Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୬୦୨ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୫୩ ଜଣ ଚିହ୍ନଟ ହୋଇଥିବା ବେଳେ ୨୪୯ ଟି ଲୋକାଲ କେସ୍‌ ରହିଛ। ୬୦୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୯୬ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୬ ହଜାର ୪୭୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୨ ହଜାର ୫୮୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୬୪୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୯୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୬୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୮୩ ଜଣ, କଟକ ଜିଲ୍ଲାରୁ ୫୪, ଅନୁଗୁଳ ଜିଲ୍ଲାରୁ ୧୧, ବାଲେଶ୍ଵର ଜିଲ୍ଲାରୁ ୨୧ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୫ ଜଣ, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୧୪, ଗଞ୍ଜାମ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୧୮ ଜଣ, ଯାଜପୁର ଜିଲ୍ଲାରୁ ୨୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୬ ଜଣ, କେନ୍ଦୁଝର ଜିଲ୍ଲାରୁ ୭, କୋରାପୁଟ ଜିଲ୍ଲାରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୩୧ ଜଣ, ନୟାଗଡ ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୨୧ ଜଣ, ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୧୩, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୯ ଏବଂ ଷ୍ଟେଟ ପୁଲରୁ ୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୯୨ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୯୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଭଦ୍ରକ, ଜଗତସିଂହପୁର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ  ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୫ ହଜାର ୮୭୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୨ ହଜାର ୧୧୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୫୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୯୨ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୫୬୫ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୨୮ ଜଣ ଚିହ୍ନଟ ହୋଇଥିବା ବେଳେ ୨୩୭ ଟି ଲୋକାଲ କେସ୍‌ ରହିଛ। ୫୬୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୬୩ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୫ ହଜାର ୮୭୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୨ ହଜାର ୧୧୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୫୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୮୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୫ ଟି ଜିଲ୍ଲାରୁ ୫୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୫୬ ଜଣ, କଟକ ଜିଲ୍ଲାରୁ ୬୧, ଅନୁଗୁଳ ଜିଲ୍ଲାରୁ ୮, ବାଲେଶ୍ଵର ଜିଲ୍ଲାରୁ ୨୮ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୬ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୪, ଦେବଗଡ ଜିଲ୍ଲାରୁ ୩, ଢେଙ୍କାନାଳ ଜିଲ୍ଲାରୁ ୫, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୨୦ ଜଣ, ଯାଜପୁର ଜିଲ୍ଲାରୁ ୨୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କଳାହାଣ୍ଡି ଜିଲ୍ଲାରୁ ୩, କନ୍ଧମାଳ ଜିଲ୍ଲାରୁ ୫, କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ୪, କୋରାପୁଟ ଜିଲ୍ଲାରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୨୬ ଜଣ, ନୟାଗଡ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୧୨ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୧୧, ସୁନ୍ଦରଗଡ ଜିଲ୍ଲାରୁ ୬ ଏବଂ ଷ୍ଟେଟ ପୁଲରୁ ୫୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୩୪  ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୩୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୬୯, କଟକରୁ ୭୩, ଭଦ୍ରକରୁ ୩୧, ବାଲେଶ୍ବରରୁ ୩୦, ଜଗତସିଂହପୁରରୁ ୨୮, ଯାଜପୁରରୁ ୨୭, ପୁରୀରୁ ୧୯, ମୟୂରଭଞ୍ଜରୁ ୧୪, ଅନୁଗୁଳରୁ ୧୩, ସମ୍ବଲପୁରରୁ ୧୨, କେନ୍ଦ୍ରାପଡାରୁ ୯, ଢେଙ୍କାନାଳରୁ ୮, ସୁନ୍ଦରଗଡରୁ ୬, ଝାରସୁଗୁଡାରୁ ୫, କୋରାପୁଟରୁ ୪, ବରଗଡରୁ ୩, ଗଜପତିରୁ ୩, ଗଞ୍ଜାମରୁ ୩, ନୟାଗଡରୁ ୩, କନ୍ଧମାଳରୁ ୨, କେନ୍ଦୁଝରରୁ ୨, ରାୟଗଡାରୁ ୨, ବଲାଙ୍ଗୀରିରୁ ୧, ଦେବଗଡରୁ ୧, କଳାହାଣ୍ଡିରୁ ୧, ମାଲକାନଗିରିରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୬୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୨ ହଜାର ୧୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୫ ହଜାର ୩୦୯ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୯୫୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୮୭ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୫୪୫ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୧୯ ଜଣ ଚିହ୍ନଟ ହୋଇଥିବା ବେଳେ ୨୨୬ ଟି ଲୋକାଲ କେସ୍‌ ରହିଛ। ୫୪୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୪ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୫ ହଜାର ୩୦୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୧ ହଜାର ୪୮୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୫୮୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୮୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୬ ଟି ଜିଲ୍ଲାରୁ ୫୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୧୮ ଜଣ, କଟକ ଜିଲ୍ଲାରୁ ୭୩, ଅନୁଗୁଳ ଜିଲ୍ଲାରୁ ୭, ବାଲେଶ୍ଵର ଜିଲ୍ଲାରୁ ୪୭ ଜଣ, ବରଗଡ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୧୦ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨, ଦେବଗଡ ଜିଲ୍ଲାରୁ ୪, ଢେଙ୍କାନାଳ ଜିଲ୍ଲାରୁ ୨, ଗଜପତି ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୬, ଜଗତସିଂହପୁର ଜିଲ୍ଲାରୁ ୩୭ ଜଣ, ଯାଜପୁର ଜିଲ୍ଲାରୁ ୨୦ ଜଣ, ଝାରସୁଗୁଡା ଜିଲ୍ଲାରୁ ୮, କଳାହାଣ୍ଡି ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, କେନ୍ଦୁଝର ଜିଲ୍ଲାରୁ ୩, କୋରାପୁଟ ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୧୪ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୬ ଜଣ, ରାୟଗଡା ଜିଲ୍ଲାରୁ ୩, ସମ୍ବଲପୁର ଜିଲ୍ଲାରୁ ୩, ସୋନପୁର ଜିଲ୍ଲାରୁ ୨, ସୁନ୍ଦରଗଡ ଜିଲ୍ଲାରୁ ୧୧ ଏବଂ ଷ୍ଟେଟ ପୁଲରୁ ୫୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୫୩  ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୨୦, କଟକରୁ ୭୧, ଯାଜପୁରରୁ ୩୯, ଜଗତସିଂହପୁରରୁ ୨୬, ବାଲେଶ୍ବରରୁ ୨୨, ମୟୂରଭଞ୍ଜରୁ ୧୮, ଝାରସୁଗୁଡାରୁ ୧୦, ସମ୍ବଲପୁରରୁ ୯, ଗଜପତିରୁ ୭, କେନ୍ଦ୍ରାପଡାରୁ ୭, ପୁରୀରୁ ୭, ଅନୁଗୁଳରୁ ୬, ଭଦ୍ରକରୁ ୬, ଢେଙ୍କାନାଳରୁ ୫, ନୟାଗଡରୁ ୫, ଗଞ୍ଜାମରୁ ୪, ସୁନ୍ଦରଗଡରୁ ୩, କଳାହାଣ୍ଡିରୁ ୨, କେନ୍ଦୁଝରରୁ ୨, ମାଲକାନଗିରିରୁ ୨, ସୋନପୁରରୁ ୨, ବୌଦ୍ଧରୁ ୧, ଦେବଗଡରୁ ୧, କୋରାପୁଟରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟ ପୁଲରୁ ୭୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୧ ହଜାର ୪୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୪ ହଜାର ୭୬୪ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୪୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୮୦ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

ଓଡ଼ିଶାର ଦୁର୍ଗମ ଆଭ୍ୟନ୍ତରୀଣ ଅଞ୍ଚଳରେ ଡିଜିଟାଲ ବିପ୍ଳବ ଆଣିଛି ଜିଓ

ଭୁବନେଶ୍ୱର: ଓଡ଼ିଶାର ଅନେକ ଦୁର୍ଗମ ତଥା ଆଭ୍ୟନ୍ତରୀଣ ଇଲାକାଗୁଡିକୁ ଅତ୍ୟାଧୁନିକ ୪ଜି ନେଟ୍‌ୱର୍କ ସଂପ୍ରସାରଣ ଜରିଆରେ ଆଧୁନିକ ଯୋଗାଯୋଗ ବ୍ୟବସ୍ଥାରୁ ବିଛିନ୍ନ ରହିଥିବା ହଜାର ହଜାର ଗାଁ ରେ ଡିଜିଟାଲ ବିପ୍ଳବର ପଥପ୍ରଶସ୍ତ କରିଛି ଅଗ୍ରଣୀ ଡିଜିଟାଲ୍ ସେବା ପ୍ରଦାନକାରୀ କମ୍ପାନୀ ରିଲାଏନ୍ସ ଜିଓ। ଏଥିସହିତ ଭାରତରେ ଡିଜିଟାଲ ତଥା ଦୂରସଂଚାର କ୍ଷେତ୍ରରେ ବୈପ୍ଳବିକ କରିବର୍ତନ ଆଣିଥିବା ରିଲାଏନ୍ସ ଜିଓ ଏପର୍ଯ୍ୟନ୍ତ ଯୋଗାଯୋଗ ଦୃଷ୍ଟିରୁ ବିଛିନ୍ନ ରହିଥିବା ଅଂଚଳଗୁଡିକୁ ଅତ୍ୟାଧୁନିକ ଡିଜିଟାଲ୍ ସେବା ସହ ଯୋଡିବା ଲକ୍ଷ୍ୟରେ ନିରନ୍ତର ଉଦ୍ୟମ ଜାରି ରଖି ଓଡ଼ିଶାର ହଜାର ହଜାର ଦୁର୍ଗମ ଗ୍ରାମାଂଚଳ ଏବଂ ଆଭ୍ୟନ୍ତରୀଣ ଅଂଚଳରେ ଡିଜିଟାଲ୍ ସେବା ପହଂଚାଇଛି।

କୋଭିଡ-୧୯ ମହାମାରୀ ଯୋଗୁଁ ଲୋକମାନଙ୍କର ଭାବ ବିନିମୟ ଏବଂ ଯୋଗାଯୋଗ ପ୍ରକ୍ରିୟାରେ ବ୍ୟାପକ ପରିବର୍ତ୍ତନ ଆସିଛି। ଜନସାଧାରଣ ଯେଉଁଭଳି ଭାବରେ ଯୋଗଯୋଗ ସ୍ଥାପନଶିକ୍ଷା ଆହରଣକାମ କରିବାକିଣାକିଣିମନୋରଂଜନ ଏବଂ ଆର୍ଥିକ ଦୃଷ୍ଟିରୁ ଦେଣନେଣ କରୁଥିଲେସେଥିରେ ବ୍ୟାପକ ପରିବର୍ତନ ଘଟିଛି। ଅଧିକରୁ ଅଧିକ ଲୋକେ ଡିଜିଟାଲ୍ ସେବାକୁ ଆପଣେଇ ନେବାର ଏହି ପରିବର୍ତନ ଏବେ ଆଉ କେବଳ ସହରଗୁଡିକରେ ସୀମିତ ହୋଇ ରହିନାହିଁବରଂ ଅଧିକାଂଶ ଗ୍ରାମାଂଚଳ ବଜାର ତଥା ଆଦିବାସୀ ଅଧ୍ୟୁଷିତ ଆଭ୍ୟନ୍ତରୀଣ ଇଲାକାଗୁଡିକରେ ମଧ୍ୟ ନିଜର ଉପସ୍ଥିତି ଜାହିର କରିସାରିଛି।

ଏହି ପରିବର୍ତନ ପଛରେ ଯାହା ମୁଖ୍ୟ କାରକ ହୋଇଛି ଦୂରସଂଚାର ସେବା ଯୋଗାଣକାରୀଙ୍କ ଦ୍ୱାରା ଗ୍ରାମାଂଚଳରେ ହାଇସ୍ପିଡ ୪ଜି ନେଟୱର୍କର ବ୍ୟାପକ ଉପଲବ୍ଧତା ଯାହା ଛୋଟ ବଡ ଗାଁ ତଥା ଅଳ୍ପ କେତେଶହ ଜନସଂଖ୍ୟା ବିଶିଷ୍ଟ ପଲ୍ଲୀଗୁଡିକରେ ମଧ୍ୟ ପହଂଚିଛି। ଭାରତର ସର୍ବବୃହତ ୪ଜି ସେବା ଯୋଗାଣକାରୀ ଜିଓ ପକ୍ଷରୁ ୪ଜି ସେବାର ଦ୍ରୁତ ସଂପ୍ରସାରଣ ସହିତ ସୁଲଭ ୪ଜି ଫୋନ୍ ଜିଓଫୋନ୍‌ର ପ୍ରଚଳନ ଏହା ସୁନିଶ୍ଚିତ କରାଇଛି ଯେ ସବୁଠାରୁ ଦୁର୍ଗମ ଇଲାକାରେ ରହୁଥିବା ଲୋକମାନେ ମଧ୍ୟ ଏହିସବୁ ସେବା ଏବଂ ଏହାର ଯୁଗାନ୍ତକାରୀ ଫାଇଦାଗୁଡିକରୁ ବଂଚିତ ରହିବେନାହିଁ।

ଓଡ଼ିଶାରେ ଗ୍ରାମାଂଚଳ ଇଂଟରନେଟ ବ୍ୟବହାରକାରୀ ସଂଖ୍ୟାରେ ଅଦ୍ଭୁତପୂର୍ବ ଅଭିବୃଦ୍ଧି ୪ଜିର ଏହି ଯୁଗାନ୍ତକାରୀ ପ୍ରଭାବର ଏକ ପରିଚାୟକଯାହା ଗତ ପାଂଚବର୍ଷ ମଧ୍ୟରେ ୧୫ଗୁଣରୁ ଅଧିକ ବୃଦ୍ଧିପାଇଛି। ୨୦୧୬ରେ ଓଡିଶାରେ ଗ୍ରାମାଂଚଳ ଇଂଟରନେଟ ବ୍ୟବହାରକାରୀଙ୍କ ସଂଖ୍ୟା ମାତ୍ର ୮.୭ ଲକ୍ଷ ଥିବାବେଳେ ୨୦୨୧ ମାର୍ଚ୍ଚ ସୁଦ୍ଧା ତାହା ୧.୩୧ କୋଟିରୁ ଅଧିକ ହୋଇଥିବା ଟ୍ରାଇ ପକ୍ଷରୁ ପ୍ରକାଶିତ ତଥ୍ୟରୁ ଜଣାପଡିଛି। ଏଥିରେ ଜିଓର ମୁଖ୍ୟଭାଗ ଅବଦାନ ରହିଛିଯାହାର ଓଡ଼ିଶାରେ ସର୍ବବୃହତ ୪ଜି ନେଟୱର୍କ ଉପସ୍ଥିତି ସହିତ ସର୍ବାଧିକ ସଂଖ୍ୟକ ୪ଜି ମୋବାଇଲ ଟାୱାର ରହିଛି।

ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛିଡିଜିଟାଲ୍ ସେବା ଦୃଷ୍ଟିରୁ ଅସଂଯୁକ୍ତ ରହିଥିବା ଅଂଚଳଗୁଡିକୁ ନିଜର ସମ୍ପୂର୍ଣ୍ଣ ୪ଜି ନେଟୱର୍କ ଜରିଆରେ ସଂଯୁକ୍ତ କରିବାକୁ ଜିଓ ରଖିଥିବା ଲକ୍ଷ୍ୟ ଦ୍ୱାରା ଓଡ଼ିଶାର ଦୁର୍ଗମ ତଥା ଅପହଂଚ କୋଣ ଅନୁକୋଣରେ ରହିଥିବା ଗ୍ରାମଗୁଡିକର ଲକ୍ଷ ଲକ୍ଷ ଲୋକ ଉପକୃତ ହୋଇଛନ୍ତି। ମହାମାରୀ ସମୟରେ ଯୋଗାଯୋଗ ଏବଂ ଇଂଟରନେଟ ବ୍ୟବହାର କ୍ଷେତ୍ରରେ ବର୍ଦ୍ଧିତ ଚାହିଦା ଓ ଲୋକମାନଙ୍କ ଜରୁରୀ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଜିଓ ନିରନ୍ତର ଉଦ୍ୟମ ଜାରି ରଖିବା ସହିତ ଗଜପତିକୋରାପୁଟମାଲକାନଗିରିଝାରସୁଗୁଡାସୁନ୍ଦରଗଡକେନ୍ଦୁଝରକଳାହାଣ୍ଡିକନ୍ଧମାଳ ସମେତ ଅନେକ ଜିଲ୍ଲାରେ ସହସ୍ରାଧିକ ଦୁର୍ଗମ ଗ୍ରାମଗୁଡିକୁ ନିରବଚ୍ଛିନ୍ନ ହାଇ-ସ୍ପିଡ ୪ଜି ନେଟୱର୍କ ଅନୁଭୂତି ଯୋଗାଇଦେବା କାର୍ଯ୍ୟକୁ ତ୍ୱରାନ୍ୱିତ କରିଥିଲା ଏବଂ ଏହା ଜରିଆରେ ହଜାର ହଜାର ଛାତ୍ରଛାତ୍ରୀଶିକ୍ଷକ ଶିକ୍ଷୟତ୍ରୀ ଏବଂ ସାଧାରଣ ଲୋକଙ୍କ ପାଇଁ ଆନନ୍ଦ ଆଣିଦେଇଥିଲା। ଏହି ସବୁ ଅଂଚଳରେ ରହୁଥିବା ପିଲାମାନେ ଘରେ ରହି ସେମାନଙ୍କର ପାଠପଢା ଜାରି ରଖିପାରିବା ସହିତ ସାଧାରଣ ଲୋକେ ସେମାନଙ୍କ ଘରେ ସୁରକ୍ଷିତ ରହି ଅନ୍ୟମାନଙ୍କ ସହିତ ଯୋଗଯୋଗରେ ରହିବାକୁ ଏହା ସମର୍ଥ କରାଇଛି।

ଏଭଳି ଅନେକ ସ୍ଥାନରେ ଲୋକମାନେ ସେମାନଙ୍କ ଗାଁରେ ପ୍ରଥମ ଥର ପାଇଁ ହାଇ-ସ୍ପିଡ ୪ଜି ନେଟୱର୍କ ଅନୁଭୂତି ପାଇଥିଲେ ଏବଂ ଏହାକୁ ନେଇ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ପାର୍ବଣ ପାଳନ ଭଳି ଆନନ୍ଦ ଉଲ୍ଲାସ ଲକ୍ଷ୍ୟ କରାଯାଇଥିଲା। ନିକଟରେ ଗଜପତି ଜିଲ୍ଲା ମୋହନା ବ୍ଲକର ଦୁର୍ଗମ କରଚବାଡି ଗ୍ରାମପଂଚାୟତରେ ଜିଓ ପକ୍ଷରୁ ସ୍ଥାପିତ ୪ଜି ନେଟୱର୍କ ଟାୱାର ନିକଟସ୍ଥ ପ୍ରାୟ ୧୫ଟି ଦୁର୍ଗମ ଗ୍ରାମ ଓ ପଲ୍ଲୀରେ ବାସ କରୁଥିବା ୩୦୦୦ରୁ ଉର୍ଦ୍ଧ୍ୱ ବାସନ୍ଦାଙ୍କର ଦୀର୍ଘକାଳର ଆଶା ଆକାଂକ୍ଷାକୁ ପୂରଣ କରିଥିଲା। ସେମାନଙ୍କ ମଧ୍ୟରେ ଅଧିକାଂଶ ହେଉଛନ୍ତି ଆଦିବାସୀ ସଂପ୍ରଦାୟର ଯେଉଁମାନେ ପ୍ରଥମଥର ପାଇଁ ୪ଜି ଇଂଟରନେଟ୍ ଓ ଡିଜିଟାଲ୍ ସେବା ଉପଭୋଗ କରିବାର ସୁଯୋଗ ପାଇଥିଲେ। ଅନୁରୂପ ଭାବରେ ଗଜପତି ଜିଲାର ଗୁମ୍ମାତରଭାଉଖୁରରେଗିଡି ଗ୍ରାମପଂଚାୟତରେ ବାସ କରୁଥିବା ୧୦୦୦୦ରୁ ଉର୍ଦ୍ଧ୍ୱ ଲୋକ ଗୁମ୍ମା ଓ ଗାଇବାଠାରେ ଥିବା ଜିଓ ୪ଜି ନେଟୱର୍କ ଟାୱାର ଦ୍ୱାରା ଉପକୃତ ହେଉଛନ୍ତି। ଜିଓ ପକ୍ଷରୁ ଅନୁରୂପ ପ୍ରୟାସ ଝାରସୁଗୁଡା ଜିଲ୍ଲାର ଲଇକେରା ତହସିଲ ଅନ୍ତର୍ଗତ ସୁଡୁଙ୍ଗଖୋଂଟାମାଳଆଇତାପଡାଚାନ୍ଦନିମାଳପକେଇପଡା ଆଦି ୫ଟି ଦୁର୍ଗମ ଗ୍ରାମର ୮୦୦୦ରୁ ଅଧିକ ଗ୍ରାମବାସୀଙ୍କୁ ସହାୟକ ହୋଇଛିଯେଉଁମାନେ ଜିଓ ପକ୍ଷରୁ ନିକଟରେ କାର୍ଯ୍ୟକ୍ଷମ କରାଯାଇଥିବା ତିନିଟି ୪ଜି ନେଟୱର୍କ ଟାୱାର ଦ୍ୱାରା ଉପକୃତ ହେଉଛନ୍ତି ।ଏହି ଦୁର୍ଗମ ଗ୍ରାମାଂଚଳଗୁଡିକରେ ହଜାର ହଜାର ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀ ସଂପ୍ରତି ସହଜରେ ନିଜ ଘରୁ ଅନ୍‌ଲାଇନ କ୍ଲାସରେ ଯୋଗ ଦେବାକୁ ସମର୍ଥ ହେଉଛନ୍ତି ଏବଂ ପୂର୍ବ ଭଳି ସେମାନଙ୍କୁ ଆଉ ନେଟୱର୍କ ସନ୍ଧାନରେ ଜଙ୍ଗଲ ମଧ୍ୟରେ ମାଇଲ ମାଇଲ ବାଟ ଯିବାକୁ ପଡୁନାହିଁ।

ଓଡ଼ିଶାର ଦୁର୍ଗମ ଆଭ୍ୟନ୍ତରୀଣ ଅଂଚଳରେ ଜିଓର ହାଇ-ସ୍ପିଡ ୪ଜି ନେଟୱର୍କ ସଂପ୍ରସାରଣ ବଳରେ ଆସିଥିବା ଡିଜିଟାଲ ବିପ୍ଳବର ଏସବୁ ଅଳ୍ପକିଛି ଉଦାହରଣ ମାତ୍ର। ଏପର୍ଯ୍ୟନ୍ତ ଡିଜିଟାଲ୍ ସେବାରୁ ବଂଚିତ ରହିଥିବା ଦୁର୍ଗମ ଗ୍ରାମାଂଚଳର ନିୟୁତାଧିକ ଲୋକଙ୍କୁ ସଂଯୁକ୍ତ କରିବା ଓ ସେମାନଙ୍କ ନିକଟରେ ଅତ୍ୟାଧୁନିକ ଡିଜିଟାଲ ସେବାର ସୁଫଳ ପହଂଚାଇବାର ମିଶନରେ ଏହା ନିରନ୍ତର ପ୍ରୟାସ ଜାରି ରଖିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୪୪୪ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୪୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୫୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୮୬ ଟି ଲୋକାଲ କେସ୍‌ ରହିଛ। ୪୪୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୫୯ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୪ ହଜାର ୭୬୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୦ ହଜାର ୮୨୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୭୦୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୭୫ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୩ ଟି ଜିଲ୍ଲାରୁ ୪୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୭୦ ଜଣ, କଟକ ଜିଲ୍ଲାରୁ ୭୩, ଅନୁଗୁଳ ଜିଲ୍ଲାରୁ ୮, ବାଲେଶ୍ଵର ଜିଲ୍ଲାରୁ ୧୬ ଜଣ, ବରଗଡ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୬, ଜଗତସିଂହପୁର ଜିଲ୍ଲାରୁ ୧୩ ଜଣ, ଯାଜପୁର ଜିଲ୍ଲାରୁ ୨୨ ଜଣ, ଝାରସୁଗୁଡା ଜିଲ୍ଲାରୁ ୩, କେନ୍ଦ୍ରାପଡା ଜିଲ୍ଲାରୁ ୫ ଜଣ, କେନ୍ଦୁଝର ଜିଲ୍ଲାରୁ ୩, ମୟୂରଭଞ୍ଜ ଜିଲ୍ଲାରୁ ୩୭ ଜଣ, ନୟାଗଡ ଜ୮ଲ୍ଲାରୁ ୪, ନୂଆପଡା ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୭ ଜଣ, ରାୟଗଡା ଜିଲ୍ଲାରୁ ୯, ସମ୍ବଲପୁର ଜିଲ୍ଲାରୁ ୭, ସୁନ୍ଦରଗଡ ଜିଲ୍ଲାରୁ ୫ ଏବଂ ଷ୍ଟେଟ ପୁଲରୁ ୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୪୬  ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୪୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୮୭, କଟକରୁ ୧୦୩, ଜଗତସିଂହପୁରରୁ ୨୩, ସୁନ୍ଦରଗଡରୁ ୨୩, ଯାଜପୁରରୁ ୧୯, ମୟୂରଭଞ୍ଜରୁ ୧୮, ପୁରୀରୁ ୧୮, ବାଲେଶ୍ବରରୁ ୧୭, ସମ୍ବଲପୁରରୁ ୧୫, ଢେଙ୍କାନାଳରୁ ୧୦, କେନ୍ଦ୍ରାପଡାରୁ ୧୦, ରାୟଗଡାରୁ ୧୦, ବରଗଡରୁ ୭, ଗଞ୍ଜାମରୁ ୬, ଅନୁଗୁଳରୁ ୩, ନୟାଗଡରୁ ୩, ଭଦ୍ରକରୁ ୨, ଦେବଗଡରୁ ୨, ଝାରସୁଗୁଡାରୁ ୨, ବଲାଙ୍ଗୀରିରୁ ୧, କେନ୍ଦୁଝରରୁ ୧ ଏବଂ ଷ୍ଟେଟ ପୁଲରୁ ୬୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୦ ହଜାର ୮୨୯ ଜଣ ସୁସ୍ଥ ହୋଇ ଘରକୁ ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୪ ହଜାର ୩୨୦ କୁ ବୃଦ୍ଧି ହୋଇଥିବା ବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୨୬୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୭୫ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୭୫ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୭୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦୁଝର, କୋରାପୁଟ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ  ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୪ ହଜାର ୩୨୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୦ ହଜାର ୧୮୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୯୦୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୭୫ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦୧  ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୦୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୬୦, କଟକରୁ ୬୭, ଜଗତସିଂହପୁରରୁ ୩୩, ଯାଜପୁରରୁ ୨୮, ବାଲେଶ୍ବରରୁ ୨୭, ମୟୂରଭଞ୍ଜରୁ ୨୨, କୋରାପୁଟରୁ ୧୫, ପୁରୀରୁ ୧୧, ଅନୁଗୁଳରୁ ୧୦, ସୁନ୍ଦରଗଡରୁ ୧୦, ବରଗଡରୁ ୮, କେନ୍ଦ୍ରାପଡାରୁ ୮, ମାଲକାନଗିରିରୁ ୮, ସମ୍ବଲପୁରରୁ ୮, ଭଦ୍ରକରୁ ୭, ନୟାଗଡରୁ ୬, ଗଞ୍ଜାମରୁ ୫, ଝାରସୁଗୁଡାରୁ ୪, କେନ୍ଦୁଝରରୁ ୨, ରାୟଗଡାରୁ ୨, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୫୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୦ ହଜାର ୧୮୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୭୩୫ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୩୨୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୭୦ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୭ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୭୦ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୭୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨ ଜଣ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କଟକ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ  ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୭୩୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୯ ହଜାର ୫୮୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୯୩୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୭୦ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୬୦୨ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ  ୬୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୫୩ ଜଣ ଚିହ୍ନଟ ହୋଇଥିବା ବେଳେ ୨୪୯ ଟି ଲୋକାଲ କେସ୍‌ ରହିଛ। ୬୦୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୯ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୭୩୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୯ ହଜାର ୫୮୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୯୩୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୬୩ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୬ ଟି ଜିଲ୍ଲାରୁ ୬୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୬୬ ଜଣ, କଟକ ଜିଲ୍ଲାରୁ ୭୪, ଅନୁଗୁଳ ଜିଲ୍ଲାରୁ ୬, ବାଲେଶ୍ଵର ଜିଲ୍ଲାରୁ ୨୪ ଜଣ, ଭଦ୍ରକ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ବୌଦ୍ଧ ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୨, ଢେଙ୍କାନାଳ ଜିଲ୍ଲାରୁ ୭, ଗଜପତି ଜିଲ୍ଲାରୁ ୬, ଜଗତସିଂହପୁର ଜିଲ୍ଲାରୁ ୩୪ ଜଣ, ଯାଜପୁର ଜିଲ୍ଲାରୁ ୧୬ ଜଣ, ଝାରସୁଗୁଡା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୩, କନ୍ଧମାଳ ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୩ ଜଣ, କେନ୍ଦୁଝର ଜିଲ୍ଲାରୁ ୧, କୋରାପୁଟ ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୧୯ ଜଣ, ନୟାଗଡ ଜିଲ୍ଲାରୁ ୮, ପୁରୀ ଜିଲ୍ଲାରୁ ୧୩ ଜଣ, ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୨୩, ସୋନପୁର ଜିଲ୍ଲାରୁ ୩, ସୁନ୍ଦରଗଡ ଜିଲ୍ଲାରୁ ୫ ଏବଂ ଷ୍ଟେଟ ପୁଲରୁ ୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୯୪  ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୯୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୦୯, କଟକରୁ ୮୩, ବାଲେଶ୍ବରରୁ ୧୮, ଜଗତସିଂହପୁରରୁ ୧୮, ଯାଜପୁରରୁ ୧୮, ପୁରୀରୁ ୧୮, ନୟାଗଡରୁ ୧୦, ଭଦ୍ରକରୁ ୯, କେନ୍ଦ୍ରାପଡାରୁ ୯, ସୁନ୍ଦରଗଡରୁ ୮, ମୟୂରଭଞ୍ଜରୁ ୭, ରାୟଗଡାରୁ ୭, ଝାରସୁଗୁଡାରୁ ୬, ସମ୍ବଲପୁରରୁ ୬, ଗଞ୍ଜାମରୁ ୫, ବରଗଡରୁ ୪, ଢେଙ୍କାନାଳରୁ ୪, କୋରାପୁଟରୁ ୪, ଦେବଗଡରୁ ୧, କଳାହାଣ୍ଡିରୁ ୧, କେନ୍ଦୁଝରରୁ ୧, ମାଲକାନଗିରିରୁ ୧ ଏବଂ ଷ୍ଟେଟ ପୁଲରୁ ୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୯ ହଜାର ୫୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୧୩୩ କୁ ବୃଦ୍ଧି ହୋଇଥିବାବେଳେ  ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୩୩୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୬୩ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୬୩ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୬୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୧୩୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୯ ହଜାର ୮୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୮୨୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୬୩ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୫୩୯ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ  ୫୩୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୧୬ ଜଣ ଚିହ୍ନଟ ହୋଇଥିବା ବେଳେ ୨୨୩ ଟି ଲୋକାଲ କେସ୍‌ ରହିଛ। ୫୩୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୭ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୩ ହଜାର ୧୩୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୯ ହଜାର ୮୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୮୨୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୫୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୫ ଟି ଜିଲ୍ଲାରୁ ୫୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୫୪ ଜଣ, କଟକ ଜିଲ୍ଲାରୁ ୪୮, ଅନୁଗୁଳ ଜିଲ୍ଲାରୁ ୬, ବାଲେଶ୍ଵର ଜିଲ୍ଲାରୁ ୨୩ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୧୨ ଜଣ, ଦେବଗଡ ଜିଲ୍ଲାରୁ ୪, ଢେଙ୍କାନାଳ ଜିଲ୍ଲାରୁ ୪, ଗଞ୍ଜାମ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୩୧ ଜଣ, ଯାଜପୁର ଜିଲ୍ଲାରୁ ୧୭ ଜଣ, ଝାରସୁଗୁଡା ଜିଲ୍ଲାରୁ ୪, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, କେନ୍ଦୁଝର ଜିଲ୍ଲାରୁ ୨, କୋରାପୁଟ ଜିଲ୍ଲାରୁ ୩, ମାଲକାନଗିରି ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୧୩ ଜଣ, ନୟାଗଡ ଜିଲ୍ଲାରୁ ୫, ପୁରୀ ଜିଲ୍ଲାରୁ ୧୨ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୧୨, ସୋନପୁର ଜିଲ୍ଲାରୁ ୫, ସୁନ୍ଦରଗଡ ଜିଲ୍ଲାରୁ ୫ ଏବଂ ଷ୍ଟେଟ ପୁଲରୁ ୬୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୧୭ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୧୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୮୦, କଟକରୁ ୩୮, ବାଲେଶ୍ବରରୁ ୨୬, ଯାଜପୁରରୁ ୨୦, ମୟୂରଭଞ୍ଜରୁ ୧୯, ଜଗତସିଂହପୁରରୁ ୧୩, କେନ୍ଦ୍ରାପଡାରୁ ୧୦, ଝାରସୁଗୁଡାରୁ ୯, ରାୟଗଡାରୁ ୮, ଅନୁଗୁଳରୁ ୭, ଢେଙ୍କାନାଳରୁ ୬, ପୁରୀରୁ ୬, ସୁନ୍ଦରଗଡରୁ ୫, ଭଦ୍ରକରୁ ୪, ଗଞ୍ଜାମରୁ ୪, କୋରାପୁଟରୁ ୪, ନୟାଗଡରୁ ୪, ବରଗଡରୁ ୩, ଦେବଗଡରୁ ୨, କେନ୍ଦୁଝରରୁ ୨, ନବରଙ୍ଗପୁରରୁ ୨, ବଲାଙ୍ଗୀରିରୁ ୧, କନ୍ଧମାଳରୁ ୧, ମାଲକାନଗିରିରୁ ୧ ଏବଂ ଷ୍ଟେଟ ପୁଲରୁ ୪୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୯ ହଜାର ୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୨ ହଜାର ୫୯୪ କୁ ବୃଦ୍ଧି ହୋଇଥିବାବେଳେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୨୯୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୫୭ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୬୪୪ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ  ୬୪୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୭୫ ଜଣ ଚିହ୍ନଟ ହୋଇଥିବା ବେଳେ ୨୬୯ ଟି ଲୋକାଲ କେସ୍‌ ରହିଛ। ୬୪୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୨ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୨ ହଜାର ୫୯୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୮ ହଜାର ୬୭୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୭୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୫୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୬୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୮୩ ଜଣ, କଟକ ଜିଲ୍ଲାରୁ ୭୭, ଅନୁଗୁଳ ଜିଲ୍ଲାରୁ ୧୪, ବାଲେଶ୍ଵର ଜିଲ୍ଲାରୁ ୩୪ ଜଣ, ଭଦ୍ରକ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀରି ଜିଲରୁ ୫, ଦେବଗଡ ଜିଲ୍ଲାରୁ ୪, ଗଜପତି ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୬, ଜଗତସିଂହପୁର ଜିଲ୍ଲାରୁ ୨୮ ଜଣ, ଯାଜପୁର ଜିଲ୍ଲାରୁ ୨୦ ଜଣ, ଝାରସୁଗୁଡା ଜିଲ୍ଲାରୁ ୫, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧୧ ଜଣ, କେନ୍ଦୁଝର ଜିଲ୍ଲାରୁ ୧, ମାଲକାନଗିରି ଜିଲ୍ଲାରୁ ୫, ମୟୂରଭଞ୍ଜ ଜିଲ୍ଲାରୁ ୧୫ ଜଣ, ନୟାଗଡ ଜିଲ୍ଲାରୁ ୬, ପୁରୀ ଜିଲ୍ଲାରୁ ୨୨ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୧୦, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୧୩ ଏବଂ ଷ୍ଟେଟ ପୁଲରୁ ୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ପ୍ରବଳ ବର୍ଷା ସମ୍ଭାବନା: ୬ ଟି ଜିଲ୍ଲାକୁ ସତର୍କ କରାଇଲା ପାଣିପାଗ କେନ୍ଦ୍ର

ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟର ୬ ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଇଛି। ତେବେ ଏହି ଜିଲ୍ଲାଗୁଡିକୁ ଆସନ୍ତାକାଲି ସକାଳ ୮ ତା ୩୦ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୪୫ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୪୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୯୨, କଟକରୁ ୫୫, ବାଲେଶ୍ବରରୁ ୩୭, ଯାଜପୁରରୁ ୨୨, ମୟୂରଭଞ୍ଜରୁ ୧୮, ପୁରୀରୁ ୧୪, ଢେଙ୍କାନାଳ ଜିଲ୍ଲାରୁ ୧୨, ଜଗତସିଂହପୁରରୁ ୧୨, ନୟାଗଡ ଜିଲ୍ଲାରୁ ୬, ଭଦ୍ରକ ଜିଲ୍ଲାରୁ ୫, ରାୟଗଡା ଜିଲ୍ଲାରୁ ୪, ଅନୁଗୁଳ ଜିଲ୍ଲାରୁ ୩, ଦେବଗଡ ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୩, ସମ୍ବଲପୁରରୁ ୩, ବରଗଡରୁ ୨, କେନ୍ଦ୍ରାପଡାରୁ ୨, ନବରଙ୍ଗପୁରରୁ ୨, ବଲାଙ୍ଗୀରିରୁ ୧, ବୌଦ୍ଧରୁ ୧, କେନ୍ଦୁଝରରୁ ୧, କୋରାପୁଟରୁ ୧, ମାଲକାନଗିରିରୁ ୧, ସୁନ୍ଦରଗଡରୁ ୧ ଏବଂ ଷ୍ଟେଟ ପୁଲରୁ ୪୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୮ ହଜାର ୬୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୯୫୦ କୁ ବୃଦ୍ଧି ହୋଇଥିବାବେଳେ  ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୭୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୫୦ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୫୦ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୫୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ, କେନ୍ଦ୍ରପଡା, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୯୫୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୮ ହଜାର ୨୨୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୫୨୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୫୦ କୁ ବୃଦ୍ଧି ହୋଇଛି।