କଂଗ୍ରେସ କଲା ବଡ ଘୋଷଣା

ଭୁବନେଶ୍ୱର:- କେହି ବଡ ନେତା, କେହି ଛୋଟ ନେତା ନୁହନ୍ତି। ସମସ୍ତେ କଂଗ୍ରେସ ନେତା। ୨୦୨୯ ଆମର। ଓଡିଶାରେ ଭକ୍ତଚରଣ ଦାସଙ୍କ ନେତୃତ୍ବରେ କଂଗ୍ରେସ ଠିକଣା ବାଟରେ…