ଆଜିର ଖବର କାର୍ତ୍ତି ଚିଦାମ୍ବରମଙ୍କୁ କଂଗ୍ରେସର ନୋଟିସ: ରାହୁଲ ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କରିଥିଲେ ତୁଳନା ନୂଆଦିଲ୍ଲୀ: ଆଜି ପୂର୍ବତନ ଅର୍ଥମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ପି ଚିଦାମ୍ବରମଙ୍କ ପୁଅ କାର୍ତ୍ତି ଚିଦାମ୍ବରମଙ୍କୁ କଂଗ୍ରେସ ନୋଟିସ ପଠାଇଛି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ…