ଆଞ୍ଚଳିକ ଧରିତ୍ରୀ ଦିବସ ଅବସରରେ କରୁଣା ଶାନ୍ତି ଆବାସିକ ମହାବିଦ୍ୟାଳୟ ତରଫରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଗୋବିନ୍ଦନଗର ସ୍ଥିତ କରୁଣା ଶାନ୍ତି ଆବାସିକ ବିଜ୍ଞାନ ମହାବିଦ୍ୟାଳୟ ତରଫରୁ ବିଶ୍ୱ ଧରିତ୍ରୀ ଦିବସ ପାଳନ କରାଯାଇଛି।…