Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୮ ହଜାର ୪୫୪ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୮ ହଜାର ୪୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୧ ଲକ୍ଷ ୨୭ ହଜାର ୪୫୦ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୨ ହଜାର ୮୧୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୪ ଲକ୍ଷ ୯୫ ହଜାର ୮୦୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୭୮ ହଜାର ୮୩୧ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୫୨୪ ନୂଆ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୦୮ ଜଣ ଚିହ୍ନଟ ହୋଇଥିବା ବେଳେ ୨୧୬ ଟି ଲୋକାଲ କେସ୍‌  ରହିଛ। ୫୨୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୮୨ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୭ ହଜାର ୫୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୩ ହଜାର ୮୪୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୮୫୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୯୬ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୪ ଟି ଜିଲ୍ଲାରୁ ୫୨୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୫୪ ଜଣ, କଟକ ଜିଲ୍ଲାରୁ ୬୬, ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ଵର ଜିଲ୍ଲାରୁ ୧୪ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୮ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ବୌଦ୍ଧ ଜିଲ୍ଲାରୁ ୨, ଦେବଗଡ ଜିଲ୍ଲାରୁ ୨, ଢେଙ୍କାନାଳ ଜିଲ୍ଲାରୁ ୪, ଗଞ୍ଜାମ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୧୬ ଜଣ, ଯାଜପୁର ଜିଲ୍ଲାରୁ ୧୦ ଜଣ, ଝାରସୁଗୁଡା ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୪, କୋରାପୁଟ ଜିଲ୍ଲାରୁ ୩, ମୟୂରଭଞ୍ଜ ଜିଲ୍ଲାରୁ ୨୧ ଜଣ, ନୟାଗଡ ଜିଲ୍ଲାରୁ ୫, ପୁରୀ ଜିଲ୍ଲାରୁ ୧୧ ଜଣ, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୧୨, ସୁନ୍ଦରଗଡ ଜିଲ୍ଲାରୁ ୧୯ ଏବଂ ଷ୍ଟେଟ ପୁଲରୁ ୬୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୫୧ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୫୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୧୬, କଟକରୁ ୩୩, ମୟୂରଭଞ୍ଜରୁ ୨୩, ବାଲେଶ୍ବରରୁ ୧୯, କୋରାପୁଟରୁ ୧୯, ସମ୍ବଲପୁରରୁ ୧୯, ଯାଜପୁରରୁ ୧୨, ପୁରୀରୁ ୧୨, କେନ୍ଦ୍ରାପଡାରୁ ୧୦, ସୁନ୍ଦରଗଡରୁ ୧୦, ନୟାଗଡରୁ ୬, ଜଗତସିଂହପୁରରୁ ୪, କେନ୍ଦୁଝରରୁ ୪, ଅନୁଗୁଳରୁ ୩, ଭଦ୍ରକରୁ ୩, ଗଞ୍ଜାମରୁ ୩, ନୂଆପଡାରୁ ୨, ବରଗଡରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟ ପୁଲରୁ ୫୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨୩ ହଜାର ୮୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୬ ହଜାର ୫୩୨ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୩୩୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୯୬ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୪ ହଜାର ୬୨୩ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୬୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୯୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୧ ଲକ୍ଷ ୮ ହଜାର ୯୯୬ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୨ ହଜାର ୬୫୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୪ ଲକ୍ଷ ୭୮ ହଜାର ୨୪୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୭୮ ହଜାର ୯୮ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୫୫୯ ନୂଆ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୨୧ ଜଣ ଚିହ୍ନଟ ହୋଇଥିବା ବେଳେ ୨୩୮ ଟି ଲୋକାଲ କେସ୍‌  ରହିଛ। ୫୫୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୧ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୬ ହଜାର ୫୩୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୩ ହଜାର ୩୯୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୭୮୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୯୬ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୩ ଟି ଜିଲ୍ଲାରୁ ୫୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୭୯ ଜଣ, କଟକ ଜିଲ୍ଲାରୁ ୫୪, ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ଵର ଜିଲ୍ଲାରୁ ୧୨ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩, ବୌଦ୍ଧ ଜିଲ୍ଲାରୁ ୧୮, ଦେବଗଡ ଜିଲ୍ଲାରୁ ୨, ଢେଙ୍କାନାଳ ଜିଲ୍ଲାରୁ ୧୦, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୧୪ ଜଣ, ଯାଜପୁର ଜିଲ୍ଲାରୁ ୧୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୪, କୋରାପୁଟ ଜିଲ୍ଲାରୁ ୬, ମୟୂରଭଞ୍ଜ ଜିଲ୍ଲାରୁ ୮ ଜଣ, ନୟାଗଡ ଜିଲ୍ଲାରୁ ୯, ପୁରୀ ଜିଲ୍ଲାରୁ ୧୪ ଜଣ, ରାୟଗଡା ଜିଲ୍ଲାରୁ ୧, ସମ୍ବଲପୁର ଜିଲ୍ଲାରୁ ୧୬, ସୁନ୍ଦରଗଡ ଜିଲ୍ଲାରୁ ୧୦ ଏବଂ ଷ୍ଟେଟ ପୁଲରୁ ୬୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୧୮ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୧୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୨୭, କଟକରୁ ୪୬, ବାଲେଶ୍ବରରୁ ୩୩, ମୟୂରଭଞ୍ଜରୁ ୧୭, ସୁନ୍ଦରଗଡରୁ ୧୫, ପୁରୀରୁ ୧୨, କେନ୍ଦ୍ରାପଡାରୁ ୧୧, ସମ୍ବଲପୁରରୁ ୧୧, ଯାଜପୁରରୁ ୧୦, ଜଗତସିଂହପୁରରୁ ୭, ନୟାଗଡରୁ ୭, ଭଦ୍ରକରୁ ୬, ବଲାଙ୍ଗୀରିରୁ ୬, ନୂଆପଡାରୁ ୬, ଦେବଗଡରୁ ୪, ଝାରସୁଗୁଡାରୁ ୪, ଅନୁଗୁଳରୁ ୩, ବରଗଡରୁ ୩, ଢେଙ୍କାନାଳରୁ ୩, ଗଜପତିରୁ ୨, ଗଞ୍ଜାମରୁ ୨, କନ୍ଧମାଳରୁ ୨, କେନ୍ଦୁଝରରୁ ୨, ରାୟଗଡାରୁ ୨, କଳାହାଣ୍ଡିରୁ ୧, କୋରାପୁଟରୁ ୧, ମାଲକାନଗିରିରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୭୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨୩ ହଜାର ୩୮୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୯୭୩ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୨୨୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୯୪ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୩ ହଜାର ୫୮ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୩ ହଜାର ୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୦ ଲକ୍ଷ ୯୪ ହଜାର ୩୭୩ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୨ ହଜାର ୪୫୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୪ ଲକ୍ଷ ୫୮ ହଜାର ୮୦୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୮୩ ହଜାର ୧୧୮ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୫୫୬ ନୂଆ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୫୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୨୪ ଜଣ ଚିହ୍ନଟ ହୋଇଥିବା ବେଳେ ୨୩୨ ଟି ଲୋକାଲ କେସ୍‌ ରହିଛ। ୫୫୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୮୭ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୯୭୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୨ ହଜାର ୭୮୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୮୪୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୯୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୦ ଟି ଜିଲ୍ଲାରୁ ୫୫୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୩୦୫ ଜଣ, କଟକ ଜିଲ୍ଲାରୁ ୪୧, ଅନୁଗୁଳ ଜିଲ୍ଲାରୁ ୫, ବାଲେଶ୍ଵର ଜିଲ୍ଲାରୁ ୧୦ ଜଣ, ଭଦ୍ରକ ଜିଲ୍ଲାରୁ ୮ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ବୌଦ୍ଧ ଜିଲ୍ଲାରୁ ୭, ଢେଙ୍କାନାଳ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୧୧ ଜଣ, ଯାଜପୁର ଜିଲ୍ଲାରୁ ୧୧ ଜଣ, ଝାରସୁଗୁଡା ଜିଲ୍ଲାରୁ ୫, କେନ୍ଦ୍ରାପଡା ଜିଲ୍ଲାରୁ ୮, କେନ୍ଦୁଝର ଜିଲ୍ଲାରୁ ୩, କୋରାପୁଟ ଜିଲ୍ଲାରୁ ୩, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୧୫ ଜଣ, ପୁରୀ ଜିଲ୍ଲାରୁ ୧୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧୭, ସୁନ୍ଦରଗଡ ଜିଲ୍ଲାରୁ ୧୮ ଏବଂ ଷ୍ଟେଟ ପୁଲରୁ ୭୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୩୦ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୩୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୩୩, କଟକରୁ ୬୭, ମୟୂରଭଞ୍ଜରୁ ୨୦, ବାଲେଶ୍ବରରୁ ୨୦, ସୁନ୍ଦରଗଡରୁ ୧୯, ଜଗତସିଂହପୁରରୁ ୧୬, ଗଜପତିରୁ ୧୩, ଯାଜପୁରରୁ ୧୩, କେନ୍ଦ୍ରାପଡାରୁ ୧୩, ପୁରୀରୁ ୧୩, ସମ୍ବଲପୁରରୁ ୯, ବଲାଙ୍ଗୀରିରୁ ୭, ଗଞ୍ଜାମରୁ ୪, ଭଦ୍ରକରୁ ୩, ଢେଙ୍କାନାଳରୁ ୩, ଅନୁଗୁଳରୁ ୨, କନ୍ଧମାଳରୁ ୨, କୋରାପୁଟରୁ ୨, ବରଗଡରୁ ୧, ଝାରସୁଗୁଡାରୁ ୧, କେନ୍ଦୁଝରରୁ ୧, ମାଲକାନଗିରିରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨୨ ହଜାର ୭୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୪୧୭ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୨୯୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୯୦ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୩ ହଜାର ୫୯୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୩ ହଜାର ୫୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୦ ଲକ୍ଷ ୮୧ ହଜାର ୩୧୫ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୨ ହଜାର ୨୯୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୪ ଲକ୍ଷ ୩୯ ହଜାର ୩୩୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୮୯ ହଜାର ୬୯୪ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୩୪୦ ନୂଆ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୩୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୯୯ ଜଣ ଚିହ୍ନଟ ହୋଇଥିବା ବେଳେ ୧୪୧ ଟି ଲୋକାଲ କେସ୍‌ ରହିଛ। ୩୪୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୫୦ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୪୧୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୨ ହଜାର ୨୫୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୮୨୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୯୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୧ ଟି ଜିଲ୍ଲାରୁ ୩୪୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୪୯ ଜଣ, କଟକ ଜିଲ୍ଲାରୁ ୪୩, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ଵର ଜିଲ୍ଲାରୁ ୧୩ ଜଣ, ବରଗଡ ଜିଲ୍ଲାରୁ ୬, ଭଦ୍ରକ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୧୦ ଜଣ, ଯାଜପୁର ଜିଲ୍ଲାରୁ ୯ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୫, କୋରାପୁଟ ଜିଲ୍ଲାରୁ ୩, ମୟୂରଭଞ୍ଜ ଜିଲ୍ଲାରୁ ୧୪ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧, ନୟାଗଡ ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୭ ଜଣ, ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୧୨, ସୁନ୍ଦରଗଡ ଜିଲ୍ଲାରୁ ୨ ଏବଂ ଷ୍ଟେଟ ପୁଲରୁ ୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଅନ୍ତରାଷ୍ଟ୍ରୀୟ ଆଜିର ଖବର ସ୍ବାସ୍ଥ୍ୟ

ଋଷରେ ଚିହ୍ନଟ ହେଲେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ, ପ୍ରାଣ ହରାଇଲେ ପ୍ରାୟ ଏକ ହଜାର ଲୋକ

ନୂଆଦିଲ୍ଲୀ: ରୁଷିଆରେ କୋଭିଡ-୧୯ ମହାମାରୀର ସର୍ବାଧିକ ୩୪ ହଜାର ୩୦୩ ନୂତନ ମାମଲା ଚିହ୍ନଟ ହୋଇଛି। ଯାହାକି ଏକ ମାସ ପୂର୍ବରୁ ଦୈନିକ ମାମଲା ତୁଳନାରେ ୭୦ ପ୍ରତିଶତ ଅଧିକ। ଦେଶରେ କରୋନା ମହାମାରୀ ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି। ନ୍ୟାସନାଲ କରୋନା ଭାଇରସ ଟାସ୍କ ଫୋର୍ସ ରବିବାର ଦିନ କହିଛି ଯେ, ପୂର୍ବ ଦିନ କୋଭିଡ-୧୯ ର ୩୪ ହଜାର ୩୦୩ ଟି ନୂଆ ମାମଲା ଚିହ୍ନଟ ହୋଇଥିଲା, ଯାହାକି ସେପ୍ଟେମ୍ବର ୧୯ ତାରିଖରେ ଏକ ମାସ ପୂର୍ବରୁ ୨୦ ହଜାର ୧୭୪ ଟି ନୂଆ ମାମଲା ଥିଲା। ରବିବାର ଦିନ ଦେଶରେ ୯୯୯ କୋଭିଡ-୧୯ ରୋଗୀଙ୍କ ମୃତ୍ୟୁ ଘଟିଛି, ଯାହା ଶନିବାର ଦିନ ୧୦୦୨ ମୃତ୍ୟୁଠାରୁ ସାମାନ୍ୟ କମ୍ ଅଟେ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୦୮ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୦୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୪୧, କଟକରୁ ୬୧, ମୟୂରଭଞ୍ଜରୁ ୨୯, କେନ୍ଦ୍ରାପଡାରୁ ୨୬, ବାଲେଶ୍ବରରୁ ୧୯, ଜଗତସିଂହପୁରରୁ ୧୪, ଯାଜପୁରରୁ ୧୪, ପୁରୀରୁ ୧୧, ସମ୍ବଲପୁରରୁ ୧୦, ସୁନ୍ଦରଗଡରୁ ୧୦, ଭଦ୍ରକରୁ ୩, ଗଞ୍ଜାମରୁ ୩, କୋରାପୁଟରୁ ୨, ମାଲକାନଗିରିରୁ ୨, ଝାରସୁଗୁଡାରୁ ୧, କଳାହାଣ୍ଡିରୁ ୧, କେନ୍ଦୁଝରରୁ ୧, ନୟାଗଡରୁ ୧, ନୂଆପଡାରୁ ୧ ଏବଂ ଷ୍ଟେଟ ପୁଲରୁ ୫୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨୨ ହଜାର ୨୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୭୭ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୪୮୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୮୫ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୪ ହଜାର ୧୪୬ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୪ ହଜାର ୧୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୪୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୦ ଲକ୍ଷ ୬୭ ହଜାର ୭୧୯ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୨ ହଜାର ୧୨୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୪ ଲକ୍ଷ ୧୯ ହଜାର ୭୪୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୯୫ ହଜାର ୮୪୬ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ୪୪୩ ନୂଆ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୫୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୮୫ ଟି ଲୋକାଲ କେସ୍‌ ରହିଛ। ୪୪୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୫ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୫ ହଜାର ୭୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୧ ହଜାର ୭୪୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୯୯୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୮୫ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୧୯ ଟି ଜିଲ୍ଲାରୁ ୪୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୪୩ ଜଣ, କଟକ ଜିଲ୍ଲାରୁ ୨୭, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୧୪ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୭ ଜଣ, ଯାଜପୁର ଜିଲ୍ଲାରୁ ୧୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧୦, କୋରାପୁଟ ଜିଲ୍ଲାରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୨୦ ଜଣ, ନୟାଗଡ ଜିଲ୍ଲାରୁ ୪, ପୁରୀ ଜିଲ୍ଲାରୁ ୧୩ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୬, ସୁନ୍ଦରଗଡ ଜିଲ୍ଲାରୁ ୧୧ ଏବଂ ଷ୍ଟେଟ ପୁଲରୁ ୫୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୬୨ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୬୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୭୯, କଟକରୁ ୬୯, ଯାଜପୁରରୁ ୨୪, ମୟୂରଭଞ୍ଜରୁ ୨୨, ଜଗତସିଂହପୁରରୁ ୧୯, କେନ୍ଦ୍ରାପଡାରୁ ୧୪, ପୁରୀରୁ ୧୨, ବାଲେଶ୍ବରରୁ ୧୧, ସମ୍ବଲପୁରରୁ ୭, ଢେଙ୍କାନାଳରୁ ୬, ସୁନ୍ଦରଗଡରୁ ୬, ଗଞ୍ଜାମରୁ ୪, କୋରାପୁଟରୁ ୪, ଭଦ୍ରକରୁ ୩, ନୟାଗଡରୁ ୩, ରାୟଗଡାରୁ ୩, ବରଗଡରୁ ୨, ଝାରସୁଗୁଡାରୁ ୨, ଅନୁଗୁଳରୁ ୧, ବୌଦ୍ଧରୁ ୧, କଳାହାଣ୍ଡିରୁ ୧, କେନ୍ଦୁଝରରୁ ୧, ମାଲକାନଗିରିରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୬୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨୧ ହଜାର ୭୪୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୬୩୪ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୫୫୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୮୨ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୫ ହଜାର ୯୮୧ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୫ ହଜାର ୯୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୦ ଲକ୍ଷ ୫୩ ହଜାର ୫୭୩ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୧ ହଜାର ୯୮୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୩ ଲକ୍ଷ ୯୯ ହଜାର ୯୬୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୧ ହଜାର ୬୩୨ ଆକ୍ଟିଭ୍‌ କେସ୍ ରହିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ୪୦୦ ରୁ କମ ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୩୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୦୯ ଜଣ ଚିହ୍ନଟ ହୋଇଥିବା ବେଳେ ୧୪୯ ଟି ଲୋକାଲ କେସ୍‌ ରହିଛ। ୩୫୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୪୭ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୬୩୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୧ ହଜାର ୧୮୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୧୧୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୮୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୩ ଟି ଜିଲ୍ଲାରୁ ୩୫୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୮୬ ଜଣ, କଟକ ଜିଲ୍ଲାରୁ ୧୫, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ଵର ଜିଲ୍ଲାରୁ ୧୩ ଜଣ, ବରଗଡ ଜିଲ୍ଲାରୁ ୩, ଭଦ୍ରକ ଜିଲ୍ଲାରୁ ୮ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୪, ବୌଦ୍ଧ ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୭, ଗଞ୍ଜାମ ଜିଲ୍ଲାରୁ ୧, ଜଗତସିଂହପୁର ଜିଲ୍ଲାରୁ ୮ ଜଣ, ଯାଜପୁର ଜିଲ୍ଲାରୁ ୧୧ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୩, କେନ୍ଦୁଝର ଜିଲ୍ଲାରୁ ୧, କୋରାପୁଟ ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୧୧ ଜଣ, ନୟାଗଡ ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୯ ଜଣ, ରାୟଗଡା ଜିଲ୍ଲାରୁ ୫, ସମ୍ବଲପୁର ଜିଲ୍ଲାରୁ ୪, ସୋନପୁର ଜିଲ୍ଲାରୁ ୨, ସୁନ୍ଦରଗଡ ଜିଲ୍ଲାରୁ ୩ ଏବଂ ଷ୍ଟେଟ ପୁଲରୁ ୪୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୩୫ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୮୩, କଟକରୁ ୪୮, ମୟୂରଭଞ୍ଜରୁ ୨୨, ଜଗତସିଂହପୁରରୁ ୨୦, ପୁରୀରୁ ୨୦, ବାଲେଶ୍ବରରୁ ୧୬, ଯାଜପୁରରୁ ୧୪, ସମ୍ବଲପୁରରୁ ୮, ସୁନ୍ଦରଗଡରୁ ୮, କେନ୍ଦ୍ରାପଡାରୁ ୭, ନୟାଗଡରୁ ୭, କଳାହାଣ୍ଡିରୁ ୫, ଗଞ୍ଜାମରୁ ୩, ଦେବଗଡରୁ ୨, ବରଗଡରୁ ୧, ଝାରସୁଗୁଡାରୁ ୧, କନ୍ଧମାଳରୁ ୧, କେନ୍ଦୁଝରରୁ ୧, କୋରାପୁଟରୁ ୧, ନୂଆପଡାରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୬୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨୧ ହଜାର ୧୮୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୨୭୬ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୭୬୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୭୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୨୭୮ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୭୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ନବରଙ୍ଗପୁର ଜିଲ୍ଲାରୁ ସର୍ବାଧିକ ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଭୁବନେଶ୍ଵରରୁ ୨ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୨୭୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨୦ ହଜାର ୬୪୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୨୯୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୭୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୧୬ ହଜାର ୮୬୨ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୮୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୭୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୦ ଲକ୍ଷ ୩୭ ହଜାର ୫୯୨ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୧ ହଜାର ୮୧୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୩ ଲକ୍ଷ ୮୨ ହଜାର ୧୦୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨ ଲକ୍ଷ ୩ ହଜାର ୬୭୮ ଆକ୍ଟିଭ୍‌ କେସ୍ ରହିଛି।