ଆଜିର ଖବର ଆମେ କେବଳ କ୍ରମିକ ପରିବର୍ତ୍ତନ ନୁହେଁ, ଏକ ବିରାଟ ଲମ୍ଫ ଲକ୍ଷ୍ୟ ନେଇ ଆଗକୁ ବଢ଼ୁଛୁ: ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଇକୋନୋମିକ ଟାଇମ୍ସ ଓ୍ବାର୍ଲ୍ଡ ଲିଡର୍ସ ଫୋରମରେ ଉଦବୋଧନ ଦେଇଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଓ୍ବାର୍ଲ୍ଡ ଲିଡର୍ସ ଫୋରମରେ ଯୋଗ…