ଜାତୀୟ ଖବର ପୁଣି ଓଡିଶାକୁ ଫେରିବ ପୋସ୍କୋ, କେନ୍ଦୁଝରରେ କରିବ ପ୍ରକଳ୍ପ, ମୁଖ୍ୟମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ ଭୁବନେଶ୍ବର: ଆଜି ଅପରାହ୍ନରେ ଭୁବନେଶ୍ୱର ରାଜ୍ୟ ଅତିଥି ଭବନ ଠାରେ କେନ୍ଦୁଝର ଜିଲ୍ଲାର ବିଭିନ୍ନ ସଂଗଠନ ଓ ନାଗରିକ ମଞ୍ଚ ଜିଲ୍ଲାରେ ଇସ୍ପାତ କାରଖାନା ପ୍ରତିଷ୍ଠା ହେବାକୁ…