ଆଜିର ଖବର ବିଜେପିରେ ସାମିଲ ହେଲେ ଜିଲ୍ଲା ପରିଷଦ ସଦସ୍ୟ, ସରପଂଚ, ଜନପ୍ରତିନଧି ଏବଂ ବିଜେଡି ନେତା ଓ କର୍ମୀ ଭୁବନେଶ୍ଵର: ବିକାଶର ଅନ୍ୟନାମ ବିଜେପି ଓଡ଼ିଶା ପ୍ରଦେଶର ୭୮ବର୍ଷର ଶାସନ ବ୍ୟବସ୍ଥା ପରିବର୍ତ୍ତନ ପରେ ବିଜେପି ଏକାକୀ ସରକାର ଗଠନ କରି ଗତ ୧୮ମାସ ମଧ୍ୟରେ ଜନସାଧାରଣଙ୍କ…