ଆଜିର ଖବର ଫେଡେରେସନ୍ କପରେ ରିଲାଏନ୍ସ ଫାଉଣ୍ଡେସନ ଓଡ଼ିଶା ଆଥଲେଟିକ୍ସ ଏଚ୍ପିସିର ଆଥଲେଟଙ୍କୁ ଏକାଧିକ ପଦକ ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ରିଲାଏନ୍ସ ଫାଉଣ୍ଡେସନ ଓଡ଼ିଶା ଆଥ୍ଲେଟିକ୍ସ ହାଇ ପରଫରମାନ୍ସ ସେଣ୍ଟର (ଏଚ୍ପିସି)ର ଆଥଲେଟମାନେ ଗତ ସପ୍ତାହରେ କେରଳର କାଲିକଟଠାରେ ଅନୁଷ୍ଠିତ ଫେଡେରେସନ୍ କପ୍ରେ ସେମାନଙ୍କର ଅନନ୍ୟ…