Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୨୯ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୨୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୧୬୨, କଟକରୁ ୭୦, ବାଲେଶ୍ଵରରୁ ୩୮, ଯାଜପୁରରୁ ୨୨, ଜଗତସିଂହପୁରରୁ ୧୮, ମୟୂରଭଞ୍ଜରୁ ୧୪, ଅନୁଗୁଳରୁ ୧୧, ସମ୍ବଲପୁରରୁ ୧୧, ଭଦ୍ରକରୁ ୭, ପୁରୀରୁ ୬, ଗଞ୍ଜାମରୁ ୫, ସୁନ୍ଦରଗଡରୁ ୫, କେନ୍ଦ୍ରାପଡାରୁ ୪, କେନ୍ଦୁଝରରୁ ୪, ବଲାଙ୍ଗୀରିରୁ ୩, କୋରାପୁଟରୁ ୩, ଦେବଗଡରୁ ୨, କନ୍ଧମାଳରୁ ୨, ରାୟଗଡାରୁ ୨, ବରଗଡରୁ ୧, ନୂଆପଡାରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୬ ହଜାର ୫୯୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୪୧୨ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୫୩୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୭ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୫୯୩ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୯୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୪୬ ଜଣ ଚିହ୍ନଟ ହୋଇଥିବା ବେଳେ ୨୪୬ ଟି ଲୋକାଲ କେସ୍‌ ରହିଛ। ୫୯୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୮୦ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୪୧୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୬ ହଜାର ୧୬୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୯୬୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୩ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୨ ଟି ଜିଲ୍ଲାରୁ ୫୯୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୯୦ ଜଣ, କଟକ ଜିଲ୍ଲାରୁ ୮୪, ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ଵର ଜିଲ୍ଲାରୁ ୧୧ ଜଣ, ବରଗଡ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୨, ଢେଙ୍କାନାଳ ଜିଲ୍ଲାରୁ ୪, ଗଞ୍ଜାମ ଜିଲ୍ଲାରୁ ୨, ଜଗତସିଂହପୁର ଜିଲ୍ଲାରୁ ୨୨ ଜଣ, ଯାଜପୁର ଜିଲ୍ଲାରୁ ୧୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୫, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୯ ଜଣ, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୨୭ ଜଣ, ନୟାଗଡ ଜିଲ୍ଲାରୁ ୪, ପୁରୀ ଜିଲ୍ଲାରୁ ୨୩ ଜଣ, ସମ୍ବଲପୁର ଜିଲ୍ଲାରୁ ୯, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୮ ଏବଂ ଷ୍ଟେଟ ପୁଲରୁ ୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୫୭ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୫୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୦୩, କଟକରୁ ୭୧, ମୟୂରଭଞ୍ଜରୁ ୩୭, ଯାଜପୁରରୁ ୩୬, ଜଗତସିଂହପୁରରୁ ୨୭, ବାଲେଶ୍ବରରୁ ୨୪, ସୁନ୍ଦରଗଡରୁ ୧୩, ଢେଙ୍କାନାଳରୁ ୧୨, ଝାରସୁଗୁଡାରୁ ୧୧, କେନ୍ଦ୍ରାପଡାରୁ ୧୦, ନୟାଗଡରୁ ୯, ଅନୁଗୁଳରୁ ୮, ଭଦ୍ରକରୁ ୭, ପୁରୀରୁ ୭, ରାୟଗଡାରୁ ୬, ଦେବଗଡରୁ ୪, ବଲାଙ୍ଗୀରିରୁ ୩, ଗଞ୍ଜାମରୁ ୩, କେନ୍ଦୁଝରରୁ ୩, କୋରାପୁଟରୁ ୩, ସମ୍ବଲପୁରରୁ ୩, ବରଗଡରୁ ୨, କନ୍ଧମାଳରୁ ୨, ନୂଆପଡାରୁ ୨, ସୋନପୁରରୁ ୨, କଳାହାଣ୍ଡିରୁ ୧, ମାଲକାନଗିରିରୁ ୧ ଏବଂ ଷ୍ଟେଟ ପୁଲରୁ ୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୬ ହଜାର ୧୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୮୧୯ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୩୭୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୩ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୯୦ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୭୧, କଟକରୁ ୬୪, ଜଗତସିଂହପୁରରୁ ୨୯, ମୟୂରଭଞ୍ଜରୁ ୨୫, ବାଲେଶ୍ବରରୁ ୨୩, ପୁରୀରୁ ୧୭, ଯାଜପୁରରୁ ୧୬, ଭଦ୍ରକରୁ ୧୨, ନୟାଗଡରୁ ୧୦, ଅନୁଗୁଳରୁ ୭, ବଲାଙ୍ଗୀରିରୁ ୭, ସମ୍ବଲପୁରରୁ ୭, ଗଞ୍ଜାମରୁ ୫,  କେନ୍ଦ୍ରାପଡାରୁ ୫, ମାଲକାନଗିରିରୁ ୪, ସୁନ୍ଦରଗଡରୁ ୪, ଝାରସୁଗୁଡାରୁ ୩, କଳାହାଣ୍ଡିରୁ ୩, କେନ୍ଦୁଝରରୁ ୩, ନବରଙ୍ଗପୁରରୁ ୩, ସୋନପୁରରୁ ୩, କନ୍ଧମାଳରୁ ୨, କୋରାପୁଟରୁ ୨, ଦେବଗଡରୁ ୧, ନୂଆପଡାରୁ ୧ ଏବଂ ଷ୍ଟେଟ ପୁଲରୁ ୬୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୫ ହଜାର ୬୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୩୬୬ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୪୮୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨୦ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୪୯, କଟକରୁ ୮୫, ବାଲେଶ୍ବରରୁ ୩୪, ଜଗତସିଂହପୁରରୁ ୨୮, ମୟୂରଭଞ୍ଜରୁ ୧୯, ସମ୍ବଲପୁରରୁ ୧୯, ଯାଜପୁରରୁ ୧୬, ପୁରୀରୁ ୧୩, କେନ୍ଦ୍ରାପଡାରୁ ୧୧, ଢେଙ୍କାନାଳରୁ ୯, ରାୟଗଡାରୁ ୯, ଅନୁଗୁଳରୁ ୮, ଭଦ୍ରକରୁ ୭, ଝାରସୁଗୁଡାରୁ ୭, ନୟାଗଡରୁ ୭, କେନ୍ଦୁଝରରୁ ୬, ସୁନ୍ଦରଗଡରୁ ୪, ଦେବଗଡରୁ ୨, ଗଞ୍ଜାମରୁ ୩, ବରଗଡରୁ ୨, ବଲାଙ୍ଗୀରିରୁ ୨, କୋରାପୁଟରୁ ୨, କଳାହାଣ୍ଡିରୁ ୧, ନୂଆପଡାରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୬୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୫ ହଜାର ୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୯୫୯ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୬୭୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୧୪ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୧୪ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୧୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ, ଗଞ୍ଜାମ ଓ ଯାଜପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୯୫୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୪ ହଜାର ୪୧୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୨୮୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୧୪ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଗତ ୨୪ ଘଣ୍ଟାରେ ୫୨୮ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୧୦ ଜଣ ଚିହ୍ନଟ ହୋଇଥିବା ବେଳେ ୨୧୮ ଟି ଲୋକାଲ କେସ୍‌ ରହିଛ। ୫୨୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୩ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୯୫୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୪ ହଜାର ୪୧୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୨୮୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୦୯ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୧ ଟି ଜିଲ୍ଲାରୁ ୫୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୪୩ ଜଣ, କଟକ ଜିଲ୍ଲାରୁ ୬୯, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୯ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୬ ଜଣ, ଦେବଗଡ ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୨୪ ଜଣ, ଯାଜପୁର ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୮ ଜଣ, କୋରାପୁଟ ଜିଲ୍ଲାରୁ ୩, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୩୧ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧, ନୟାଗଡ ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୧୭ ଜଣ, ସମ୍ବଲପୁର ଜିଲ୍ଲାରୁ ୧୪, ସୋନପୁର ଜିଲ୍ଲାରୁ ୨, ସୁନ୍ଦରଗଡ ଜିଲ୍ଲାରୁ ୯ ଏବଂ ଷ୍ଟେଟ ପୁଲରୁ ୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୧୨ ଟି ଜିଲ୍ଲାରେ କାଳବୈଶାଖୀ ସତର୍କ ସୂଚନା

ଭୁବନେଶ୍ଵର: ରାଜ୍ୟରେ ୧୨ ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଆସନ୍ତାକାଲି ସକାଳ ୮ ଟା ୩୦ ପର୍ଯ୍ୟନ୍ତ ୧୨ ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଦେବଗଡ, କେନ୍ଦୁଝର, ସୁନ୍ଦରଗଡ, ମୟୂରଭଞ୍ଜ, ବାଲେଶ୍ଵର ଏବଂ ଭଦ୍ରକ ଜିଲ୍ଲାରେ କାଳବୈଶାଖୀର ସତର୍କ ସୂଚନା ଦିଆଯାଇଛି। ଏହି ଜିଲ୍ଲାଗୁଡିକରେ ବଜ୍ରପାତ ହେବା ନେଇ ଅନୁମାନ କରାଯାଇଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ସତର୍କ କରାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୭୯ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୭୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୮୩, କଟକରୁ ୪୧, ବାଲେଶ୍ବରରୁ ୨୯, ଜଗତସିଂହପୁରରୁ ୨୮, ସମ୍ବଲପୁରରୁ ୨୩, ଯାଜପୁରରୁ ୧୯, ଅନୁଗୁଳରୁ ୧୩, ମୟୂରଭଞ୍ଜରୁ ୧୩, ପୁରୀରୁ ୧୨, ଭଦ୍ରକରୁ ୧୦, ସୁନ୍ଦରଗଡରୁ ୧୦, ଢେଙ୍କାନାଳରୁ ୫, ସୋନପୁରରୁ ୫, ଗଞ୍ଜାମରୁ ୩, ନୟାଗଡରୁ ୩, ରାୟଗଡାରୁ ୩, ଦେବଗଡରୁ ୨, ଗଜପତିରୁ ୨, ଝାରସୁଗୁଡାରୁ ୨, କୋରାପୁଟରୁ ୨, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୧, କେନ୍ଦୁଝରରୁ ୧,  ମାଲକାନଗିରିରୁ ୧ ଏବଂ ଷ୍ଟେଟ ପୁଲରୁ ୬୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୪ ହଜାର ୪୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୪୩୧ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୭୫୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୦୯ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୭ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୦୯ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୦୯ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୪୩୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୩ ହଜାର ୮୩୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୩୩୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୦୯ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୯୧ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୯୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୩୨, କଟକରୁ ୭୫, ଜଗତସିଂହପୁରରୁ ୩୦, ଯାଜପୁରରୁ ୨୯, ପୁରୀରୁ ୨୨, ଭଦ୍ରକରୁ ୧୬, ମୟୂରଭଞ୍ଜରୁ ୧୪,  ସମ୍ବଲପୁରରୁ ୧୨, ବାଲେଶ୍ବରରୁ ୧୧, ସୁନ୍ଦରଗଡରୁ ୧୧, କେନ୍ଦ୍ରାପଡାରୁ ୧୦, ଢେଙ୍କାନାଳରୁ ୭, ନୟାଗଡରୁ ୭, ଅନୁଗୁଳରୁ ୬, ବରଗଡରୁ ୫, ଝାରସୁଗୁଡାରୁ ୫, ଦେବଗଡରୁ ୪, ଗଞ୍ଜାମରୁ ୪, କନ୍ଧମାଳରୁ ୨, କେନ୍ଦୁଝରରୁ ୨, କୋରାପୁଟରୁ ୨, ରାୟଗଡରୁ ୨, ବୌଦ୍ଧରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୮୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୩ ହଜାର ୮୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୬ ହଜାର ୯୫୩ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୮୬୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୦୨ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୦୨ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୦୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ, ମୟୂରଭଞ୍ଜ, ନୟାଗଡ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ  ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୬ ହଜାର ୯୫୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୩ ହଜାର ୧୪୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୫୫୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୦୨ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୪୭୭ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୭୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୯୯ ଟି ଲୋକାଲ କେସ୍‌ ରହିଛ। ୪୭୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୪ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୬ ହଜାର ୯୫୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୩ ହଜାର ୧୪୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୫୫୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୯୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୨ ଟି ଜିଲ୍ଲାରୁ ୪୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୦୦ ଜଣ, କଟକ ଜିଲ୍ଲାରୁ ୬୨, ଅନୁଗୁଳ ଜିଲ୍ଲାରୁ ୫, ବାଲେଶ୍ଵର ଜିଲ୍ଲାରୁ ୨୬ ଜଣ, ଭଦ୍ରକ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧,  ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୮, ଗଞ୍ଜାମ ଜିଲ୍ଲାରୁ ୨, ଜଗତସିଂହପୁର ଜିଲ୍ଲାରୁ ୨୩ ଜଣ, ଯାଜପୁର ଜିଲ୍ଲାରୁ ୧୬ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କଳାହାଣ୍ଡି ଜିଲ୍ଲାରୁ ୭, କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ୫, କୋରାପୁଟ ଜିଲ୍ଲାରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୨୩ ଜଣ, ନୟାଗଡ ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୧୬ ଜଣ, ସମ୍ବଲପୁର ଜିଲ୍ଲାରୁ ୧୧, ସୋନପୁର ଜିଲ୍ଲାରୁ ୨, ସୁନ୍ଦରଗଡ ଜିଲ୍ଲାରୁ ୫ ଏବଂ ଷ୍ଟେଟ ପୁଲରୁ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୫୯ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୫୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୦୦, କଟକରୁ ୮୫, ବାଲେଶ୍ବରରୁ ୩୪, ଜଗତସିଂହପୁରରୁ ୨୯, ଯାଜପୁରରୁ ୨୮, ମୟୂରଭଞ୍ଜରୁ ୨୭, ପୁରୀରୁ ୧୭, ସୁନ୍ଦରଗଡରୁ ୧୫, କେନ୍ଦ୍ରାପଡାରୁ ୧୧, ସମ୍ବଲପୁରରୁ ୧୦, ଭଦ୍ରକରୁ ୯, ନୟାଗଡରୁ ୬, ଅନୁଗୁଳରୁ ୫, ଗଞ୍ଜାମରୁ ୫, ଝାରସୁଗୁଡାରୁ ୫, ରାୟଗଡାରୁ ୫, ବରଗଡରୁ ୪, ଦେବଗଡରୁ ୪, ଗଜପତିରୁ ୩, ବଲାଙ୍ଗୀରିରୁ ୨, କଳାହାଣ୍ଡିରୁ ୨, କେନ୍ଦୁଝରରୁ ୨, କୋରାପୁଟରୁ ୨, ମାଲକାନଗିରିରୁ ୨, ନୂଆପଡାରୁ ୨, କନ୍ଧମାଳରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୪୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୩ ହଜାର ୧୪୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୬ ହଜାର ୪୭୬ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୮୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୯୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୯୮ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୯୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଓ କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ  ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୬ ହଜାର ୪୭୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୨ ହଜାର ୫୮୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୬୪୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୯୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୬୦୨ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୫୩ ଜଣ ଚିହ୍ନଟ ହୋଇଥିବା ବେଳେ ୨୪୯ ଟି ଲୋକାଲ କେସ୍‌ ରହିଛ। ୬୦୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୯୬ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୬ ହଜାର ୪୭୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୨ ହଜାର ୫୮୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୬୪୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୯୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୬୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୮୩ ଜଣ, କଟକ ଜିଲ୍ଲାରୁ ୫୪, ଅନୁଗୁଳ ଜିଲ୍ଲାରୁ ୧୧, ବାଲେଶ୍ଵର ଜିଲ୍ଲାରୁ ୨୧ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୫ ଜଣ, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୧୪, ଗଞ୍ଜାମ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୧୮ ଜଣ, ଯାଜପୁର ଜିଲ୍ଲାରୁ ୨୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୬ ଜଣ, କେନ୍ଦୁଝର ଜିଲ୍ଲାରୁ ୭, କୋରାପୁଟ ଜିଲ୍ଲାରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୩୧ ଜଣ, ନୟାଗଡ ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୨୧ ଜଣ, ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୧୩, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୯ ଏବଂ ଷ୍ଟେଟ ପୁଲରୁ ୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୯୨ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୯୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଭଦ୍ରକ, ଜଗତସିଂହପୁର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ  ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୫ ହଜାର ୮୭୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୨ ହଜାର ୧୧୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୫୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୯୨ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୫୬୫ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୨୮ ଜଣ ଚିହ୍ନଟ ହୋଇଥିବା ବେଳେ ୨୩୭ ଟି ଲୋକାଲ କେସ୍‌ ରହିଛ। ୫୬୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୬୩ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୫ ହଜାର ୮୭୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୨ ହଜାର ୧୧୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୫୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୮୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୫ ଟି ଜିଲ୍ଲାରୁ ୫୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୫୬ ଜଣ, କଟକ ଜିଲ୍ଲାରୁ ୬୧, ଅନୁଗୁଳ ଜିଲ୍ଲାରୁ ୮, ବାଲେଶ୍ଵର ଜିଲ୍ଲାରୁ ୨୮ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୬ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୪, ଦେବଗଡ ଜିଲ୍ଲାରୁ ୩, ଢେଙ୍କାନାଳ ଜିଲ୍ଲାରୁ ୫, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୨୦ ଜଣ, ଯାଜପୁର ଜିଲ୍ଲାରୁ ୨୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କଳାହାଣ୍ଡି ଜିଲ୍ଲାରୁ ୩, କନ୍ଧମାଳ ଜିଲ୍ଲାରୁ ୫, କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ୪, କୋରାପୁଟ ଜିଲ୍ଲାରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୨୬ ଜଣ, ନୟାଗଡ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୧୨ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୧୧, ସୁନ୍ଦରଗଡ ଜିଲ୍ଲାରୁ ୬ ଏବଂ ଷ୍ଟେଟ ପୁଲରୁ ୫୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୩୪  ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୩୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୬୯, କଟକରୁ ୭୩, ଭଦ୍ରକରୁ ୩୧, ବାଲେଶ୍ବରରୁ ୩୦, ଜଗତସିଂହପୁରରୁ ୨୮, ଯାଜପୁରରୁ ୨୭, ପୁରୀରୁ ୧୯, ମୟୂରଭଞ୍ଜରୁ ୧୪, ଅନୁଗୁଳରୁ ୧୩, ସମ୍ବଲପୁରରୁ ୧୨, କେନ୍ଦ୍ରାପଡାରୁ ୯, ଢେଙ୍କାନାଳରୁ ୮, ସୁନ୍ଦରଗଡରୁ ୬, ଝାରସୁଗୁଡାରୁ ୫, କୋରାପୁଟରୁ ୪, ବରଗଡରୁ ୩, ଗଜପତିରୁ ୩, ଗଞ୍ଜାମରୁ ୩, ନୟାଗଡରୁ ୩, କନ୍ଧମାଳରୁ ୨, କେନ୍ଦୁଝରରୁ ୨, ରାୟଗଡାରୁ ୨, ବଲାଙ୍ଗୀରିରୁ ୧, ଦେବଗଡରୁ ୧, କଳାହାଣ୍ଡିରୁ ୧, ମାଲକାନଗିରିରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୬୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୨ ହଜାର ୧୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୫ ହଜାର ୩୦୯ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୯୫୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୮୭ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୫୪୫ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୧୯ ଜଣ ଚିହ୍ନଟ ହୋଇଥିବା ବେଳେ ୨୨୬ ଟି ଲୋକାଲ କେସ୍‌ ରହିଛ। ୫୪୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୪ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୫ ହଜାର ୩୦୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧୧ ହଜାର ୪୮୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୫୮୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୮୭ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୬ ଟି ଜିଲ୍ଲାରୁ ୫୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୧୮ ଜଣ, କଟକ ଜିଲ୍ଲାରୁ ୭୩, ଅନୁଗୁଳ ଜିଲ୍ଲାରୁ ୭, ବାଲେଶ୍ଵର ଜିଲ୍ଲାରୁ ୪୭ ଜଣ, ବରଗଡ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୧୦ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨, ଦେବଗଡ ଜିଲ୍ଲାରୁ ୪, ଢେଙ୍କାନାଳ ଜିଲ୍ଲାରୁ ୨, ଗଜପତି ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୬, ଜଗତସିଂହପୁର ଜିଲ୍ଲାରୁ ୩୭ ଜଣ, ଯାଜପୁର ଜିଲ୍ଲାରୁ ୨୦ ଜଣ, ଝାରସୁଗୁଡା ଜିଲ୍ଲାରୁ ୮, କଳାହାଣ୍ଡି ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, କେନ୍ଦୁଝର ଜିଲ୍ଲାରୁ ୩, କୋରାପୁଟ ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୧୪ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୬ ଜଣ, ରାୟଗଡା ଜିଲ୍ଲାରୁ ୩, ସମ୍ବଲପୁର ଜିଲ୍ଲାରୁ ୩, ସୋନପୁର ଜିଲ୍ଲାରୁ ୨, ସୁନ୍ଦରଗଡ ଜିଲ୍ଲାରୁ ୧୧ ଏବଂ ଷ୍ଟେଟ ପୁଲରୁ ୫୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୫୩  ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୨୦, କଟକରୁ ୭୧, ଯାଜପୁରରୁ ୩୯, ଜଗତସିଂହପୁରରୁ ୨୬, ବାଲେଶ୍ବରରୁ ୨୨, ମୟୂରଭଞ୍ଜରୁ ୧୮, ଝାରସୁଗୁଡାରୁ ୧୦, ସମ୍ବଲପୁରରୁ ୯, ଗଜପତିରୁ ୭, କେନ୍ଦ୍ରାପଡାରୁ ୭, ପୁରୀରୁ ୭, ଅନୁଗୁଳରୁ ୬, ଭଦ୍ରକରୁ ୬, ଢେଙ୍କାନାଳରୁ ୫, ନୟାଗଡରୁ ୫, ଗଞ୍ଜାମରୁ ୪, ସୁନ୍ଦରଗଡରୁ ୩, କଳାହାଣ୍ଡିରୁ ୨, କେନ୍ଦୁଝରରୁ ୨, ମାଲକାନଗିରିରୁ ୨, ସୋନପୁରରୁ ୨, ବୌଦ୍ଧରୁ ୧, ଦେବଗଡରୁ ୧, କୋରାପୁଟରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟ ପୁଲରୁ ୭୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧୧ ହଜାର ୪୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୪ ହଜାର ୭୬୪ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୪୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୮୦ କୁ ବୃଦ୍ଧି ହୋଇଛି।