ଆଜିର ଖବର ଓସିଏ ନିର୍ବାଚନ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ: ବିସିସିଆଇ ଦାଖଲ କରିବ ଜବାବ, ଅଗଷ୍ଟ ୨୧ରେ ପରବର୍ତ୍ତୀ ଶୁଣାଣି କଟକ: ଓଡ଼ିଶା କ୍ରିକେଟ ଆସୋସିଏସନ୍ (ଓସିଏ)ର ବିଭିନ୍ନ ପଦପଦବି ପାଇଁ ନିର୍ବାଚନ ପ୍ରସଙ୍ଗକୁ ନେଇ ଦାୟର ମାମଲାରେ ଓଡ଼ିଶା ହାଇକୋର୍ଟ ବୋର୍ଡ ଅଫ୍ କଣ୍ଟ୍ରୋଲ୍ ଫର୍ କ୍ରିକେଟ୍…