ଆଜିର ଖବର ଲକ୍ ଡାଉନରେ ଫସି ରହିଥିବା ଏକୁଲା ପାହାଡିଆ ଅଞ୍ଚଳରେ ଥିବା ଗ୍ରାମବାସୀଙ୍କୁ ଶେଷରେ ମିଳିଲା ସହାୟତା କଙ୍କଡାହାଡ, ଢେଙ୍କାନାଳ ଜିଲା କଙ୍କଡାହାଡ ବ୍ଲକର କାନ୍ତଲ ପଂଚାୟତ ଅନ୍ତର୍ଗତ ଚାରୋଟି ଦୁର୍ଗମ ଅଞ୍ଚଳରେ ଅବସ୍ଥିତ ଏକୁଲ, ସେକୁଲ, କୋଟପାଡ ଏବଂ କୋଟ ଗ୍ରାମକୁ ମଙ୍ଗଳବାର ରାଜ୍ୟ…