ବିଶେଷ ଖବର ରେଳମନ୍ତ୍ରୀଙ୍କ ଅଭିଯୋଗ ପରେ ଜମି ଅଧିଗ୍ରହଣ ନେଇ ରାଜ୍ୟ ସରକାରଙ୍କ ତତ୍ପରତା ଭୁବନେଶ୍ୱର: ନିକଟରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓଡିଶା ଗସ୍ତରେ ଆସିଥିଲେ। ଏହି ସମୟରେ ସେ ବିଭିନ୍ନ ଉଦଘାଟନ ବେଳେ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଥିଲେ। ସେ କହିଥିଲେ…