ଆଜିର ଖବର ସତରେ କେଡ଼େ ବିଚିତ୍ର!: ଏପଟେ ଜଳୁଛି ସ୍ଵାମୀ ଆଉ ଶାଶୁର ଜୁଇ, ସେପଟେ କନ୍ୟା ସନ୍ତାନ ଜନ୍ମ ଦେଲେ ମହିଳା ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ନିକଟରେ ଗତକାଲି ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗର୍ଭବତୀ ପତ୍ନୀକୁ ଡାକ୍ତରଖାନାରେ ଦେଖାଇ ନିଜ ଘରକୁ ମାଆକୁ ଧରି…