ଆଜିର ଖବର ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟଦା ସହ ହେବ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଭୁବନେଶ୍ଵର: ବିଶିଷ୍ଟ କଣ୍ଢେଇ ନୃତ୍ୟଗୁରୁ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ…