ଭୁବନେଶ୍ବର: ଆଜି ରାଜ୍ୟରେ ୩୮୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୭୫ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ…
ଓଡିଶା
ଭୁବନେଶ୍ୱର: ଖୋର୍ଦ୍ଧା ବରୁଣେଇ ଇଣ୍ଡଷ୍ଟ୍ରିଆଲ ଆସୋସିଏସନ ତରଫରୁ କରାଯାଇଥିବା କାଳୀପୂଜାର ଅନ୍ତିମ ଦିବସରେ ଖୋର୍ଦ୍ଧା ବିଧାୟକ ଜ୍ୟୋତିରେନ୍ଦ୍ର ନାଥ ମିତ୍ରଙ୍କ ଦ୍ୱାରା ବରୁଣେଇ ଶିଳ୍ପାଞ୍ଚଳ ସଂଘର ଗୃହ…
ଭୁବନେଶ୍ବର: ଆଜି ରାଜ୍ୟରେ ୨୯୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫୮ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ…
ଭୁବନେଶ୍ୱର: ଗତ ଶନିବାର ରାତିରୁ ତାମିଲନାଡୁ ଏବଂ ପୁଡୁଚେରୀରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ମଙ୍ଗଳବାର ତାମିଲନାଡୁ ସଂଲଗ୍ନ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହେବାର…
ଭୁବନେଶ୍ୱର: ଓଡ଼ିଶାର ଡାକ୍ତର ଅଭାବ ଦୂର କରିବା ସହ ଉନ୍ନତମାନର ଚିକିତ୍ସା ସେବା ଯୋଗାଇବା ଲକ୍ଷ୍ୟରେ ବଦ୍ଧପରିକର ଥିବା ଶ୍ରୀ ବିନାୟକ ଶିକ୍ଷାନୁଷ୍ଠାନ ଆଜି ତାର ସମ୍ବର୍ଦ୍ଧନା…
ଭୁବନେଶ୍ବର: ଆଜି ରାଜ୍ୟରେ ୩୧୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୫୮ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ…
ଭୁବନେଶ୍ୱର: କେବଳ କୋମଳ ନୁହେଁ, ଶିଶୁମାନେ ସମାଜର ସବୁଠାରୁ ସମ୍ବେଦନଶୀଳ ବର୍ଗ ହୋଇଥିବା ହେତୁ ରାଜ୍ୟ ସରକାର ଶିଶୁମାନଙ୍କ ଶିକ୍ଷା, ସୁରକ୍ଷା ଏବଂ ସାମଗ୍ରିକ ବିକାଶ ପାଇଁ…
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୩୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ…
ଭୁବନେଶ୍ୱର: ରାଜ୍ୟରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟମାନଙ୍କରେ ନିଯୁକ୍ତିପ୍ରାପ୍ତ କଳା ଓ କ୍ରୀଡ଼ା ଶିକ୍ଷକମାନଙ୍କୁ ନେଇ ଗଠିତ ଓଡ଼ିଶା କଳା ଓ କ୍ରୀଡ଼ା ଶିକ୍ଷକ ମହାସଂଘ ପକ୍ଷରୁ ଗତ…
ଭୁବନେଶ୍ବର: ଆଜି ରାଜ୍ୟରେ ୪୮୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୭୭ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ…
ଭୁବନେଶ୍ବର: ଆଜି ରାଜ୍ୟରେ ୩୭୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୬୫ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ…
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ…
ଭୁବନେଶ୍ୱର: ହସ୍ତଶିଳ୍ପ କାରିଗରମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ ପାଇଁ ରିଲାଏନ୍ସ ସମର୍ଥିତ ଭାରତର ସର୍ବବୃହତ ବିଶ୍ୱବ୍ୟାପୀ ବି୨ବି ପ୍ଲାଟଫର୍ମ ‘କଲାରା’ ଭାରତୀୟ କାରିଗରଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ ଗୁଡିକୁ ବିଶ୍ୱସ୍ତରରେ ନୂଆ ଗ୍ରାହକଙ୍କ ନିକଟରେ ପହଂଚାଇବା ଦିଗରେ ପ୍ରୟାସ ଆରମ୍ଭ କରିଛି। କଲାରା ପ୍ଲାଟଫର୍ମରେ ମିଳିଥିବା ଉଲ୍ଲେଖନୀୟ ସଫଳତା ଆଧାରରେ ଓଡ଼ିଶାର ମୟୁରଭଞ୍ଜର ପାରମ୍ପରିକ ସବାଇ ଘାସରେ ପ୍ରସ୍ତୁତ ମ୍ୟାଟ ଏବଂ ରଘୁରାଜପୁର ପଟ୍ଟଚିତ୍ର ଅଙ୍କିତ ଖାଦ୍ୟ ପରଷିବା ସାମଗ୍ରୀ ଯଥାକ୍ରମେ ହଂକଂ ଏବଂ ଲଣ୍ଡନରେ ନିଜ ପାଇଁ ବଜାର ସୁଯୋଗ ସୃଷ୍ଟି କରିପାରିଛି। ଓଡ଼ିଶାର ପଥର ଓ କାଠ ଖୋଦିତ କାରୁକାର୍ଯ୍ୟ, ହସ୍ତ ଅଙ୍କିତ ଗଞ୍ଜିଫା କାର୍ଡ, ତାଳପତ୍ର ଖୋଦେଇ, ପଟ୍ଟଚିତ୍ର ଏବଂ ଆଦିବାସୀଙ୍କ ଚିତ୍ରକଳା ଇତ୍ୟାଦି ଅନେକ ଉତ୍ପାଦ ମଧ୍ୟ କଲାରା ପ୍ଲାଟଫର୍ମରେ ସ୍ଥାନ ପାଇବା ସହିତ ସମଗ୍ର ବିଶ୍ୱରେ ଗ୍ରାହକଙ୍କ ନିକଟରେ ପହଂଚି ପାରୁଛି। ଏହି ପ୍ଲାଟଫର୍ମରେ ଭାରତର କୋଣ ଅନୁକୋଣରୁ ବାସଗୃହ ସାଜସଜା, ବାସଗୃହରେ ବ୍ୟବହାର ହେଉଥିବା ବୟନ ସାମଗ୍ରୀ, ଫାଶନ ସାମଗ୍ରୀ, ଖେଳନା, ରୋଷେଇ ଏବଂ ଖାଦ୍ୟ ଖାଇବା ସାମଗ୍ରୀ, ଉପହାର ସାମଗ୍ରୀ, ଆଉଟଡୋର ସାମଗ୍ରୀ, ଆସବାବପତ୍ର ସମେତ ୭୫,୦୦୦ରୁ ଅଧିକ କାରିଗରୀ ଉତ୍ପାଦ ସମଗ୍ର ବିଶ୍ୱର କ୍ରେତାଙ୍କ ନିମନ୍ତେ ଉପଲବ୍ଧ ହେଉଛି। ୨୦୨୧ ଅକ୍ଟୋବର ୨୮ରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଥିବା ଏସିଆର ସର୍ବବୃହତ ଉପହାର ଏବଂ ହସ୍ତଶିଳ୍ପ ମେଳା ଆଇଜିଏଚଏଫରେ କଲାରା ତାହାର ବିଶ୍ୱବ୍ୟାପୀ ବି୨ବି ପ୍ଲାଟଫର୍ମ ଏବଂ ତାହାର ବୈଶିଷ୍ଟ୍ୟ ତଥା ଭାରତୀୟ କାରିଗର ଏବଂ କାରିଗରମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀର ଡିଲରମାନଙ୍କ ପାଇଁ ସମଗ୍ର ବିଶ୍ୱରେ ଗ୍ରାହକଙ୍କ ନିକଟରେ ପହଂଚିବାର ସୁପୋଗ ଓ ଲାଭ ସମ୍ପର୍କରେ ପ୍ରଦର୍ଶିତ କରୁଛି। ‘କଲାରା’ ଚିନ୍ନାମଲାଇର ହାତବୁଣା ରୋଷେଇ ତଉଲିଆ ଲସ୍ଏଞ୍ଜେଲସ ବଜାର ପର୍ଯ୍ୟନ୍ତ ପହଞ୍ଚାଇବା, ଓଡ଼ିଶାର ମୟୁରଭଞ୍ଜର ସବାଇଘାସରୁ ପ୍ରସ୍ତୁତ ମ୍ୟାଟ ହଂକଂ ବଜାରରେ, ରଘୁରାଜପୁରର ହସ୍ତ ଅଙ୍କିତ ପଟ୍ଟଚିତ୍ର ଥିବା ଖାଦ୍ୟ ପରଷିବା ସାମଗ୍ରୀ ଲଣ୍ଡନରେ ଷ୍ଟୋର ଗୁଡିକ ପର୍ଯ୍ୟନ୍ତ ପହଂଚାଇବା, ଉତର ପ୍ରଦେଶର ସମ୍ଭଲର ଅସ୍ଥି ଏବଂ ଶିଙ୍ଗରେ ପ୍ରସ୍ତୁତ କାରୁକାର୍ଯ୍ୟ ଦକ୍ଷିଣ ଆଫ୍ରିକାରେ, ମଣିପୁରର ଲଙ୍ଗପି କାନାଡାର ଷ୍ଟୋରଗୁଡିକରେ, ଚନ୍ନାପାଟନା ଖେଳନା ସିଙ୍ଗାପୁରରେ, ସାହାରନପୁରର ହାତଖୋଦେଇ କାଠର ସାଜସଜା ଉପକରଣ ମରିସସରେ, ଆଗ୍ରାର ହାତତିଆରି ସୋପଷ୍ଟୋନ ବର୍ଣ୍ଣର ବ୍ରିଟେନରେ ଏବଂ ଜୟପୁରର ପାରମ୍ପରିକ ଅଳଙ୍କାର ୟୁରୋପ, ଅଷ୍ଟ୍ରେଲିଆ, କାନାଡା, ଆମେରିକା ଏବଂ ଆଉ ଅଧିକ ରାଷ୍ଟ୍ରରେ ପହଂଚାଇବା ଭଳି ଅନେକ ଭାରତୀୟ କାରିଗରି ଉତ୍ପାଦ ଓ ସାମଗ୍ରୀକୁ ସମଗ୍ର ବିଶ୍ୱରେ ବଜାର ଅନୁସନ୍ଧାନ କରିବା ଦିଗରେ ସମର୍ଥ କରାଇଛି। ୬୦୦ରୁ ଅଧିକ ପଞ୍ଜିକୃତ ଅଣୁ, କ୍ଷୁଦ୍ର ଏବଂ ବୃହତ ପ୍ରସ୍ତୁତକାରୀ, କାରିଗର, ଉତ୍ପାଦନକାରୀ, ଏବଂ ରପ୍ତାନିକାରୀଙ୍କୁ ଏହାର ପ୍ଲାଟଫର୍ମରେ ସ୍ଥାନ ଦେଇଥିବା କଲାରାର ୫୦ରୁ ଅଧିକ ରାଷ୍ଟ୍ରରେ ହଜାର ହଜାର ସଂଖ୍ୟାରେ ପଞ୍ଜିକୃତ କ୍ରେତା ରହିଛନ୍ତି ଏବଂ ଏହା ଏକବର୍ଷରୁ କମ ସମୟ ମଧ୍ୟରେ ୪୦ରୁ ଅଧିକ ରାଷ୍ଟ୍ରକୁ ବି୨ବି ସାମଗ୍ରୀ ପରିବହନ କରିଛି। ବିଭିନ୍ନ ରାଷ୍ଟ୍ରରେ ଗ୍ରାହକଙ୍କ ଚାହିଦା, ଉତ୍ପାଦ ଏବଂ ମୂଲ୍ୟ ନିର୍ଦ୍ଧାରଣ ଧାରା ସମ୍ପର୍କରେ ବୁଝିବାକୁ ବିଭିନ୍ନ ତଥ୍ୟ ଏବଂ ପ୍ରଯୁକ୍ତିର ସମ୍ମିଶ୍ରଣକୁ ବ୍ୟବହାର କରି କଲାରା ଭାରତୀୟ କାରିଗରଙ୍କ ଦ୍ୱାରା ଉତ୍ପାଦଗୁଡିକର ବଜାରରେ ଗ୍ରହଣୀୟତା ଏବଂ ବିକ୍ରି ବୃଦ୍ଧି କରିବାକୁ ଉକ୍ତ ତଥ୍ୟ ପୁନଃ ଉତ୍ପାଦନକାରୀଙ୍କୁ ଅବଗତ କରାଉଛି। ରିଲାଏନ୍ସ ସମର୍ଥନରେ କଲାରା ଯୋଗାଣ ଶୃଙ୍ଖଳ, ମୂଳ ସ୍ଥାନରୁ ସଂଗ୍ରହ, ଉତ୍ପାଦର ବିକାଶ, ଆନ୍ତର୍ଜାତିକ ସହଭାଗିତା, ତଥ୍ୟ ବିଜ୍ଞାନ ଓ ପ୍ରଯୁକ୍ତି ଆଦି କ୍ଷେତ୍ରରେ ସଂହତିକୁ ସମନ୍ୱିତ କରୁଛି। ଏହା ହଜାର ହଜାର ସଂଖ୍ୟକ ଉତ୍ପାଦ ଏବଂ ସେଗୁଡିକୁ ବିମାନ ଓ ସମୁଦ୍ର ପଥରେ ପହଂଚାଇବା, ଚାହିଦା ମୁତାବକ ନିର୍ମାଣ, ନିର୍ଦ୍ଦିଷ୍ଟ ଗ୍ରାହକ ଚାହିଦା ଆଧାରରେ ଉତ୍ପାଦର ବିକାଶ, ଠିକଣା ସମୟ ବଜାୟ ରଖିବା ଏବଂ ବିବିଧ ବିଶ୍ୱସ୍ତରୀୟ ଅର୍ଥ ପୈଠ ବ୍ୟବସ୍ଥା ଆଦି କ୍ଷେତ୍ରରେ ଏମଓକ୍ୟୁ, ମୂଲ୍ୟ, ଅଗ୍ରଣୀ ସମୟ ଏବଂ ଯୋଗାଣ ଶୃଙ୍ଖଳ ଆବଶ୍ୟକତା ସମ୍ପର୍କରେ ଆକଳନ କରିବାର କ୍ଷମତା ରଖୁଥିବା ଏକ ଅନନ୍ୟ ବି୨ବି ବିଶ୍ୱବ୍ୟାପୀ ପ୍ରଯୁକ୍ତି ପ୍ଲାଟଫର୍ମ ନିର୍ମାଣ କରିଛି।
ବାଲେଶ୍ଵର: ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ଅଗ୍ନି-୫ର ପରୀକ୍ଷଣ ସଫଳତାର ସହିତ କରାଯାଇଛି। ଆଜି ଓଡିଶାର ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଏହାକୁ ସଫଳତାର ସହ ଉତକ୍ଷେପଣ କରାଯାଇଛି। ଭାରତ…
ଭୁବନେଶ୍ବର: ଓଡିଶାରେ ଜୁନିଅର ହକି ବିଶ୍ଵକପ ଆୟୋଜନ ହେବ। ଭୁବନେଶ୍ଵର କଳିଙ୍ଗ ଷ୍ଟାଡିୟମରେ ଏହି ଟୁର୍ଣ୍ଣାମେଣ୍ଟ ଖେଳାଯିବ। କୋଭିଡ କଟକଣା ଭିତରେ ଜୁନିଅର ହକି ବିଶ୍ଵକପ ଆୟୋଜନ…
ଭୁବନେଶ୍ୱର: ବୟନ ଶିଳ୍ପ କ୍ଷେତ୍ରରେ ଅପାର ସମ୍ଭାବନା ଥିବା ଓଡିଶା ରାଜ୍ୟରେ ପିଏମ୍ ମିତ୍ର ଯୋଜନାରେ ଏକ ଗ୍ରୀନ୍ ଫିଲ୍ଡ ମେଗା ଟେକ୍ସଟାଇଲ ପାର୍କ ପ୍ରତିଷ୍ଠା କରିବା…
ଭୁବନେଶ୍ବର: ଆଜି ରାଜ୍ୟରେ ୪୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ…
ଭୁବନେଶ୍ୱର: ଓଡ଼ିଶାରେ ସର୍ବାଧିକ ପସନ୍ଦଯୋଗ୍ୟ ଡିଜିଟାଲ ସେବା ଯୋଗାଣକାରୀ ଭାବରେ ନିଜର ଚମତ୍କାର ଯାତ୍ରା ଜାରି ରଖି ରିଲାଏନ୍ସ ଜିଓ ଏକମାତ୍ର ଅପରେଟର ଭାବରେ ଓଡ଼ିଶାରେ ଅଗଷ୍ଟ…
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ…
ଭୁବନେଶ୍ବର: ଆଜି ରାଜ୍ୟରେ ୪୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ…
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୭୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ…