ଜାତୀୟ ଖବର ଓଡିଶାରେ ଚାଲିଥିବା ମତଦାନକୁ ନେଇ କଣ କହୁଛନ୍ତି ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀ ଭୁବନେଶ୍ବର:ଏକକାଳୀନ ସାଧାରଣ ନିର୍ବାଚନ -୨୦୨୪ର ଚତୁର୍ଥ ପର୍ଯ୍ଯାୟ ପାଇଁ ଓଡ଼ିଶାର କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ଓ ଏସବୁ ଅନ୍ତର୍ଗତ ୨୮ ବିଧାନସଭା…