ଆଜିର ଖବର ଝାରପଡ଼ା ଜେଲ୍ରେ ବ୍ରାଉନ୍ସୁଗାର୍ କାଣ୍ଡ! ୭ କଏଦୀ ଅସୁସ୍ଥ, ୩ ଜଣଙ୍କ ଅବସ୍ଥା ଗୁରୁତର ଭୁବନେଶ୍ୱର: ଭୁବନେଶ୍ୱରର ଝାରପଡ଼ା ସ୍ୱତନ୍ତ୍ର କାରାଗାରରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଥିତ ଭାବେ ବ୍ରାଉନ୍ସୁଗାର ସେବନ କରିବା ପରେ ୭ ଜଣ କଏଦୀ ଅସୁସ୍ଥ ହୋଇପଡ଼ିଛନ୍ତି।…