Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୯୨ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୪ ଜଣ ଚିହ୍ନଟ ହୋଇଥିବାବେଳେ ୩୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୮୮୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୧୩୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୮୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୯ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୧ ଟି ଜିଲ୍ଲାରୁ ମୋଟ୍‌ ୧୦୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ବରଗଡ ଜିଲ୍ଲାରୁ ୧୪ ଜଣ, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨, କଟକ ଜିଲ୍ଲାରୁ ୯, ବୌଦ୍ଧ ଜିଲ୍ଲାରୁ ୨, ଦେବଗଡ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୩, ଝାରସୁଗୁଡା ଜିଲ୍ଲାରୁ ୪, କଳାହାଣ୍ଡି ଜିଲ୍ଲାରୁ ୪, କେନ୍ଦୁଝର ଜିଲ୍ଲାରୁ ୬, ଖୋର୍ଦ୍ଧା ଜିଲ୍ଲାରୁ ୬, କେନ୍ଦୁଝର ଜିଲ୍ଲାରୁ ୬, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୭, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୮ ଜଣ ଏବଂ ସୋନପୁର ଜିଲ୍ଲାରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୦୫ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୧୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୬୩ ଜଣ ଚିହ୍ନଟ ହୋଇଥିବାବେଳେ ୪୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୭୯୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୩ ହଜାର ୩୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୦୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୯ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୨ ଟି ଜିଲ୍ଲାରୁ ମୋଟ୍‌ ୧୦୫ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୪ ଜଣ, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୩ ଜଣ, ବରଗଡ ଜିଲ୍ଲାରୁ ୫ ଜଣ, ଭଦ୍ରକ ଜିଲ୍ଲାରୁ ୫, ବଲାଙ୍ଗୀରି ଜିଲ୍ଲାରୁ ୩, କଟକ ଜିଲ୍ଲାରୁ ୧୩, ଗଞ୍ଜାମ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୧,  ଯାଜପୁର ଜିଲ୍ଲାରୁ ୪, ଝାରସୁଗୁଡା ଜିଲ୍ଲାରୁ ୫, କନ୍ଧମାଳ ଜିଲ୍ଲାରୁ ୩, କେନ୍ଦ୍ରାପଡା ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୪, ଖୋର୍ଦ୍ଧା ଜିଲ୍ଲାରୁ ୧୩, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୫, ନୂଆପଡା ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୭, ରାୟଗଡା ଜିଲ୍ଲାରୁ ୩, ସମ୍ବଲପୁର ଜିଲ୍ଲାରୁ ୩ ଜଣ, ସୋନପୁର ଜିଲ୍ଲାରୁ ୧ ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୧୨, ବାଲେଶ୍ବରରୁ ୯, କଟକରୁ ୯, ବରଗଡରୁ ୮, ପୁରୀରୁ ୭, ସମ୍ବଲପୁରରୁ ୭, ଯାଜପୁରରୁ ୬, ମୟୂରଭଞ୍ଜରୁ ୫, କେନ୍ଦ୍ରାପଡ଼ାରୁ ୩, ଖୋର୍ଦ୍ଧାରୁ ୩, ନୂଆପଡ଼ାରୁ ୩, ରାୟଗଡ଼ାରୁ ୩, ଗଜପତିରୁ ୨, ଜଗତସିଂହପୁରରୁ ୨, ବଲାଙ୍ଗୀରିରୁ ୧, ଗଞ୍ଜାମରୁ ୧, ଝାରସୁଗୁଡ଼ାରୁ ୧ ଏବଂ କଳାହାଣ୍ଡିରୁ ଜଣେ ଜଣେ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୩୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୬୯୨ କୁ ବୃଦ୍ଧି ହୋଇଛି। ତେବେ ୬୯୮ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୭୨ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୪ ଜଣ ଚିହ୍ନଟ ହୋଇଥିବାବେଳେ ୨୮ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୬୯୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୨ ହଜାର ୯୪୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୮୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୮ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୯ ଟି ଜିଲ୍ଲାରୁ ମୋଟ୍‌ ୭୨ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୧ ଜଣ, ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୬ ଜଣ, ଭଦ୍ରକ ଜିଲ୍ଲାରୁ ୧, ବଲାଙ୍ଗୀରି ଜିଲ୍ଲାରୁ ୨, କଟକ ଜିଲ୍ଲାରୁ ୪, ଦେବଗଡ ଜିଲ୍ଲାରୁ ୨, ଢେଙ୍କାନାଳ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୧,  ଯାଜପୁର ଜିଲ୍ଲାରୁ ୩, ଝାରସୁଗୁଡା ଜିଲ୍ଲାରୁ ୬, ଖୋର୍ଦ୍ଧା ଜିଲ୍ଲାରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୭, ନୂଆପଡା ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୮, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୨ ଜଣ, ସୋନପୁର ଜିଲ୍ଲାରୁ ୧ ଏବଂ ଷ୍ଟେଟ ପୁଲରୁ ଜଣେ  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୮, ସୁନ୍ଦରଗଡରୁ ୯, ଅନୁଗୁଳରୁ ୮, ପୁରୀରୁ ୮, ଯାଜପୁରରୁ ୭, ନୂଆପଡ଼ାରୁ ୭, ଝାରସୁଗୁଡ଼ାରୁ ୫, ରାୟଗଡ଼ାରୁ ୫, ବାଲେଶ୍ବରରୁ ୪, କଟକରୁ ୪, ଦେବଗଡ଼ରୁ ୪, କେନ୍ଦ୍ରାପଡ଼ାରୁ ୪, ଭଦ୍ରକରୁ ୩, ବଲାଙ୍ଗୀରିରୁ ୩, ଗଞ୍ଜାମରୁ ୩, ବରଗଡରୁ ୨, ମାଲକାନାଗିରିରୁ ୨, ମୟୂରଭଞ୍ଜରୁ ୨, ସୋନପୁରରୁ ୨, ବୌଦ୍ଧରୁ ୧, ଗଜପତିରୁ ୧, କଳାହାଣ୍ଡିରୁ ୧, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ଜଣେ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୯୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୬୨୦ କୁ ବୃଦ୍ଧି ହୋଇଛି। ତେବେ ୭୧୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୭୨ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୩ ଜଣ ଚିହ୍ନଟ ହୋଇଥିବାବେଳେ ୨୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୬୨୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୨ ହଜାର ୮୪୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୧୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୮ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୮ ଟି ଜିଲ୍ଲାରୁ ମୋଟ୍‌ ୭୨ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୪ ଜଣ, ଅନୁଗୁଳ ଜିଲ୍ଲାରୁ ୧୦, ବାଲେଶ୍ଵର ଜିଲ୍ଲାରୁ ୫ ଜଣ, ବରଗଡ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୫, ଦେବଗଡ ଜିଲ୍ଲାରୁ ୧,  ଗଜପତି ଜିଲ୍ଲାରୁ ୨, ଗଞ୍ଜାମ ଜିଲ୍ଲାରୁ ୪, ଯାଜପୁର ଜିଲ୍ଲାରୁ ୩, ଝାରସୁଗୁଡା ଜିଲ୍ଲାରୁ ୭, କଳାହାଣ୍ଡି ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୪, ନବରଙ୍ଗପୁର ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୩, ସମ୍ବଲପୁର ଜିଲ୍ଲାରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ୨୪ ଘଣ୍ଟାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ: ମୋଟ ସଂଖ୍ୟା ୧୯୦୮କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ୨୪ ଘଣ୍ଟାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହି ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କୋରୋନଜନିତ ମୃତ୍ୟୁ ସଂଖ୍ୟା ୧୯୦୮କୁ ବୃଦ୍ଧି ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ଟୁଇଟ ମାଧ୍ୟମରେ ସୂଚନା ଦେଇଛି। କଟକ ଜିଲ୍ଲାର ୮୩ ବର୍ଷିୟ ପୁରୁଷଙ୍କ ଏହି କରୋନା ରୋଗରେ ମୃତ୍ୟୁ ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୯୭ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୮ ଜଣ ଚିହ୍ନଟ ହୋଇଥିବାବେଳେ ୩୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୪୬୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୨ ହଜାର ୬୧୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୯୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୧ ଟି ଜିଲ୍ଲାରୁ ମୋଟ୍‌ ୯୭ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ ଜିଲ୍ଲାରୁ ଏବଂ କଟକ ଜିଲ୍ଲାରୁ ୧୬ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୫, ବାଲେଶ୍ଵର ଜିଲ୍ଲାରୁ ୨ ଜଣ, ବରଗଡ ଜିଲ୍ଲାରୁ ୧୨ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୩, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୬, ଝାରସୁଗୁଡା ଜିଲ୍ଲାରୁ ୪, କଳାହାଣ୍ଡି ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୬, ମୟୂରଭଞ୍ଜ ଜିଲ୍ଲାରୁ ୪, ନୂଆପଡା ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୩, ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୨, ଏବଂ ଷ୍ଟେଟ ଅଫ ପୁଲରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୮୭ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୧ ଜଣ ଚିହ୍ନଟ ହୋଇଥିବାବେଳେ ୩୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୩୬୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୨ ହଜାର ୪୯୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯୧୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୮ ଟି ଜିଲ୍ଲାରୁ ମୋଟ୍‌ ୮୭ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ ଜିଲ୍ଲାରୁ ୨୬ ଜଣ, ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ଵର ଜିଲ୍ଲାରୁ ୧ ଜଣ, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୬, ଦେବଗଡ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁରା ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୨, ଝାରସୁଗୁଡା ଜିଲ୍ଲାରୁ ୩, କେନ୍ଦୁଝର ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୭, କୋରାପୁଟ ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୯, ପୁରୀ ଜିଲ୍ଲାରୁ ୮, ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୬, ଏବଂ ଷ୍ଟେଟ ଅଫ ପୁଲରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ରେଳ ବଜେଟରେ ଓଡିଶା ପାଇଁ ୫ ହଜାର ୫୨୮ କୋଟି ଟଙ୍କା ବ୍ୟୟ ବରାଦ

ନୂଆଦିଲ୍ଲୀ: ରେଳ ବଜେଟରେ ଓଡ଼ିଶା ପାଇଁ ୫ ହଜାର ୫୨୮ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି। ଏନେଇ କେନ୍ଦ୍ର ରେଳ ମନ୍ତ୍ରୀ ପୀୟୂଷ ଗୋଏଲ ଟୁଇଟ କରି ସୂଚନା ଦେଇଛନ୍ତି। ୨୦୦୯-୧୪ ମଧ୍ୟରେ ହାରାହାରି ୮୩୮ ଟଙ୍କା ଓଡ଼ିଶାକୁ ଆସିଛି। ୨୦୨୧-୨୨ ରେଳ ବଜେଟରେ ଓଡିଶା ପାଇଁ ଅନୁଦାନ ହାର ୫୬୦% କୁ ବୃଦ୍ଧି ପାଇଥିବା ନେଇ କେନ୍ଦ୍ର ରେଳମନ୍ତ୍ରୀ ସୂଚନା ଦେଇଛନ୍ତି।

ନୂଆ ରେଳପଥ, ଗେଜ ପରିବର୍ତ୍ତନ, ଦୋହରିକରଣ ଭଳି ଓଡିଶାରେ ୩୯ ଟି ପ୍ରକଳ୍ପ ପାଇଁ ଏହି ବ୍ୟୟ ଅଟକଳ କରାଯାଇଛି। ୩୯ ଟି ପ୍ରକଳ୍ପରେ ୪୮୭୭ କିମି ପାଇଁ ୬୧ ହଜାର ୯୪୯ କୋଟି ଟଙ୍କା ଖର୍ଚ୍ଚ ହେବ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨୨ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୨୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦରଗଡରୁ ୩୨, ନୂଆପଡ଼ାରୁ ୧୯, ଯାଜପୁରରୁ ୧୦, ସମ୍ବଲପୁରରୁ ୧୦, କଟକରୁ ୭, ବାଲେଶ୍ବରରୁ ୬, କଳାହାଣ୍ଡିରୁ ୫, ଝାରସୁଗୁଡାରୁ ୪, ପୁରୀରୁ ୪, ଅନୁଗୁଳରୁ ୩, ବରଗଡରୁ ୩, ବଲାଙ୍ଗୀରିରୁ ୩, ମୟୂରଭଞ୍ଜରୁ ୩, ଦେବଗଡ଼ରୁ ୨, ଗଜପତିରୁ ୨, ଜଗତସିଂହପୁରରୁ ୨, କେନ୍ଦ୍ରାପଡାରୁ ୨, ଖୋର୍ଦ୍ଧାରୁ ୨, ଭଦ୍ରକରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ଜଣେ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୪୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୮୨ କୁ ବୃଦ୍ଧି ହୋଇଛି। ତେବେ ୮୨୪ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୭୧ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୨ ଜଣ ଚିହ୍ନଟ ହୋଇଥିବାବେଳେ ୨୯ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୮୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୨ ହଜାର ୩୭୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯୪୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୮ ଟି ଜିଲ୍ଲାରୁ ମୋଟ୍‌ ୭୧ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ ଜିଲ୍ଲାରୁ ୧୧ ଜଣ, ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ଵର ଜିଲ୍ଲାରୁ ୬ ଜଣ, ବରଗଡ଼ ଜିଲ୍ଲାରୁ ୬ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୨, ବୌଦ୍ଧ ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୬, ଢେଙ୍କାନାଳ ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୩, ଝାରସୁଗୁଡା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୩, କେନ୍ଦ୍ରାପଡା ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୭, ନୂଆପଡା ଜିଲ୍ଲାରୁ ୫, ପୁରୀ ଜିଲ୍ଲାରୁ ୬, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୬, ଏବଂ ଷ୍ଟେଟ ଅଫ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୩୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୨୨, ବରଗଡରୁ ୧୮, କଟକରୁ ୧୫, ସମ୍ବଲପୁରରୁ ୧୦, ନୂଆପଡ଼ାରୁ ୮, ଅନୁଗୁଳରୁ ୭, ବାଲେଶ୍ବରରୁ ୭, ଭଦ୍ରକରୁ ୭, ପୁରୀରୁ ୭, କଳାହାଣ୍ଡିରୁ ୬, ଝାରସୁଗୁଡ଼ାରୁ ୫, ଯାଜପୁରରୁ ୩, ନବରଙ୍ଗପୁରରୁ ୩, ରାୟଗଡ଼ାରୁ ୩, ଢେଙ୍କାନାଳରୁ ୨, ଜଗତସିଂହପୁରରୁ ୨, କନ୍ଧମାଳରୁ ୨, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୨, ସୋନପୁରରୁ ୨, ବଲାଙ୍ଗୀରିରୁ ୨, ବଲାଙ୍ଗୀରିରୁ ୧, ଗଞ୍ଜାମରୁ ୧, କେନ୍ଦ୍ରାପଡ଼ାରୁ ୧, କୋରାପୁଟରୁ ୧ ଏବଂ ଷ୍ଟେଟପୁଲରୁ ଜଣେ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୩୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୧୧ କୁ ବୃଦ୍ଧି ହୋଇଛି। ତେବେ ୮୭୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଫେବୃୟାରୀ ୧୦ ରୁ ଆରମ୍ଭ ହେବ ପିଜି ପାର୍ଟ-୧ କ୍ଳାସ: ଜାଣନ୍ତୁ କେବେ ହେବ ପରୀକ୍ଷା

ଭୁବନେଶ୍ବର: ଫେବୃୟାରୀ ୧୦ ତାରିଖରେ ପିଜି ପାର୍ଟ-୧ ର କ୍ଳାସ ଆରମ୍ଭ ହେବ। ଫେବୃୟାରୀ ୧୦ ତାରିଖରୁ ମଧ୍ୟ ପ୍ରି-ଫାଇନାଲ ଇୟର କ୍ଳାସ ଆରମ୍ଭ ହେବ। ତେବେ କ୍ଳାସ ଆରମ୍ଭ ହେବା ପୂର୍ବରୁ ହଷ୍ଟେଲ ଖୋଲିବ। ତେଣୁ ଫେବୃୟାରୀ ୮ ତାରିଖରେ ହଷ୍ଟେଲ ଖୋଲିବ। କୋଭିଡ଼ ଗାଇଡ ଲାଇନ ଅନୁଯାୟୀ କ୍ଳାସରେ ପାଠ ପଢା ହେବ। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି।

ଏପ୍ରିଲ ୧୯ ତାରିଖରୁ ୟୁଜି ତୃତୀୟ ଏବଂ ପଞ୍ଚମ ସେମିଷ୍ଟାର ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ଏପ୍ରିଲ ୧୯ ତାରିଖରୁ ଆରମ୍ଭ ହୋଇ ଏପ୍ରିଲ ୩୦ ତାରିଖ ଯାଏଁ ଚାଲିବ। ମେ’ ୩୧ ତାରିଖ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବ। ପିଜି ପ୍ରଥମ ସେମିଷ୍ଟାର ପରୀକ୍ଷା ଜୁନ ୭ ତାରିଖରୁ ଆରମ୍ଭ ହୋଇ ଜୁନ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହାର ପରୀକ୍ଷା ଫଳ ଜୁଲାଇ ୨୦ ତାରିଖ ସୁଦ୍ଧା ପ୍ରକାଶ ପାଇବ ବୋଲି ଉଚ୍ଚ ଶିକ୍ଷାମନ୍ତ୍ରୀ ପ୍ରକାଶ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୬୦ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୬ ଜଣ ଚିହ୍ନଟ ହୋଇଥିବାବେଳେ ୨୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୨୧୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୨ ହଜାର ୨୩୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୧୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୭ ଟି ଜିଲ୍ଲାରୁ ମୋଟ୍‌ ୬୦ ଜଣ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲା, ପୁରୀ ଜିଲ୍ଲା ଏବଂ ସୁନ୍ଦରଗଡ ଜିଲ୍ଲାରୁ ୮ ଜଣ ଲେଖାଏଁ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୩ ଜଣ, ବରଗଡ଼ ଜିଲ୍ଲାରୁ ୭ ଜଣ, ଦେବଗଡ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୨, ନୂଆପଡା ଜିଲ୍ଲାରୁ ୨, ରାୟଗଡା ଜିଲ୍ଲାରୁ ୪ ଜଣ, ସମ୍ବଲପୁର ଜିଲ୍ଲାରୁ ୬, ସୋନପୁର ଜିଲ୍ଲାରୁ ୧ ଏବଂ ଷ୍ଟେଟ ଅଫ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩୬ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୩୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୯, ସୁନ୍ଦରଗଡରୁ ୧୪, ବରଗଡରୁ ୧୩, ବାଲେଶ୍ବରରୁ ୧୦, ପୁରୀରୁ ୧୦, ଝାରସୁଗୁଡାରୁ ୯, ଖୋର୍ଦ୍ଧାରୁ ୮, କଟକରୁ ୭, ଯାଜପୁରରୁ ୬, କେନ୍ଦୁଝରରୁ ୫, ନୂଆପଡ଼ାରୁ ୫, ଅନୁଗୁଳରୁ ୩, ବଲାଙ୍ଗୀରିରୁ ୩, ଗଜପତିରୁ ୩, ଜଗତସିଂହପୁରରୁ ୩, କୋରାପୁଟରୁ ୩, ବୌଦ୍ଧରୁ ୨, କଳାହାଣ୍ଡିରୁ ୨, ରାୟଗଡାରୁ ୨, ଭଦ୍ରକରୁ ୧, ଦେବଗଡ଼ରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୧, ମୟୂରଭଞ୍ଜରୁ ୧, ନବରଙ୍ଗପୁରରୁ ୧, ନୟାଗଡରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୨୩୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୧୫୧ କୁ ବୃଦ୍ଧି ହୋଇଛି। ତେବେ ୯୫୩ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସମ୍ବଲପୁରରୁ ୧୬, ପୁରୀରୁ ୧୫, ସୁନ୍ଦଗଡରୁ ୧୪, ବାଲେଶ୍ବରରୁ ୧୧, , ବରଗଡରୁ ୯, କଟକରୁ ୯, ଖୋର୍ଦ୍ଧାରୁ ୮, ଭଦ୍ରକରୁ ୮, ଯାଜପୁରରୁ ୮, ଜଗତସିଂହପୁରରୁ ୬, ନୂଆପଡ଼ାରୁ ୬, ବଲାଙ୍ଗୀରିରୁ ୫, ଝାରସୁଗୁଡାରୁ ୪, ନବରଂଗପୁରରୁ ୪, ଅନୁଗୁଳରୁ ୪, ଗଞ୍ଜାମରୁ ୩, ମୟୂରଭଞ୍ଜରୁ ୩, କଳାହାଣ୍ଡିରୁ ୨, ଦେବଗଡ଼ରୁ ୧, କେନ୍ଦ୍ରାପଡାରୁ ୧, କୋରାପୁଟରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୨ ହଜାର ୧୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୭୨ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୧୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୧୪ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୧୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୬୮ ଜଣ ଚିହ୍ନଟ ହୋଇଥିବାବେଳେ ୪୬ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୭୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୧ ହଜାର ୯୬୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୧୫୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୧୯ ଟି ଜିଲ୍ଲାରୁ ମୋଟ୍‌ ୧୧୪ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୨୧, ଅନୁଗୁଳ ଜିଲ୍ଲାରୁ ୮, ବାଲେଶ୍ଵର ଜିଲ୍ଲାରୁ ୭ ଜଣ, ବରଗଡ଼ ଜିଲ୍ଲାରୁ ୧୧ ଜଣ, ବଲାଙ୍ଗୀରିରୁ ୩ ଜଣ, କଟକ ଜିଲ୍ଲାରୁ ୭ ଜଣ, ଦେବଗଡ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୫ ଜଣ, ଜଗତସିଂହପୁର ଜିଲ୍ଲାରୁ ୨, ଯାଜପୁର ଜିଲ୍ଲାରୁ ୬, ଝାରସୁଗୁଡା ଜିଲ୍ଲାରୁ ୨, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୫, ନବରଙ୍ଗପୁର ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୮, ପୁରୀ ଜିଲ୍ଲାରୁ ୮ ଜଣ, ରାୟଗଡା ଜିଲ୍ଲାରୁ ୩ ଜଣ, ସମ୍ବଲପୁର ଜିଲ୍ଲାରୁ ୪, ସୋନପୁର ଜିଲ୍ଲାରୁ ୧ ଏବଂ ଷ୍ଟେଟ ଅଫ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆସିଲା ରାଜ୍ୟ ପାଇଁ ଫେବୃୟାରୀ ମାସର ନୂଆ ଗାଇଡଲାଇନ୍

ଭୁବନେଶ୍ୱର: ରାଜ୍ୟ ସରକାର ଫେବୃୟାରୀ ମାସ ପାଇଁ ଗାଇଡଲାଇନ୍ ଜାରି କରିଛନ୍ତି। ସାମାନ୍ୟ କିଛି ପରିବର୍ତ୍ତନ ଆଣି ସରକାର ଫେବୃୟାରୀ ୨୮ ପର୍ଯ୍ୟନ୍ତ ଏହି ଗାଇଡଲାଇନ୍ ଲାଗୁ କରିଛନ୍ତି।

କୋଭିଡ୍ କଟକଣା ଭିତରେ ଆସନ୍ତା ୧ ତାରିଖରୁ ରାଜ୍ୟରେ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବକୁ ଅନୁମତି ମିଳିଛି। ପ୍ରାଥମିକ ସ୍କୁଲ ଖୋଲିବାକୁ ଏସଓପି ଜାରି କରିବାକୁ ନିର୍ଦ୍ଦେଶ ହୋଇଛି। ଏସ୍ଓପି ପ୍ରସ୍ତୁତି ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗକୁ ପରାମର୍ଶ ଦିଆଯାଇଛି। ଇଂଜିନିୟରିଂ କଲେଜ ଖୋଲିବାକୁ ବୈଷୟିକ ଶିକ୍ଷା ବିଭାଗ ନିଷ୍ପତ୍ତି ନେଇପାରିବ।

ସାମାଜିକ, ଧାର୍ମିକ, ରାଜନୈତିକ ସମାବେଶରେ ୫ଶହ ଲୋକଙ୍କୁ ଅନୁମତି ମିଳିଛି। ଖୋଲା ଜାଗାରେ ପଡ଼ିଆର ଆକାର ଦେଖି ସମାଗମ ନିର୍ଦ୍ଧାରଣ ହେବ। ସ୍ଥାନୀୟ ଅଧିକାରୀଙ୍କ ଅନୁମତିରେ ଯାତ୍ରା, ଖୋଲାମଞ୍ଚ ଚାଲିପାରିବ। ଇଣ୍ଡୋର ହଲରେ କ୍ଷମତାର ୫୦% ସିଟ୍ ପାଇଁ ମିଳିବ ଅନୁମତି ମିଳିଛି।

ପୂର୍ବପରି ବାହାରେ ଛେପ ପକାଇଲେ ଦଣ୍ଡବିଧାନ କରାଯିବ। ତେବେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବାକୁ ବାଧ୍ୟତାମୂଳକ ରହିଛି। ସମସ୍ତେ କୋଭିଡ୍ ଗାଇଡଲାଇନ୍ ମାନିବା ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧୦୮ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୧୦୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୬୩ ଜଣ ଚିହ୍ନଟ ହୋଇଥିବାବେଳେ ୪୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୯୫୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୧ ହଜାର ୮୨୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧ ହଜାର ୧୭୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୦୪ କୁ ବୃଦ୍ଧି ହୋଇଛି।

ଆଜି ରାଜ୍ୟର ୨୦ ଟି ଜିଲ୍ଲାରୁ ମୋଟ୍‌ ୧୦୮ ଜଣ ଚିହ୍ନଟ ହୋଇଛନ୍ତି। ଆଜି ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୧୨, ସମ୍ବଲପୁର ଜିଲ୍ଲାରୁ ୧୦ ଜଣ, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୧୦ ଜଣ, ବରଗଡ଼ ଜିଲ୍ଲାରୁ ୮ ଜଣ, କଟକ ଜିଲ୍ଲାରୁ ୯ ଜଣ, ଦେବଗଡ ଜିଲ୍ଲାରୁ ୨, ଗଜପତି ଜିଲ୍ଲାରୁ ୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୪, ଯାଜପୁର ଜିଲ୍ଲାରୁ ୭, ଝାରସୁଗୁଡା ଜିଲ୍ଲାରୁ ୪, କଳାହାଣ୍ଡି ଜିଲ୍ଲାରୁ ୧, କେନ୍ଦ୍ରପଡା ଜିଲ୍ଲାରୁ ୩, କେନ୍ଦୁଝର ଜିଲ୍ଲାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୨, ନୟାଗଡ ଜିଲ୍ଲାରୁ ୧, ନୂଆପଡା ଜିଲ୍ଲାରୁ ୮, ପୁରୀ ଜିଲ୍ଲାରୁ ୭ ଜଣ, ରାୟଗଡା ଜିଲ୍ଲାରୁ ୩ ଜଣ ଏବଂ ଷ୍ଟେଟ ଅଫ ପୁଲରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୫୭ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୫୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ସୁନ୍ଦଗଡରୁ ୩୦, ପୁରୀରୁ ୨୩, ସମ୍ବଲପୁରରୁ ୨୩, ବାଲେଶ୍ବରରୁ ୧୨, ଅନୁଗୁଳରୁ ୯, ଖୋର୍ଦ୍ଧାରୁ ୯, ବରଗଡରୁ ୭, ଜଗତସିଂହପୁରରୁ ୬, କଟକରୁ ୫, ଯାଜପୁରରୁ ୫, ଝାରସୁଗୁଡାରୁ ୪, ବଲାଙ୍ଗୀରିରୁ ୩, ନୂଆପଡ଼ାରୁ ୩, ଗଜପତିରୁ ୩, ଗଞ୍ଜାମରୁ ୨, କେନ୍ଦୁଝରରୁ ୨, କୋରାପୁଟରୁ ୨, ମୟୂରଭଞ୍ଜରୁ ୨, ଭଦ୍ରକରୁ ୧, ବୌଦ୍ଧରୁ ୧, ଦେବଗଡ଼ରୁ ୧, କନ୍ଧମାଳରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୨ ଜଣ ସୁସ୍ଥ ହୋଇଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୧ ହଜାର ୮୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୮୫୦ କୁ ବୃଦ୍ଧି ହୋଇଛି। ତେବେ ୧ ହାଜର ୦୬୭ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୦୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।