ଜାତୀୟ ଖବର ଓଡିଶାର କଂସାପିତ୍ତଳ ହସ୍ତଶିଳ୍ପ ସାମଗ୍ରୀକୁ ମିଳିବ ଜିଆଇ ମାନ୍ୟତା, ସରକାର କଲେ ଆବେଦନ ଭୁବନେଶ୍ବର: ଓଡ଼ିଶାରେ ଉତ୍ପାଦିତ ହସ୍ତଶିଳ୍ପ ସାମଗ୍ରୀଗୁଡିକର ବୈଶିଷ୍ଟ୍ୟ ସୁରକ୍ଷା କରିବା ଓ ଏହାର ବେଆଇନ ବ୍ୟବହାର ବନ୍ଦ କରିବାକୁ ରାଜ୍ୟ ସରକାର ପଦକ୍ଷେପ ଆରମ୍ଭ କରିଛନ୍ତି। କାରିଗର…