ଅପରାଧ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଧାରୁଆ ଅସ୍ତ୍ରରେ ଆକ୍ରମଣ: ଦୁଇଖଣ୍ଡ ହେଲା ଅଢେଇ ମାସ ଶିଶୁ କନ୍ୟାର ହାତ ଅରବିନ୍ଦ କର ଖଇରା: ବାଲେଶ୍ୱର ଜିଲ୍ଲା ଔପଦା ବ୍ଲକ ଫତେପୁର ପଂଚାୟତ ପାଇକପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମଣିଷ ନିଜର ମାନବିକତା ହରାଇ…