ଆଜିର ଖବର କନୌଜ ଦୁର୍ଘଟଣାରେ ଲୋକଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ: ସହାୟତା ରାଶି ଘୋଷଣା ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତର ପ୍ରଦେଶର କନୌଜରେ ବସ୍ ଦୁର୍ଘଟଣାରେ ହୋଇଥିବା ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି। ଏହି ଅବସରରେ ଶ୍ରୀ ମୋଦୀ ପିଏମ୍ଏନ୍ଆର୍ଏଫ୍ରୁ…