Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୭୯୧ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୫୯ ଜଣ ଚିହ୍ନଟ ହୋଇଥିବା ବେଳେ ୩୩୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୪ ହଜାର ୬୪୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୮ ହଜାର ୪୧୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୨୫୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୯ ଟି ଜିଲ୍ଲାରୁ ୭୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୪୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୮ ଜଣ, ୮୪ ଜଣ, ଅନୁଗୁଳ ୧୭ ଜଣ, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୪୮ ଜଣ, ଭଦ୍ରକର ଜିଲ୍ଲାରୁ ୧୦ ଜଣ, ବଲାଙ୍ଗୀରିର ଜିଲ୍ଲାରୁ ୧୪ ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ, କଟକ ୪୬ ଜଣ, ଦେବଗଡ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୯ ଜଣ, ଗଞ୍ଜାମ ଜିଲ୍ଲାରୁ ୯ ଜଣ, ଯାଜପୁର ଜିଲ୍ଲାରୁ ୧୬ ଜଣ, ଝାରସୁଗୁଡା ଜିଲ୍ଲାରୁ ୩୧ ଜଣ, କଳାହାଣ୍ଡିରୁ ୩୮ ଜଣ, କନ୍ଧମାଳ ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୩୯ ଜଣ, କୋରାପୁଟ ଜିଲ୍ଲାରୁ ୯ ଜଣ, ମାଲକାନାଗିରି ଜିଲ୍ଲାରୁ ୨ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୨୪ ଜଣ, ନବରଂଗପୁର ଜିଲ୍ଲାରୁ ୨୩ ଜଣ, ନୟାଗଡ ଜିଲ୍ଲାରୁ ୭ ଜଣ, ନୂଆପଡା ଜିଲ୍ଲାରୁ ୩୧ ଜଣ, ପୁରୀ ଜିଲ୍ଲାରୁ ୪୩ ଜଣ, ରାୟଗଡା ଜିଲ୍ଲାରୁ ୧୪ ଜଣ, ସମ୍ବଲପୁର ଜିଲ୍ଲାରୁ ୪୫ ଜଣ, ସୋନପୁର ଜିଲ୍ଲାରୁ ୭ ଜଣ ଏବଂ ଷ୍ଟେଟ ପୁଲରୁ ୨୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୫୮୮ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୪୨ ଜଣ ଚିହ୍ନଟ ହୋଇଥିବା ବେଳେ ୨୪୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୩ ହଜାର ୮୫୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୮ ହଜାର ୧୫୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୭୩୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୫୭୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୦୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୮୪ ଜଣ, ଅନୁଗୁଳ ୫ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୩ ଜଣ, ବରଗଡ ଜିଲ୍ଲାରୁ ୨୧ ଜଣ, ଭଦ୍ରକର ଜିଲ୍ଲାରୁ ୯ ଜଣ, ବଲାଙ୍ଗୀରିର ଜିଲ୍ଲାରୁ ୧୧ ଜଣ, କଟକ ୩୦ ଜଣ, ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ ଜଣ, ଜଗତସିଂହପୁର ଜିଲ୍ଲାରୁ ୩ ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨୭ ଜଣ, ଯାଜପୁର ଜିଲ୍ଲାରୁ ୧୫ ଜଣ, ଝାରସୁଗୁଡା ଜିଲ୍ଲାରୁ ୩୧ ଜଣ, କଳାହାଣ୍ଡିରୁ ୬୪ ଜଣ, କନ୍ଧମାଳ ଜିଲ୍ଲାରୁ ୩ ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, କୋରାପୁଟ ଜିଲ୍ଲାରୁ ୯ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୯ ଜଣ, ନବରଂଗ ଜିଲ୍ଲାରୁ ୮ ଜଣ, ନୟାଗଡ ଜିଲ୍ଲାରୁ ୭ ଜଣ, ନୂଆପଡା ଜିଲ୍ଲାରୁ ୨୯ ଜଣ, ପୁରୀ ଜିଲ୍ଲାରୁ ୨୪ ଜଣ, ରାୟଗଡା ଜିଲ୍ଲାରୁ ୬ ଜଣ, ସମ୍ବଲପୁର ଜିଲ୍ଲାରୁ ୨୮ ଜଣ, ସୋନପୁର ଜିଲ୍ଲାରୁ ୧୧ ଜଣ ଏବଂ ଷ୍ଟେଟ ପୁଲରୁ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୧୫ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୨୧୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୪୬, କଟକରୁ ୨୦, ନୂଆପଡାରୁ ୨୦, କଳାହାଣ୍ଡିରୁ ୧୨, ସୁନ୍ଦରଗଡରୁ ୧୨, ସମ୍ବଲପୁରରୁ ୧୧, ଝାରସୁଗୁଡାରୁ ୧୦, ମୟୂରଭଞ୍ଜରୁ ୧୦, ବଲାଙ୍ଗୀରିରୁ ୯, ବରଗଡରୁ ୮, ବାଲେଶ୍ବରରୁ ୬, ଗଞ୍ଜାମରୁ ୬, ଯାଜପୁରରୁ ୫, କେନ୍ଦୁଝରରୁ ୫, ପୁରୀରୁ ୫, ବୌଦ୍ଧରୁ ୪, ଜଗତସିଂହପୁରରୁ ୪, ଅନୁଗୁଳରୁ ୩, ଢେଙ୍କାନାଳରୁ ୨, କେନ୍ଦ୍ରାପଡାରୁ ୨, କୋରାପୁଟରୁ ୨, ରାୟଗଡାରୁ ୧ ଏବଂ ଷ୍ଟେଟ ପୁଲରୁ ୧୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୮ ହଜାର ୧୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୩ ହଜାର ୨୬୮ କୁ ବୃଦ୍ଧି ହୋଇଛି। ତେବେ ୩ ହଜାର ୧୪୩ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୨୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୫୭୩ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୩୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୩୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୩ ହଜାର ୨୬୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୭ ହଜାର ୯୩୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୩୫୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୫୭୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୯୬ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୮୦ ଜଣ, ନୂଆପଡା ଜିଲ୍ଲାରୁ ୬୦ ଜଣ, ବରଗଡ ଜିଲ୍ଲାରୁ ୪୩ ଜଣ, ଝାରସୁଗୁଡ଼ା ୩୯ ଜଣ, ଅନୁଗୁଳ ୩୨ ଜଣ, କଟକ ୨୮ ଜଣ, କଳାହାଣ୍ଡିରୁ ୨୪ ଜଣ, ବଲାଙ୍ଗିର ୨୦ ଜଣ, ରାୟଗଡ଼ା ୧୬ ଜଣ, ମୟୂରଭଞ୍ଜ ୧୩ ଜଣ, ବାଲେଶ୍ବରରୁ ୧୧ ଜଣ, କେନ୍ଦୁଝର ଓ ଗଞ୍ଜାମରୁ ୮ ଜଣ ଲେଖାଏଁ , ନବରଙ୍ଗପୁର, ଭଦ୍ରକ, ଗଜପତି, କୋରାପୁଟରୁ ୩ ଜଣ ଲେଖାଏଁ, ସୋନପୁର ୨ ଜଣ, ନୟାଗଡ଼, କେନ୍ଦ୍ରାପଡ଼ା, କନ୍ଧମାଳ, ଦେବଗଡ଼ ଓ ବୌଦ୍ଧରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଦିନ ବେଳେ ଲାଗୁ ହେବ କର୍ଫ୍ୟୁ!: ବାଚସ୍ପତି ଡା. ସୂର୍ଯ୍ୟ ନାରାୟଣ ପାତ୍ର

ଭୁବନେଶ୍ବର: ରାଜ୍ୟରେ ଦିନ ବେଳେ କର୍ଫ୍ୟୁ ଲାଗୁ ହୋଇପାରେ। ଆଗାମୀ ୪ରୁ ୫ ଦିନ ମଧ୍ୟରେ ଦିନବେଳେ କର୍ଫ୍ୟୁ ଲାଗୁ ହୋଇପାରେ ବୋଲି ବାଚସ୍ପତି ଡା. ସୂର୍ଯ୍ୟ ନାରାୟଣ ପାତ୍ର କହିଛନ୍ତି। ଏହା ଉପରେ ମୁଖ୍ୟମନ୍ତ୍ରୀ ଅନୁଧ୍ୟାନ କରୁଛନ୍ତି ବୋଲି ବାଚସ୍ପତି କହିଛନ୍ତି। ରାଜ୍ୟରେ କରୋନା ସଂକ୍ରମଣ ବାଢୁଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇପାରେ ବୋଲି ବାଚସ୍ପତି ପ୍ରକାଶ କରିଛନ୍ତି। ତେବେ କରୋନା କଟକଣାକୁ ମାନିବା ସହ ଏନେଇ ସଚେତନ ରହିବା ଆବଶ୍ୟକ ବୋଲି ବାଚସ୍ପତି ପରାମର୍ଶ ଦେଇଛନ୍ତି।

ଉଲ୍ଲେଖ ଯୋଗ୍ୟ ଯେ, ଦିନକୁ ଦିନ ଓଡିଶାରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଆଜି ରାଜ୍ୟର ୨୭ ଟି ଜିଲ୍ଲାରୁ ୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୨ ହଜାର ୬୯୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୭ ହଜାର ୬୩୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୦୮୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର

୧୪ ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ: ଆଗାମୀ ଦୁଇ ଦିନରେ ହେବ ବର୍ଷା ସହ ବଜ୍ରପାତ

ଭୁବନେଶ୍ୱର: ରାଜ୍ୟର ୧୪ ଟି ଜିଲ୍ଲାରେ ଆଗାମୀ ଦୁଇ ଦିନ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଯାହାଫଳରେ ତାପମାତ୍ରାରେ ହ୍ରାସ ହେବ ଏବଂ ଲୋକଙ୍କୁ ଗରମରୁ ରକ୍ଷା ମିଳିବ।

ଗତ ଦୁଇ ଦିନ ହେଲା ରାଜ୍ୟର କିଛି ଅଞ୍ଚଳରେ ବର୍ଷା କାରଣରୁ ଅସହ୍ୟ ତାତିରୁ ଲୋକଙ୍କୁ ମୁକ୍ତି ମିଳିଛି। ଗତକାଲି ଫୁଲବାଣୀ, ଦାରିଙ୍ଗ ବାଡି, କେନ୍ଦୁଝର, ବୌଦ୍ଧରେ ବର୍ଷା ହୋଇଥିବା ବେଳେ ଗଜପତି, ଗଞ୍ଜାମ, କୋରାପୁଟ, ନୟାଗଡ, ଖୋର୍ଦ୍ଧା, କଟକ ଏବଂ ଯାଜପୁରର କିଛି ଅଞ୍ଚଳରେ ଝାଡା ତୋଫାନ ହୋଇଥିବାର ସୁଚନା ରହିଛି।

ତେବେ ଆଗାମୀ ଦୁଇ ଦିନ ତଥା ୪ ତାରିଖ ଏବଂ ୫ ତାରିଖରେ ଅନୁଗୁଳ, ବାଲେଶ୍ଵର, ଭଦ୍ରକ, କଟକ, ଢେଙ୍କାନାଳ, ଗଜପତି, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡା, ଖୋର୍ଦ୍ଧା, ନୟାଗଡ ଓ ପୁରୀର କିଛି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବ ବୋଲି ଅନୁମାନ କରାଯାଇଛି। ଏଥିପାଇଁ ଏହି ଅଞ୍ଚଳଗୁଡିକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୪୭୧ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୭୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୯୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୨ ହଜାର ୬୯୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୭ ହଜାର ୬୩୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୦୮୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୭ ଟି ଜିଲ୍ଲାରୁ ୪୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୮୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୫୦ ଜଣ, ନୂଆପଡା ଜିଲ୍ଲାରୁ ୪୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୦ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩୬ ଜଣ, ଅନୁଗୁଳ ଜିଲ୍ଲାରୁ ୧୦ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୫ ଜଣ, ବରଗଡ ଜିଲ୍ଲାରୁ ୫ ଜଣ, ଭଦ୍ରକ ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୧୯, ଝାରସୁଗୁଡା ଜିଲ୍ଲାରୁ ୧୭, ବଲାଙ୍ଗୀରି ଜିଲ୍ଲାରୁ ୧୫ ଜଣ, କଟକରୁ ୨୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୧ ଜଣ, ଝାରସୁଗୁଡା ଜିଲ୍ଲାରୁ ୨୩ ଜଣ, କନ୍ଧମାଳ ଜିଲ୍ଲାରୁ ୩ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୩ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, କୋରାପୁଟ ଜିଲ୍ଲାରୁ ୭ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୬ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୭ ଜଣ, ନୟାଗଡ ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୧୪ ଜଣ, ରାୟଗଡା ଜିଲ୍ଲାରୁ ୮ ଜଣ, ସମ୍ବଲପୁର ଜିଲ୍ଲାରୁ ୨୭ ଜଣ, ସୋନପୁର ଜିଲ୍ଲାରୁ ୨ ଜଣ ଏବଂ ଷ୍ଟେଟ ପୁଲରୁ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୦୫ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୨୦୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୨, ସୁନ୍ଦରଗଡରୁ ୨୭, ନୂଆପଡ଼ାରୁ ୨୩, କଟକରୁ ୧୯, ବଲାଙ୍ଗୀରିରୁ ୧୫, ବାଲେଶ୍ବରରୁ ୧୧, ଢେଙ୍କାନାଳରୁ ୧୦, ସମ୍ବଲପୁରରୁ ୧୦, ଗଞ୍ଜାମରୁ ୭, ଅନୁଗୁଳରୁ ୬, ମୟୂରଭଞ୍ଜରୁ ୫, ପୁରୀରୁ ୫, ଯାଜପୁରରୁ ୪, କଳାହାଣ୍ଡିରୁ ୨, କୋରାପୁଟରୁ ୨, ନୟାଗଡରୁ ୨, ଜଗତସିଂହପୁରରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୧, ରାୟଗଡ଼ାରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୭ ହଜାର ୬୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୨ ହଜାର ୨୨୪ କୁ ବୃଦ୍ଧି ହୋଇଛି। ତେବେ ୨୬୧୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୨୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୪୫୨ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୬୭ ଜଣ ଚିହ୍ନଟ ହୋଇଥିବା ବେଳେ ୧୮୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୨ ହଜାର ୨୨୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୭ ହଜାର ୪୩୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୮୨୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୮ ଟି ଜିଲ୍ଲାରୁ ୪୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୭୭ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭୫ ଜଣ, ନୂଆପଡା ଜିଲ୍ଲାରୁ ୭୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୨୯ ଜଣ, କଟକରୁ ୨୬ ଜଣ, ବରଗଡ ଜିଲ୍ଲାରୁ ୧୯, ଝାରସୁଗୁଡା ଜିଲ୍ଲାରୁ ୧୭, ବଲାଙ୍ଗୀରି ଜିଲ୍ଲାରୁ ୧୫ ଜଣ, ଗଞ୍ଜାମ ଜିଲ୍ଲାରୁ ୧୩ ଜଣ, ଅନୁଗୁଳ ଜିଲ୍ଲାରୁ ୧୨ ଜଣ, ପୁରୀ ଜିଲ୍ଲାରୁ ୧୧ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୦ ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ନବରଙ୍ଗପୁର ଜିଲ୍ଲାରୁ ୮ ଜଣ, ବାଲେଶ୍ଵର ଜିଲ୍ଲାରୁ ୫ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, ଦେବଗଡ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୪ ଜଣ, ଜଗତସିଂହପୁରରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ୩ ଜଣ, କୋରାପୁଟ ଜିଲ୍ଲାରୁ ୨ ଜଣ, ମାଲକାନାଗିରି ଜିଲ୍ଲାରୁ ୨ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ରାୟଗଡା ଜିଲ୍ଲାରୁ ୫ ଜଣ ଏବଂ ଷ୍ଟେଟ ପୁଲରୁ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରୁ ସୁସ୍ଥ ହେଲେ ଆଉ ୨୧୮ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୨୧୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ନୂଆପଡ଼ାରୁ ୪୮, କଟକରୁ ୨୩। ଖୋର୍ଦ୍ଧାରୁ ୨୩, ସୁନ୍ଦରଗଡରୁ ୨୨, ବଲାଙ୍ଗୀରିରୁ ୨୦, ରାୟଗଡାରୁ ୧୦,  ମୟୂରଭଞ୍ଜରୁ ୯, କଳାହାଣ୍ଡିରୁ ୮, କଳାହାଣ୍ଡିରୁ ୮, ସମ୍ବଲପୁରରୁ ୮, ବାଲେଶ୍ବରରୁ ୭, ଭଦ୍ରକରୁ ୫, ଗଞ୍ଜାମରୁ ୫, ଯାଜପୁରରୁ ୫, ପୁରୀରୁ ୫, ଅନୁଗୁଳରୁ ୨, ବରଗଡରୁ ୨, ଜଗତସିଂହପୁରରୁ ୨, କେନ୍ଦୁଝରରୁ ୨, ଦେବଗଡରୁ ୧, ଢେଙ୍କାନାଳରୁ ୧, ଗଜପତିରୁ ୧, ଝାରସୁଗୁଡାରୁ ୧, କେନ୍ଦ୍ରାପଡାରୁ ୧, ନବରଙ୍ଗପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୭ ହଜାର ୪୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୧ ହଜାର ୭୭୨ କୁ ବୃଦ୍ଧି ହୋଇଛି। ତେବେ ୨୩୬୮ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୨୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ କାଳବୈଶାଖୀ ଓ ଘୂର୍ଣ୍ଣିଝଡ଼ ସତର୍କ ସୂଚନା: ୫ ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ କାଳବୈଶାଖୀ ଓ ଘୂର୍ଣ୍ଣିଝଡ଼ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୫ ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଆଗାମୀ ୩ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ରହିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ସେଥିପାଇଁ , ଖୋର୍ଦ୍ଧା, ଗଜପତି, ଗଞ୍ଜାମ, କନ୍ଧମାଳ ଏବଂ ନୟାଗଡ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

ତେବେ ଆଜି ରାଜଧାନୀର ତାପମାତ୍ରାରେ ହ୍ରାସ ପାଇ ୩୮.୨ ଡିଗ୍ରୀରେ ପହଞ୍ଚିଥିବା ବେଳେ ଆଗାମୀ ୩ ଦିନରେ ଅସହ୍ୟ ତାତିରୁ ଲୋକଙ୍କୁ ଆଶ୍ଵସ୍ତି ମିଳିବ ବୋଲି ଅନୁମାନ କରାଯାଉଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୪୬୧ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୭୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୮୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୧ ହଜାର ୭୭୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୭ ହଜାର ୨୧୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୫୮୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୪୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ନୂଆପଡା ଜିଲ୍ଲାରୁ ୮୬ ଜଣ,  ଖୋର୍ଦ୍ଧା ଜିଲ୍ଲାରୁ ୬୯ ଜଣ, ଅନୁଗୁଳ ଜିଲ୍ଲାରୁ ୨୭ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୬ ଜଣ, ବରଗଡ ଜିଲ୍ଲାରୁ ୩୨ ଜଣ, ଭଦ୍ରକ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୨୨ ଜଣ, ଗଞ୍ଜାମ ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୧୩ ଜଣ, ଝାରସୁଗୁଡା ଜିଲ୍ଲାରୁ ୧୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୩୬ ଜଣ, କନ୍ଧମାଳ ଜିଲ୍ଲାରୁ ୪ ଜଣ, କେନ୍ଦ୍ରପଡା ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, କୋରାପୁଟ ଜିଲ୍ଲାରୁ ୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୯ ଜଣ, ରାୟଗଡା ଜିଲ୍ଲାରୁ ୭ ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ ଜଣ, ସୋନପୁର ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬୨ ଜଣ ଏବଂ ଷ୍ଟେଟ ପୁଲରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୨୦, କଟକରୁ ୧୮, ଖୋର୍ଦ୍ଧାରୁ ୧୫, ମୟୂରଭଞ୍ଜରୁ ୮, କଳାହାଣ୍ଡିରୁ ୭, ଝାରସୁଗୁଡାରୁ ୬, ଅନୁଗୁଳରୁ ୫, ଯାଜପୁରରୁ ୫, ବଲାଙ୍ଗୀରିରୁ ୪, ଜଗତସିଂହପୁରରୁ ୪, ସମ୍ବଲପୁରରୁ ୪, କେନ୍ଦ୍ରାପଡାରୁ ୩, ବାଲେଶ୍ବରରୁ ୨, ଗଞ୍ଜାମରୁ ୨, ନୂଆପଡାରୁ ୨, ରାୟଗଡାରୁ ୨, ବରଗଡରୁ ୧, ଗଜପତିରୁ ୧ ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୭ ହଜାର ୨୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୧ ହଜାର ୩୧୧ କୁ ବୃଦ୍ଧି ହୋଇଛି। ତେବେ ୨୧୨୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୨୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତା ୨୪ ଘଣ୍ଟାରେ ଗ୍ରୀଷ୍ମ ପ୍ରବାହ ଅଧିକ ଅନୁଭୂତ ହେବ: ୧୬ ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର: ଓଡିଶାରେ ଅସହ୍ୟ ତାତି ଯୋଗୁଁ ଲୋକେ ହନ୍ତସନ୍ତ ହେଉଛନ୍ତି। ଆସନ୍ତା ୨୪ ଘଣ୍ଟାରେ ଗ୍ରୀଷ୍ମ ପ୍ରବାହ ଅଧିକ ଅନୁଭୂତ ହେବ। ପାଣି ପାଗ ବିଭାଗ ପକ୍ଷରୁ ୧୬ ଟି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି। ଅନୁଗୋଳ, ବାଲେଶ୍ବର, ବଲାଙ୍ଗୀର, ଭଦ୍ରକ, ବୌଦ୍ଧ, କଟକ, ଦେବଗଡ, ଢେଙ୍କାନାଳ, ଯାଜପୁର, କନ୍ଧମାଳ , କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ, ନୂଆପଡା, ସମ୍ବଲପୁର, ସୋନପୁର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ।

ତେବେ ଶୁକ୍ରବାରଠାରୁ ୩ ରୁ ୪ ଡିଗ୍ରୀ ତାପମାତ୍ରା କମିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହାସହିତ ୨ ତାରିଖରୁ ୫ ତାରିଖ ମଧ୍ୟରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହା ଫଳରେ ତାତିରୁ ସାମାନ୍ୟ ଆଶ୍ବସ୍ଥି ମିଳିବ ବୋଲି ଆଶଙ୍କା କରାଯାଉଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୩୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୩୧ ଜଣ ଚିହ୍ନଟ ହୋଇଥିବା ବେଳେ ୧୬୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୧ ହଜାର ୩୧୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୭ ହଜାର ୯୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୨୪୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୫ ଟି ଜିଲ୍ଲାରୁ ୩୯୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧାଜିଲ୍ଲାରୁ ୭୦ ଜଣ, ଅନୁଗୁଳ ଜିଲ୍ଲାରୁ ୨୪ ଜଣ, ବାଲେଶ୍ଵର ଜିଲ୍ଲାରୁ ୫ ଜଣ, ବରଗଡ ଜିଲ୍ଲାରୁ ୩୪ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧୦ ଜଣ, କଟକ ଜିଲ୍ଲାରୁ ୨୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ ଜଣ, ଗଞ୍ଜାମ ଜିଲ୍ଲାରୁ ୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୭ ଜଣ, ଝାରସୁଗୁଡା ଜିଲ୍ଲାରୁ ୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୪୩ ଜଣ,କେନ୍ଦ୍ରପଡା ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ୩ ଜଣ, କୋରାପୁଟ ଜିଲ୍ଲାରୁ ୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୯ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ୪୦ ଜଣ, ପୁରୀ ଜିଲ୍ଲାରୁ ୧୨ ଜଣ, ରାୟଗଡା ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ ଜଣ, ସୋନପୁର ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୩୧ ଜଣ ଏବଂ ଷ୍ଟେଟ ପୁଲରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୬୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୬୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୫, କଟକରୁ ୨୫, ନୂଆପଡାରୁ ୨୨, ସୁନ୍ଦରଗଡରୁ ୧୨, ମୟୂରଭଞ୍ଜରୁ ୧୧, ଗଞ୍ଜାମରୁ ୬, ବାଲେଶ୍ବରରୁ ୪, ଜଗତସିଂହପୁରରୁ ୪, ଯାଜପୁରରୁ ୪, ରାୟଗଡାରୁ ୪, ଅନୁଗୁଳରୁ ୩, ବରଗଡରୁ ୩, ଦେବଗଡ଼ରୁ ୩, ଝାରସୁଗୁଡାରୁ ୨, କଳାହାଣ୍ଡିରୁ ୨, କୋରାପୁଟରୁ ୨, ପୁରୀରୁ ୨, ସୋନପୁରରୁ ୨, କେନ୍ଦ୍ରାପଡାରୁ ୧, କେନ୍ଦୁଝରରୁ ୧, ନବରଙ୍ଗପୁରରୁ ୧, ସମ୍ବଲପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୭ ହଜାର ୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୯୧୭ କୁ ବୃଦ୍ଧି ହୋଇଛି। ତେବେ ୧୮୫୨ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୨୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୨୯ କରୋନା ଆକ୍ରାନ୍ତ: ସୁସ୍ଥ ହେଲେ ୧୫ ଜଣ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୨୯ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୨୭ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ ହଜାର ୪୫୦ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୧ ହଜାର ୯୦୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୭୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୨୯୭ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୨୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୭୪ ଜଣ ଚିହ୍ନଟ ହୋଇଥିବା ବେଳେ ୧୨୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୯୧୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୬ ହଜାର ୯୩୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୦୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୨୯୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ କଳାହାଣ୍ଡି ଜିଲ୍ଲାରୁ ୫୭ ଜଣ, ଅନୁଗୁଳ ଜିଲ୍ଲାରୁ ୯ ଜଣ, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୧୮ ଜଣ, ଭଦ୍ରକ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୧୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୫ ଜଣ, କେନ୍ଦ୍ରପଡା ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩ ଜଣ, କୋରାପୁଟ ଜିଲ୍ଲାରୁ ୫ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୭ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ ଜଣ, ନୟାଗଡ ଜିଲ୍ଲାରୁ ୨ ଜଣ, ନୂଆପଡା ଜିଲ୍ଲାରୁ ୩୧ ଜଣ, ପୁରୀ ଜିଲ୍ଲାରୁ ୬ ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ ଜଣ, ସୋନପୁର ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୩୮ ଜଣ ଏବଂ ଷ୍ଟେଟ ପୁଲରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ: ୨୦ ଟି ଜିଲ୍ଲାକୁ ସତର୍କ କରାଇଲେ ସ୍ଵତନ୍ତ୍ର ରିଲିଫ କମିଶନର

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଧୀରେ ଧୀରେ ବଢି ଚାଲିଛି। ତେଣୁ ଏହାକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗ ଅନୁଯାୟୀ, ଆସନ୍ତା ଦୁଇ ଦିନ ମଧ୍ୟରେ ଦିନର ତାପମାତ୍ରାରେ ୨ ଡିଗ୍ରୀ ବୃଦ୍ଧି ପାଇବ। ଏହି ଗ୍ରୀଷ୍ମ ପ୍ରବାହକୁ ନେଇ ଆସନ୍ତା ୨ ତାରିଖ ଯାଏଁ ୨୦ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନୁଗୁଳ, ବାଲେଶ୍ଵର, ବରଗଡ଼, ବଲାଙ୍ଗୀରି, ଭଦ୍ରକ, ବୌଦ୍ଧ, କଟକ, ଦେବଗଡ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, କଳାହାଣ୍ଡି, ଖୋର୍ଦ୍ଧା, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ, ନୂଆପଡା, ସମ୍ବଲପୁର, ସୁନ୍ଦରଗଡ ଏବଂ ସୋନପୁର ଜିଲ୍ଲାଗୁଡିକୁ ସତର୍କ ସୂଚନା ଦିଆଯାଇଛି। ତେବେ ଏହି ସବୁ ପ୍ରଭାବିତ ଜିଲ୍ଲାଗୁଡିକର ଜିଲ୍ଲାପାଳମାନଙ୍କୁ ସ୍ଵତନ୍ତ୍ର ରିଲିଫ କମିଶନର ସତର୍କ କରାଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ କଟକରୁ ୧୭, ବଲାଙ୍ଗୀରିରୁ ୧୬, ମୟୂରଭଞ୍ଜରୁ ୧୩, ଝାରସୁଗୁଡାରୁ ୧୦, କଟକରୁ ୯, ସୁନ୍ଦରଗଡରୁ ୭, ଭଦ୍ରକରୁ ୬, ପୁରୀରୁ ୫, ଅନୁଗୁଳରୁ ୪, ବାଲେଶ୍ବରରୁ ୪, ଯାଜପୁରରୁ ୪, ନୂଆପଡ଼ାରୁ ୪, ଗଞ୍ଜାମରୁ ୩, ନବରଙ୍ଗପୁରରୁ ୩, ଢେଙ୍କାନାଳରୁ ୨, କେନ୍ଦୁଝରରୁ ୨, ସମ୍ବଲପୁରରୁ ୨, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୧ ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୬ ହଜାର ୯୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୬୨୦ କୁ ବୃଦ୍ଧି ହୋଇଛି। ତେବେ ୧୭୧୬ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୨୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ୧୭ ଲକ୍ଷ ଟୀକା ମହଜୁଦ: ଟୀକାଦାନ ପ୍ରକ୍ରିୟାରେ ପଛରେ ଅଛି ୯ ଟି ଜିଲ୍ଲା

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପାଖରେ ଏବେ ୧୭ ଲକ୍ଷ ଟୀକା ମହଜୁଦ ଅଛି। ମୋଟ ୪୦ ଲକ୍ଷ ଟୀକା ଆସିଥିଲା। ସେଥିରୁ ୨୩ ଲକ୍ଷ ଟୀକା ଲୋକଙ୍କୁ ଦିଆଯାଇଛି। ଆସନ୍ତା ୧ ତାରିଖରୁ ଦୈନିକ ୧ ଲକ୍ଷ ଟୀକା ଦିଆଯିବ ବୋଲି ଲକ୍ଷ୍ୟ ରଖାଯାଇଛି। ଏପ୍ରିଲ ୨ ତାରିଖରେ ରାଜ୍ୟକୁ ଆଉ ୯ ଲକ୍ଷ ୮୮ ହଜାର ୨୫୦ ଟୀକା ମିଳିବ। ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି।

କିନ୍ତୁ ରାଜ୍ୟରେ ଏବେ ଟୀକାଦାନ ପ୍ରକ୍ରିୟାରେ ୯ ଟି ଜିଲ୍ଲା ପଛରେ ଅଛି। ଅନୁଗୁଳ, ବରଗଡ, ବଲାଙ୍ଗୀରି, କଳାହାଣ୍ଡି, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡା, ସୁନ୍ଦରଗଡ ଏବଂ ସୋନପୁର ଟୀକାଦାନ ପ୍ରକ୍ରିୟାରେ ପଛରେ ଅଛି ବୋଲି ନିର୍ଦ୍ଦେଶକ କହିଛନ୍ତି।

ହେଲେ ଆମ ରାଜ୍ୟର  କରୋନା ଟୀକାକରଣ ପ୍ରକ୍ରିୟା ଭଲ ସ୍ଥିତିରେ ଅଛି। ଅନ୍ୟ ରାଜ୍ୟ ଅପେକ୍ଷା ଟୀକା ନଷ୍ଟ ହେବା ହାରରେ ଓଡିଶା ପଛରେ ଅଛି। ଅନ୍ୟ ରାଜ୍ୟରେ ୧୦% ଟୀକା ନଷ୍ଟ ହେଉଥିବା ବେଳେ ଓଡିଶାରେ ମାତ୍ର ୦.୨% ଟୀକା ନଷ୍ଟ ହେଉଛି ବୋଲି ଶ୍ରୀ ପାଣିଗ୍ରାହୀ ସ୍ପଷ୍ଟ କରିଛନ୍ତି।