେ ଉଭୟ ରାଜ୍ୟର ହଜାର ହଜାର ସଂଗ୍ରାମୀ ଆତ୍ମବଳିଦାନ ଦେଇଛନ୍ତି। ଓଡିଆ ପ୍ରାଚୀନ ସାହିତ୍ୟ ଓ ମହାରାଷ୍ଟ୍ରର ପ୍ରାଚୀନ ସାହିତ୍ୟ ମଧ୍ୟରେ ଚତୁର୍ଦ୍ଦଶ ଶତାବ୍ଦୀରୁ ସାମାଞ୍ଜସ୍ୟ ରହିଥିବା ଭାରତର ବୈଶିଷ୍ଟ୍ୟ ବୋଲି କହିଥିଲେ। ମରାଠା ଶାସନ କାଳରେ ଦେଶର ବିଭିନ୍ନ ସ୍ଥାନକୁ ସଂଯୋଗ ନିମନ୍ତେ ନିର୍ମିତ ହୋଇଥିବା ସଡକ ଏବେ ଗୁରୁତ୍ୱପୂର୍ଣ୍ଣ ରାଜପଥରେ ପରିଣତ ହୋଇଥିବା ଦର୍ଶାଇ ଉଭୟ ରାଜ୍ୟର ବାସିନ୍ଦା ପରସ୍ପର ପ୍ରତି ଅତ୍ୟନ୍ତ ସହନଶୀଳ ବୋଲି ମତ ଦେଇଥିଲେ। ବିଶ୍ୱ ଓଡିଶା ସମାଜର ଭାରତୀୟ ଖଣ୍ଡ ସଭାପତି ଡକ୍ଟର ବିପିନ ବିହାରୀ ମିଶ୍ର ଓଡିଶା ଏବଂ ମହାରାଷ୍ଟ୍ର ମଧ୍ୟରେ ଥିବା ସାମାଜିକ ଓ ସାଂସ୍କୃତିକ ସମ୍ପର୍କର ଇତିହାସ ଆଲୋଚନା କରିଥିଲେ। ଓଡିଶା ଲୋକମାନଙ୍କ ଯୋଗୁଁ ହିଁ ସମାଜରେ ଶାନ୍ତି ବିରାଜମାନ କରେ ବୋଲି ମହାରାଷ୍ଟ୍ରର ପୂର୍ବତନ ରାଜନେତା ବାଲ୍ ଠାକ୍‌ରେଙ୍କ ମନ୍ତବ୍ୟକୁ ଉଦ୍ଧାର କରି ମହାରାଷ୍ଟ୍ରର ସବୁ ଧର୍ମପୀଠରେ ଓଡିଶାର ଲୋକଙ୍କ ଉପସ୍ଥିତି ଅଧିକା ବୋଲି କହିଥିଲେ।

ମୁମ୍ବାଇ ପତ୍ରସୂଚନା କାର୍ଯ୍ୟାଳୟର ଉପନିର୍ଦ୍ଦେଶକ ଡକ୍ଟର ରାହୁଳ ଟିିଡ୍‌କେ ‘ଏକ ଭାରତ,ଶ୍ରେଷ୍ଠ ଭାରତ’ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ବର୍ଣ୍ଣନା କରିବା ସହ ଉଭୟ ରାଜ୍ୟର ଲୋକେ ପରସ୍ପରର ସମୃଦ୍ଧିରେ ସହାୟକ ହୋଇଥିବା କହିଥିଲେ। ଦୀର୍ଘ ଦଶନ୍ଧି ଧରି ଓଡିଶାର ଲୋକେ ମହାରାଷ୍ଟ୍ରରେ ବିଭିନ୍ନ ସ୍ଥାନରେ ବାସ କରି ଏହାକୁ ନିଜର ଦ୍ୱିତୀୟ ଘର ବୋଲି ଭାବିବା ଏକ ଗର୍ବର ବିଷୟ ବୋଲି ମତ ଦେଇଥିଲେ। ପତ୍ରସୂଚନା କାର୍ଯ୍ୟାଳୟର ଅତିରିକ୍ତ ମହାନିର୍ଦ୍ଦେଶକ ଶ୍ରୀ ରାଜିନ୍ଦର ଚୌଧୁରୀ ବିବିଧତା ମଧ୍ୟରେ ଏକତାର ଉଦାହରଣ ଭାବେ ଓଡିଶା ଓ ମହାରାଷ୍ଟ୍ରର ସମ୍ପର୍କକୁ ବର୍ଣ୍ଣନା କରିଥିଲେ। ଦେଶରେ ପୂର୍ବ ଉପକୂଳବର୍ତ୍ତୀ ରାଜ୍ୟ ଓଡିଶା ଏବଂ ପଶ୍ଚିମ ଉ ପକୂଳବର୍ତ୍ତୀ ରାଜ୍ୟ ମହାରାଷ୍ଟ୍ର ମଧ୍ୟରେ ଭୌଗୋଳିକ, ସାଂସ୍କୃତିକ, କଳାଗତ, ଭାଷାଗତ ଆଦି ବିଭିନ୍ନ କ୍ଷେତ୍ରରେ ସମ୍ପର୍କ ଦୀର୍ଘକାଳରୁ ରହିଥିବା କହିଥିଲେ।

ଆଞ୍ଚଳିକ ଜନସମ୍ପର୍କ କାର୍ଯ୍ୟାଳୟର ନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର ଆଲୋଚନା ଆରମ୍ଭରେ ଅତିଥି ଏବଂ ସଦସ୍ୟମାନଙ୍କୁ ସ୍ୱାଗତ କରିବା ସହ ୧୯୩୪ମସିହାରୁ ଓଡିଶାର ପ୍ରଥମ ଚଳଚ୍ଚିତ୍ର ନିର୍ମାଣଠାରୁ ଏପର୍ଯ୍ୟନ୍ତ କଳାର ସବୁ କ୍ଷେତ୍ରରେ ମହାରାଷ୍ଟ୍ର ସହ ଓଡିଶାର ସମ୍ପର୍କ ନିବିଡ ବୋଲି କହିଥିଲେ। ପତ୍ରସୂଚନା କାର୍ଯ୍ୟାଳୟର ଗଣଯୋଗାଯୋଗ ଅଧିକାରୀ ଡକ୍ଟର ପ୍ରଦୀପ କୁମାର ଚୌଧୁରୀଙ୍କ ସଂଯୋଜନାରେ ଆୟୋଜିତ ଏହି ଆଲୋଚନାରେ ପୂର୍ବତଟ ରେଳବାଇର ପୂର୍ବତନ ଜନସମ୍ପର୍କ ଅଧିକାରୀ ରବିନାରାୟଣ ମହାପାତ୍ରଙ୍କ ସମେତ ମନ୍ତ୍ରଣାଳୟର ବହୁ ବରିଷ୍ଠ ଅଧିକାରୀ ଏବଂ ଉଭୟ ରାଜ୍ୟର ବାସିନ୍ଦା ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। (ପି.ଆଇ.ବି.)

Categories
ଜାତୀୟ ଖବର ବିଶେଷ ଖବର

ଆପଣ ବେଆଇନ ଜମି କିଣିବାର ଶିକାର ହେଉନାହାନ୍ତି ତ?, ତେବ ଏହିପରି ଯାଞ୍ଚ କରନ୍ତୁ ଜମିର ମାଲିକାନା

ନୂଆଦିଲ୍ଲୀ: ରାଜ୍ୟର ରାଜଧାନୀ ଭୁବନେଶ୍ବର ଏବଂ ଓଡିଶାର ଅନେକ ସ୍ଥାନରେ ଏହିପରି ବହୁ ସଂଖ୍ୟକ ଗ୍ୟାଙ୍ଗ ସକ୍ରିୟ ଅଛନ୍ତି, ଯେଉଁମାନେ ବର୍ଷ ବର୍ଷ ଧରି ଖାଲି ପଡିଥିବା ସରକାରୀ କିମ୍ବା ଗ୍ରାମ ସମାଜ ଜମିକୁ ଦଖଲ କରି ଷଡଯନ୍ତ୍ର କରୁଛନ୍ତି। ଏପରି ଅନେକ ବସ୍ତି ଅଛି, ଯେଉଁଥିରେ ବହୁ ବର୍ଷ ଧରି ଲୋକେ ବସତି ସ୍ଥାପନ କରିଆସୁଛନ୍ତି। ସେହି ଜମିଗୁଡିକୁ ଜମି ମାଫିଆମାନେ ଷଡଯନ୍ତ୍ର କରି ଅନ୍ୟମାନଙ୍କୁ ବିକ୍ରି କରିଦିଅନ୍ତି। ଜାଣନ୍ତୁ ଏଥିରୁ କେଉଁ ସମସ୍ୟା ଆସିପାରେ…

ସମ୍ପତ୍ତି ସମ୍ବନ୍ଧୀୟ ନିୟମ କହୁଛି ଯେ, କେବଳ ଆପଣଙ୍କ ନାମରେ ଏକ ଜମି ପଞ୍ଜୀକୃତ ହୋଇଗଲେ, ଆପଣ ଏହାର ମାଲିକାନା ପାଇବେ ନାହିଁ। ଏଥିପାଇଁ, ମ୍ଯୁଟେସନ ହେବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଜମିର କ୍ରୟ ଅଂଶ ଆପଣଙ୍କ ନାମରେ ନହେବା ପର୍ଯ୍ୟନ୍ତ ଆପଣ ମାଲିକ ନୁହଁନ୍ତି।

ଏହିପରି ଜମିର ମାଲିକାନା ଯାଞ୍ଚ କରନ୍ତୁ:

ଡିଜିଟାଲ ଅଭିଯାନ ଅଧୀନରେ ସମ୍ପତ୍ତି ସହ ଜଡିତ ଡକ୍ୟୁମେଣ୍ଟଗୁଡ଼ିକ ବର୍ତ୍ତମାନ ସାରା ଦେଶରେ ଅନଲାଇନରେ କରାଯାଉଛି। ଅନେକ ରାଜ୍ୟ ଏହି କାର୍ଯ୍ୟ ସମାପ୍ତ କରିଛନ୍ତି। ଯଦି ଆପଣ ଓଡିଶାରେ କୌଣସି ସମ୍ପତ୍ତିର ବିବରଣୀ ଦେଖିବାକୁ ଚାହାଁନ୍ତି, ତେବେ ଏଥିପାଇଁ bhulekh odisha ୱେବସାଇଟକୁ ଯାଆନ୍ତୁ। ଏଠାରେ ଆପଣଙ୍କର ଜିଲ୍ଲା ଚୟନ କରନ୍ତୁ। ତା’ପରେ ତହସିଲ ଏବଂ ଗ୍ରାମ ଉପରେ କ୍ଲିକ୍ କରନ୍ତୁ। ଜମିର ଖାତା ନମ୍ବର ପ୍ରବେଶ କରିବା ମାତ୍ରେ ଏଥିରେ ଜଡିତ ଲୋକଙ୍କ ନାମ ଦେଖାଯିବ। ଏହା ମାଧ୍ୟମରେ, ଏହା ଜଣା ପଡିବ ଯେ, ଏହି ଜମିର ମାଲିକ କିଏ। ଏପରି ପରିସ୍ଥିତିରେ, ଯେକୌଣସି ଜମି କିଣିବାବେଳେ, ଏହି ପ୍ରକ୍ରିୟାକୁ ଅନୁସରଣ କରନ୍ତୁ ଏବଂ ଠକମାନଙ୍କଠାରୁ ଦୂରରେ ରୁହନ୍ତୁ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୨୨୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୫ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୯୪ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୧

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ – ୧୭

ଢେଙ୍କାନାଳ ଜିଲ୍ଲାରୁ- ୧

ଗଞ୍ଜାମ ଜିଲ୍ଲାରୁ- ୫

ଜଗତସିଂହପୁର ଜିଲ୍ଲାରୁ – ୪

ଯାଜପୁର ଜିଲ୍ଲାରୁ – ୭

ଝାରସୁଗୁଡା ଜିଲ୍ଲାରୁ- ୩

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୪

କେନ୍ଦୁଝର ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୯୬

ମୟୂରଭଞ୍ଜ ଜିଲ୍ଲାରୁ- ୨୧

ନବରଙ୍ଗପୁର ଜିଲ୍ଲାରୁ- ୧

ନୟାଗଡ ଜିଲ୍ଲାରୁ- ୨

ପୁରୀ ଜିଲ୍ଲାରୁ- ୧୦

ରାୟଗଡା ଜିଲ୍ଲାରୁ- ୩

ସମ୍ବଲପୁର ଜିଲ୍ଲାରୁ- ୧୧

ସୋନପୁର ଜିଲ୍ଲାରୁ- ୨

ସୁନ୍ଦରଗଡ଼ ଜିଲ୍ଲାରୁ – ୫

ଷ୍ଟେଟ ପୁଲରୁ- ୨୩

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୯ ହଜାର ୧୦୮ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୩୦୬ ଏବଂ ବର୍ତ୍ତମାନ ୨୩୩୮ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୧୯୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୨୫ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୮୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୨

ବରଗଡ ଜିଲ୍ଲାରୁ- ୧

ଭଦ୍ରକ ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ – ୩

ଦେବଗଡ ଜିଲ୍ଲାରୁ- ୩

ଢେଙ୍କାନାଳ ଜିଲ୍ଲାରୁ- ୪

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ – ୨

ଯାଜପୁର ଜିଲ୍ଲାରୁ – ୮

ଝାରସୁଗୁଡା ଜିଲ୍ଲାରୁ- ୫

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୨

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୯୪

ମୟୂରଭଞ୍ଜ ଜିଲ୍ଲାରୁ- ୯

ନବରଙ୍ଗପୁର ଜିଲ୍ଲାରୁ- ୨

ନୟାଗଡ ଜିଲ୍ଲାରୁ- ୩

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୧୬

ସୁନ୍ଦରଗଡ଼ ଜିଲ୍ଲାରୁ – ୧୨

ଷ୍ଟେଟ ପୁଲରୁ- ୨୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୮ ହଜାର ୮୮୦ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୮ ହଜାର ୮୫ ଏବଂ ବର୍ତ୍ତମାନ ୨୩୩୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୧୯୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୩ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୯ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୧୦

ଭଦ୍ରକ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୩

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ – ୨

ଯାଜପୁର ଜିଲ୍ଲାରୁ – ୭

ଝାରସୁଗୁଡା ଜିଲ୍ଲାରୁ- ୪

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୨

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୮୭

କୋରାପୁଟ ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୪

ନୟାଗଡ ଜିଲ୍ଲାରୁ- ୧

ନୂଆପଡା ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୯

ସୋନପୁର ଜିଲ୍ଲାରୁ- ୩

ସୁନ୍ଦରଗଡ଼ ଜିଲ୍ଲାରୁ – ୧୩

ଷ୍ଟେଟ ପୁଲରୁ- ୨୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୮ ହଜାର ୬୮୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୮୬୪ ଏବଂ ବର୍ତ୍ତମାନ ୨୩୫୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଧର୍ମ ରାଜ୍ୟ ଖବର ସଂସ୍କୃତି

ବାଣପୁର: ପ୍ରଥମାଷ୍ଟମୀରେ ପରୁଆଁ ହେଲେ ମା’ ଭଗବତୀ

ସୀତାରାମ ଅଗ୍ରୱାଲ

ବାଣପୁର: ପ୍ରଥମାଷ୍ଟମୀରେ ସାଧାରଣତଃ ଘରର ପ୍ରଥମ ସନ୍ତାନଙ୍କୁ ପୂଜା କରାଯାଇଥାଏ।ଘରର ବଡ଼ ପୁଅ ବା ବଡ଼ ଝିଅ ମାମୁଁ ଘରୁ ଆସିଥିବା ନବବସ୍ତ୍ର ପରିଧାନ କରି ବନ୍ଦାପନା ହୋଇ ବିଭିନ୍ନ ସ୍ଵାଦିଷ୍ଟ ପିଠାପଣା ଖାଇବା ପରମ୍ପରା ଓଡ଼ିଶାର ଏକ ପ୍ରଧାନ ପରମ୍ପରା। ସେହିପରି ମା’ ଭଗବତୀ ମଧ୍ୟ ଏହି ଦିନ ପଢୁଆଁ ହୋଇଥାନ୍ତି। ମା’ ଭଗବତୀଙ୍କ ରିତିନୀତିରେ ଏହି ପ୍ରଥମାଷ୍ଟମୀ ଏକ ମହତ ରଖେ। ଶ୍ରୀକ୍ଷେତ୍ରରେ ଚତୁର୍ଦ୍ଧାମୂର୍ତ୍ତି ପ୍ରଥମାଷ୍ଟମୀରେ ପଢୁଆଁ ହେଲା ପରି ଶକ୍ତିକ୍ଷେତ୍ର ବାଣପୁରର ଆରାଧ୍ୟା ଦେବୀ ମା’ ଭଗବତୀ ମଧ୍ୟ ପ୍ରଥମାଷ୍ଟମୀ ଦିନ ପଢୁଆଁ ହୋଇଥାନ୍ତି।

ମା’ଙ୍କ ପିତ୍ରାଳୟରୁ ଆସିଥିବା ନବବସ୍ତ୍ର ପରିଧାନ କରି ନୂଆ ଚାଉଳ, ନୂଆ ବିରି, ନଡ଼ିଆ, ଗୁଡ଼ରେ ପ୍ରସ୍ତୁତ ଏଣ୍ଡୁରି ପିଠା ସହ ନାନାଦି ନୈବେଦ୍ୟ ଗ୍ରହଣ କରିବାର ପରମ୍ପରା କାହିଁ କେଉଁ କାଳରୁ ଚଳି ଆସିଛି। ଦେବୀଙ୍କର ମାନବୀୟ ଲୀଳାର ଆଜିର ଏହି ପରମ୍ପରା ଦେବୀ ଭଗବତୀ ପୀଠରେ ଅନନ୍ୟ କହିଲେ ଅତ୍ୟୁକ୍ତି ହେବ ନାହିଁ।

ଆଜି ପ୍ରତ୍ୟୁଷରୁ ମା’ଙ୍କ ଦ୍ଵାର ପିଠା, ଅଙ୍ଗରାଗ, ମାଜଣା, ମହାପ୍ରସାଦ ଅର୍ପଣ, ମଙ୍ଗଳ ଆଳତୀ ବଲ୍ଲଭ ପରେ ମାଙ୍କୁ ପିତା ଦକ୍ଷ ପ୍ରଜାପତିଙ୍କ ଘରୁ ଆସିଥିବା ନବପାଟବସ୍ତ୍ରରେ ବେଶ କରାଯାଇ ସାଧାରଣ ଦର୍ଶନ କରାଯାଇଥିଲା। ପରେ ଖେଚେଡି, ଡାଲି, ଏଣ୍ଡୁରି ରେ ଧୁପ କରାଯାଇ ଆରତି ବଢିଥିଲା।

ଆଜି ମା’ଙ୍କ ନିମନ୍ତେ ଅଷ୍ଟମୀ ଭାର ସହିତ ନୂତନ ବସ୍ତ୍ର ମା’ଙ୍କ ଛତିଶାସେବକ ଦଣ୍ଡ ସେଣା ଦକ୍ଷପ୍ରଜାପତି ମନ୍ଦିରରୁ ଏଣ୍ଡାଓମେଣ୍ଟ ଦ୍ୱାରା ପ୍ରସ୍ତୁତ ଭାର ନେଇ ମନ୍ଦିରରେ ପହଞ୍ଚାଇଥିଲେ। କାରଣ ମା’ ଭଗବତୀ ଦକ୍ଷପ୍ରଜାପତିଙ୍କ କନ୍ୟା ଭାବରେ ପୁରାଣରେ ବର୍ଣ୍ଣିତ ଅଛି। ଅନୁରୂପ ଭାବେ ବାଣପୁରର ଆରାଧ୍ୟ ଦେବତା ଶ୍ରୀ ରଙ୍କନାଥ ଦେବ ଏବଂ ଚରଣ ଚକାଦେବଙ୍କ ପିଠରେ ମଧ୍ୟ ପ୍ରଥମାଷ୍ଟମୀ ନିରାଡ଼ମ୍ବର ଭାବେ ପାଳିତ ହୋଇଯାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୨୬୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୪୧ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୧୦ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୫

ବରଗଡ ଜିଲ୍ଲାରୁ – ୪

ଭଦ୍ରକ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ – ୧୪

ଦେବଗଡ ଜିଲ୍ଲାରୁ- ୨

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ – ୩

ଯାଜପୁର ଜିଲ୍ଲାରୁ – ୮

ଝାରସୁଗୁଡା ଜିଲ୍ଲାରୁ- ୪

କନ୍ଧମାଳ ଜିଲ୍ଲାରୁ- ୧

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୨

କେନ୍ଦୁଝର ଜିଲ୍ଲାରୁ- ୩

ଖୋର୍ଦ୍ଧା ଜିଲ୍ଲାରୁ- ୧୨୭

କୋରାପୁଟ ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୨୬

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୫

ସମ୍ବଲପୁର ଜିଲ୍ଲାରୁ- ୯

ସୁନ୍ଦରଗଡ଼ ଜିଲ୍ଲାରୁ – ୧୬

ଷ୍ଟେଟ ପୁଲରୁ- ୨୮

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୮ ହଜାର ୪୯୨ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୬୦୯ ଏବଂ ବର୍ତ୍ତମାନ ୨୪୨୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୨୮୮ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୨୮୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫୩ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୬୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୨୨ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବରଗଡ ଜିଲ୍ଲାରୁ – ୧

ଭଦ୍ରକ ଜିଲ୍ଲାରୁ- ୭

ବଲାଙ୍ଗୀରି ଜିଲ୍ଲାରୁ- ୩

ବୌଦ୍ଧ ଜିଲରୁ- ୧

କଟକ ଜିଲ୍ଲାରୁ – ୨୧

ଦେବଗଡ ଜିଲ୍ଲାରୁ- ୧

ଢେଙ୍କାନାଳ ଜିଲ୍ଲାରୁ- ୪

ଗଜପତି ଜିଲ୍ଲାରୁ- ୫

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ – ୨

ଯାଜପୁର ଜିଲ୍ଲାରୁ – ୧୦

ଝାରସୁଗୁଡା ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୧

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୮

କେନ୍ଦୁଝର ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୧୩୦

ମାଲକାନଗିରି ଜିଲ୍ଲାରୁ- ୧

ମୟୂରଭଞ୍ଜ ଜିଲ୍ଲାରୁ- ୧୨

ନୟାଗଡ ଜିଲ୍ଲାରୁ- ୬

ପୁରୀ ଜିଲ୍ଲାରୁ- ୧୫

ସମ୍ବଲପୁର ଜିଲ୍ଲାରୁ- ୧୭

ସୁନ୍ଦରଗଡ଼ ଜିଲ୍ଲାରୁ – ୧୧

ଷ୍ଟେଟ ପୁଲରୁ- ୨୭

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୭ ହଜାର ୬୭୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୧ ଏବଂ ବର୍ତ୍ତମାନ ୨୧୨୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

କେନ୍ଦ୍ରୀୟ ଟିକସ: ରାଜ୍ୟ ଅଂଶ ବାବଦରେ ଓଡିଶାକୁ ଦୁଇ କିସ୍ତିରେ ମିଳିଲା ୪୩୦୫.୩୨ କୋଟି

ନୂଆଦିଲ୍ଲୀ: କେନ୍ଦ୍ରସରକାରଙ୍କ ପକ୍ଷରୁ ଦେଶର ୨୮ଟି ରାଜ୍ୟକୁ ଟିକସ ବାବଦ ଅଂଶ ଆକାରରେ ଦୁଇ କିସ୍ତିରେ ମୋଟ ୯୫୦୮୨ କୋଟି ଟଙ୍କା ଯୋଗାଇ ଦିଆଯାଇଛି । ପ୍ରତି ମାସରେ ସ୍ୱାଭାବିକ ଆକାରରେ କେନ୍ଦ୍ର ସରକାର ରାଜ୍ୟମାନଙ୍କୁ ଟିକସ ଅଂଶବାବଦରେ ୪୭, ୫୪୧ କୋଟି ଟଙ୍କା ଯୋଗାଇଥାନ୍ତି।

ଚଳିତମାସ ୧୫ତାରିଖରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ, ଅର୍ଥମନ୍ତ୍ରୀ ଓ ବିଭିନ୍ନ କେନ୍ଦ୍ରଶାସିତ ଅଞ୍ଚଳର ଉପରାଜ୍ୟପାଳମାନଙ୍କ ସହିତ ଆଭାସୀ ବ୍ୟବସ୍ଥାରେ ସେମାନଙ୍କର ଆର୍ଥିକ ସ୍ଥିତି ଓ ହାଲଚାଲ ବିଷୟରେ ଆଲୋଚନା କରିଥିଲେ। ଏହି ଆଲୋଚନା ସମୟରେ ରାଜ୍ୟସମୂହଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ କରିବା ଏବଂ ପୁଞ୍ଜିନିବେଶ, ଭିତ୍ତିଭୂମି ନିର୍ମାଣ ଓ ଅଭିବୃଦ୍ଧି ପ୍ରକ୍ର୍ରିୟାକୁ ତ୍ୱରାନ୍ୱିତ କରିବାକୁ ଅଧିକ ଅର୍ଥ ଯୋଗାଇ ଦେବାକୁ ଅର୍ଥମନ୍ତ୍ରୀ ଶ୍ରୀମତୀ ସୀତାରମଣ ପ୍ରତିଶ୍ରୁତି ଦେଇଥିଲେ।

ସେହି ପ୍ରତିଶ୍ରୁତି ମୁତାବକ ଦୁଇ କିସ୍ତିରେ ଏହି ଟିକସ ଅଂଶ ବାବଦ ଅର୍ଥ ଏକକାଳୀନ ନଭେମ୍ବର ୨୨ତାରିଖରେ ରାଜ୍ୟମାନଙ୍କୁ ଯୋଗାଇ ଦିଆଯାଇଛି। ସୂଚନାଯୋଗ୍ୟ ଯେ, କେନ୍ଦ୍ରୀୟ ଟିକସ ଓ ଶୁଳ୍କକୁ ରାଜ୍ୟମାନେ ନିର୍ଦ୍ଦିଷ୍ଟ ଅନୁପାତରେ ଭାଗ ପାଇଥାନ୍ତି।

ଓଡିଶାକୁ ଏ ବାବଦରେ ମୋଟ ୪୩୦୫.୩୨ କୋଟି ଟଙ୍କା ମିଳିଛି। କେଉଁ ରାଜ୍ୟକୁ କେତେ ଟଙ୍କା ଏ ବାବଦରେ ଯୋଗାଇ ଦିଆଯାଇଛି ତାହା ନିମ୍ନରେ ପ୍ରଦତ୍ତ ତାଲିକାରେ ଦର୍ଶାଯାଇଛି।

Sl. No. State Amount released

(In  crore)

1 ଆନ୍ଦ୍ରପ୍ରଦେଶ 3847.96
2 ଅରୁଣାଚଳପ୍ରଦେଶ 1670.58
3 ଆସାମ 2974.16
4 ବିହାର 9563.30
5 ଛତିଶଗଡ 3239.54
6 ଗୋଆ 367.02
7 ଗୁଜରାତ 3306.94
8 ହରିୟାଣା 1039.24
9 ହିମାଚଳ ପ୍ରଦେଶ 789.16
10 ଝାଡ଼ଖଣ୍ଡ 3144.34
11 କର୍ଣ୍ଣାଟକ 3467.62
12 କେରଳ 1830.38
13 ମଧ୍ୟପ୍ରଦେଶ 7463.92
14 ମହାରାଷ୍ଟ୍ର 6006.30
15 ମଣିପୁର 680.80
16 ମେଘାଳୟ 729.28
17 ମିଜୋରାମ 475.42
18 ନାଗାଲାଣ୍ଡ 541.02
19 ଓଡିଶା 4305.32
20 ପଞ୍ଜାବ 1718.16
21 ରାଜସ୍ଥାନ 5729.64
22 ସିକ୍କିମ 368.94
23 ତାମିଲନାଡୁ 3878.38
24 ତେଲଙ୍ଗାନା 1998.62
25 ତ୍ରିପୁରା 673.32
26 ଉତ୍ତର ପ୍ରଦେଶ 17056.66
27 ଉତ୍ତରଖଣ୍ଡ 1063.02
28 ପଶ୍ଚିମବଙ୍ଗ 7152.96

କେନ୍ଦ୍ରୀୟ ଟିକସ ଓ ଶୁଳ୍କ ବାବଦ ଆୟରୁ ୨୦୨୧ ନଭେମ୍ବରରେ ରାଜ୍ୟମାନଙ୍କୁ ଦିଆଯାଇଥିବା ଅଂଶର ହିସାବ। (ପି.ଆଇ.ବି.)

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଚିହ୍ନଟ ହେଲେ ୨୧୨ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର:  ଆଜି ରାଜ୍ୟରେ ୨୧୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୭୦ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୨୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୮୯ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ୱର ଜିଲ୍ଲାରୁ – ୩

ଭଦ୍ରକ ଜିଲ୍ଲାରୁ- ୧

ବୌଦ୍ଧ ଜିଲରୁ- ୧

କଟକ ଜିଲ୍ଲାରୁ – ୨

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ – ୩

ଯାଜପୁର ଜିଲ୍ଲାରୁ – ୮

ଝାରସୁଗୁଡା ଜିଲ୍ଲାରୁ- ୨

କେନ୍ଦ୍ରାପଡ଼ା ଜିଲ୍ଲାରୁ – ୧

ଖୋର୍ଦ୍ଧା ଜିଲ୍ଲାରୁ- ୯୦

କୋରାପୁଟ ଜିଲ୍ଲାରୁ- ୨

ମୟୂରଭଞ୍ଜ ଜିଲ୍ଲାରୁ- ୧୩

ନୟାଗଡ ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୯

ସମ୍ବଲପୁର ଜିଲ୍ଲାରୁ- ୧୩

ସୁନ୍ଦରଗଡ଼ ଜିଲ୍ଲାରୁ – ୩୯

ଷ୍ଟେଟ ପୁଲରୁ- ୨୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୭ ହଜାର ୩୮୬ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୬ ହଜାର ୭୪୬ ଏବଂ ବର୍ତ୍ତମାନ ୨୧୯୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଓଡିଶାର ଦୁର୍ବଳ ଶ୍ରେଣୀର ଲୋକଙ୍କ ସହିତ ବିଜେପି ନାହିଁ: ବିଜେଡି

ଭୁବନେଶ୍ୱର: ଯାହା ହୃଦ୍‍ବୋଧ ଓଡିଶା ବିଜେପି ଏବଂ ଏହାର ରାଜ୍ୟ ସଭାପତି ସମୀର ମହାନ୍ତି ଓଡିଶାର ଦୁର୍ବଳ ଶ୍ରେଣୀର ଲୋକଙ୍କ ସହିତ ନାହାନ୍ତି। କାରଣ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ଆଉ ୮ମାସ ପାଇଁ ବଢାଇବା ସକାଶେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯେଉଁ ଚିଠି ଲେଖିଛନ୍ତି, ତାହା ଉପରେ ସେ ଆପତ୍ତି ଉଠାଇ ନଥାନ୍ତେ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଲେନିନ ମହାନ୍ତି।

ରାଜ୍ୟ ବିଜେପି ସଭାପତିଙ୍କୁ ଜବାବ ଦେଇ ବିଜେଡି ମୁଖପାତ୍ର ଶ୍ରୀ ମହାନ୍ତି କହିଛନ୍ତି ଯେ କୋଭିଡ ମହାମାରୀ ଯୋଗୁଁ ସମାଜର ଦୁର୍ବଳ ଶ୍ରେଣୀର ଲୋକେ ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ଏବଂ ଏହି କାର୍ଯ୍ୟକ୍ରମ ଅଧୀନରେ ସେମାନଙ୍କୁ ଆଠ ମାସର ମାଗଣା ଚାଉଳ ଯୋଗାଇବା ପାଇଁ ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକୁ ରାଜ୍ୟବାସୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଓଡିଶା ବିଜେପି ଦ୍ୱାରା ସମର୍ଥନ କରାଯିବା ଉଚିତ୍‍।

ଏଥିରୁ ଜଣାପଡୁଛି ଯେ ଓଡିଶା ବିଜେପି ଆଉ ଓଡିଶାର ଗରିବ ଏବଂ ମଧ୍ୟବିତ୍ତତ୍ତଶ୍ରେଣୀ ପାଇଁ ଲଢୁ ନାହିଁ। ଶ୍ରୀ ସମୀର ମହାନ୍ତିଙ୍କ ଦଳ ଗତ ସାତ ବର୍ଷ ମଧ୍ୟରେ ଇନ୍ଧନ ଏବଂ ରନ୍ଧନ ଗ୍ୟାସର ମୂଲ୍ୟ ଦୁଇଗୁଣରୁ ଅଧିକ ବୃଦ୍ଧି କରିଛି ଯାହା ଗରିବ ଏବଂ ମଧ୍ୟବିତ୍ତତ୍ତଶ୍ରେଣୀର ଲୋକଙ୍କୁ ଗୁରୁତର ଭାବେ ବାଧୁଛି। ଏହି ମୂଲ୍ୟ ବୃଦ୍ଧି ପରିପ୍ରେକ୍ଷୀରେ ସେମାନେ ପିଏମଜିକେଏୱାଇ ଅଧୀନରେ ଆଠ ମାସ ପାଇଁ ମାଗଣା ଚାଉଳ ଯୋଗାଣ ପାଇଁ ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ସହ ଏକମତ ହେବା ଉଚିତ।

କେନ୍ଦ୍ରର ତ୍ରୁଟିପୂର୍ଣ୍ଣ ନୀତି ଯୋଗୁଁ ଓଡିଶାର ଚାଷୀଙ୍କ ଠାରୁ ଚାଉଳ କିଣା ଯାଉନଥିବା ବେଳେ ଓଡିଶା ବିଜେପି ଏଥିପାଇଁ ଚିନ୍ତିତ ନୁହେଁ। ଇନ୍ଧନ ଏବଂ ଗ୍ୟାସ ଦର ବୃଦ୍ଧି ପାଇଁ ବି ଚିନ୍ତା କରୁନାହିଁ ଯାହା ସାଧାରଣ ଲୋକଙ୍କୁ କ୍ଷତି ପହଞ୍ଚାଉଛି, ଏହା କେବଳ ବ୍ୟବସାୟୀ ଏବଂ ପଇସା ଥିବା ଲୋକଙ୍କ ସ୍ୱାର୍ଥ ସୁରକ୍ଷା ପାଇଁ ଚିନ୍ତା କରୁଛି। ଓଡିଶାର ଗରିବ ଏବଂ ମଧ୍ୟବିତ୍ତ ଶ୍ରେଣୀର ଲୋକମାନେ ଗରିବ ବିରୋଧୀ ତଥା ମଧ୍ୟବିତ୍ତ ବିରୋଧୀ ଆଭିମୁଖ୍ୟ ପାଇଁ ଆଗାମୀ ଦିନରେ ଓଡିଶା ବିଜେପିକୁ ଉଚିତ ଜବାବ ଦେବେ ବୋଲି ବିଜେଡି ମୁଖପାତ୍ର ଶ୍ରୀ ମହାନ୍ତି ଚେତାଇ ଦେଇଛନ୍ତି।