Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୪୫୭ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୬୫ ଜଣ ଚିହ୍ନଟ ହୋଇଥିବା ବେଳେ ୧୯୨ ଟି ଲୋକାଲ କେସ୍‌ ରହିଛ। ୪୫୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୭୩ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୭୧୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୩ ହଜାର ୬୦୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୯୪୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୦୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୬ ଟି ଜିଲ୍ଲାରୁ ୪୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୦୭ ଜଣ, କଟକ ଜିଲ୍ଲାରୁ ୪୪, ଅନୁଗୁଳ ଜିଲ୍ଲାରୁ ୫, ବାଲେଶ୍ଵର ଜିଲ୍ଲାରୁ ୨୮ ଜଣ, ବରଗଡ ଜିଲ୍ଲାରୁ ୪, ଭଦ୍ରକ ଜିଲ୍ଲାରୁ ୧୦ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୩, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୮, ଜଗତସିଂହପୁର ଜିଲ୍ଲାରୁ ୧୦ ଜଣ, ଯାଜପୁର ଜିଲ୍ଲାରୁ ୧୮ ଜଣ, ଝାରସୁଗୁଡା ଜିଲ୍ଲାରୁ ୨, କଳାହାଣ୍ଡି ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୩ ଜଣ, କେନ୍ଦୁଝର ଜିଲ୍ଲାରୁ ୩, କୋରାପୁଟ ଜିଲ୍ଲାରୁ ୪, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୧୯ ଜଣ, ନବରଙ୍ଗପୁର ଜିଲ୍ଲାରୁ ୪, ନୟାଗଡ ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୭ ଜଣ, ରାୟଗଡା ଜିଲ୍ଲାରୁ ୭, ସମ୍ବଲପୁର ଜିଲ୍ଲାରୁ ୩, ସୁନ୍ଦରଗଡ ଜିଲ୍ଲାରୁ ୧୦ ଏବଂ ଷ୍ଟେଟ ପୁଲରୁ ୪୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୯୩  ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୯୩  ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୪୩, କଟକରୁ ୧୦୯, ବାଲେଶ୍ଵରରୁ ୩୪, ଜଗତସିଂହପୁରରୁ ୨୨, ମୟୂରଭଞ୍ଜରୁ ୨୧, ପୁରୀରୁ ୨୦, ଯାଜପୁରରୁ ୧୯, ସୁନ୍ଦରଗଡରୁ ୧୬, କେନ୍ଦ୍ରାପଡାରୁ ୧୫, ଭଦ୍ରକରୁ ୧୪, କେନ୍ଦୁଝରରୁ ୧୪, ସମ୍ବଲପୁରରୁ ୧୪, ଅନୁଗୁଳରୁ ୧୦, ଢେଙ୍କାନାଳରୁ ୧୦, କୋରାପୁଟରୁ ୮, ଗଜପତିରୁ ୭, ନୟାଗଡରୁ ୬, ବରଗଡରୁ ୫, ବଲାଙ୍ଗୀରିରୁ ୪, ଗଞ୍ଜାମରୁ ୪, ନବରଙ୍ଗପୁରରୁ ୪, ଦେବଗଡରୁ ୩, ମାଲକାନଗିରିରୁ ୩, ରାୟଗଡାରୁ ୩, ଝାରସୁଗୁଡାରୁ ୨ ଏବଂ ଷ୍ଟେଟ ପୁଲରୁ ୮୩  ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୩ ହଜାର ୬୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୨୬୧ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୪୧୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୦୨ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୪ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୧୦୨ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୦୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ସର୍ବାଧିକ ଭୁବନେଶ୍ଵରରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ କଟକ ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୨୬୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨ ହଜାର ୮୧୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୨୯୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୧୦୨ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୪୨୮ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୫୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୭୬ ଟି ଲୋକାଲ କେସ୍‌ ରହିଛ। ୪୨୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୫୫ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୭ ହଜାର ୨୬୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨ ହଜାର ୮୧୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୨୯୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୯୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୨ ଟି ଜିଲ୍ଲାରୁ ୪୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୭୯ ଜଣ, କଟକ ଜିଲ୍ଲାରୁ ୪୬, ଅନୁଗୁଳ ଜିଲ୍ଲାରୁ ୫, ବାଲେଶ୍ଵର ଜିଲ୍ଲାରୁ ୧୮ ଜଣ, ବରଗଡ ଜିଲ୍ଲାରୁ ୩, ଭଦ୍ରକ ଜିଲ୍ଲାରୁ ୧୦ ଜଣ, ଦେବଗଡ ଜିଲ୍ଲାରୁ ୪, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ଗଜପତି ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୨୦ ଜଣ, ଯାଜପୁର ଜିଲ୍ଲାରୁ ୨୧ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୬ ଜଣ, କେନ୍ଦୁଝର ଜିଲ୍ଲାରୁ ୧, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୧୮ ଜଣ, ନୟାଗଡ ଜିଲ୍ଲାରୁ ୮ ଜଣ, ନୂଆପଡା ଜିଲ୍ଲାରୁ ୪, ପୁରୀ ଜିଲ୍ଲାରୁ ୧୫ ଜଣ, ରାୟଗଡା ଜିଲ୍ଲାରୁ ୪, ସମ୍ବଲପୁର ଜିଲ୍ଲାରୁ ୯, ସୁନ୍ଦରଗଡ ଜିଲ୍ଲାରୁ ୬ ଏବଂ ଷ୍ଟେଟ ପୁଲରୁ ୪୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୮୨ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୧୮, କଟକରୁ ୯୩, ବାଲେଶ୍ଵରରୁ ୫୦, ମୟୂରଭଞ୍ଜରୁ ୩୭, ଯାଜପୁରରୁ ୩୨, ଢେଙ୍କାନାଳରୁ ୨୪, ସୁନ୍ଦରଗଡରୁ ୨୦, ଜଗତସିଂହପୁରରୁ ୧୭, ସମ୍ବଲପୁରରୁ ୧୬, ଅନୁଗୁଳରୁ ୧୫, ବରଗଡରୁ ୧୪, କେନ୍ଦ୍ରାପଡାରୁ ୧୩, ନବରଙ୍ଗପୁରରୁ ୧୧, ନୟାଗଡରୁ ୧୧, ପୁରୀରୁ ୧୦, ରାୟଗଡାରୁ ୯, ଭଦ୍ରକରୁ ୮, କେନ୍ଦୁଝରରୁ ୮, ସୋନପୁରରୁ ୬, ଗଞ୍ଜାମରୁ ୫, ଦେବଗଡରୁ ୪, କଳାହାଣ୍ଡିରୁ ୪, ଝାରସୁଗୁଡାରୁ ୩, ଗଜପତିରୁ ୨, କୋରାପୁଟରୁ ୨, ମାଲକାନଗିରିରୁ ୨ ଏବଂ ଷ୍ଟେଟ ପୁଲରୁ ୪୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨ ହଜାର ୮୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୮୩୩ କୁ ବୃଦ୍ଧି ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୨୭୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୯୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ କମିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୪୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୭୪ ଜଣ ଚିହ୍ନଟ ହୋଇଥିବା ବେଳେ ୧୯୭ ଟି ଲୋକାଲ କେସ୍‌ ରହିଛ। ୪୭୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୫୭ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୮୩୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୨ ହଜାର ୧୨୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୯୫୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୯୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୧ ଟି ଜିଲ୍ଲାରୁ ୪୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୯୬ ଜଣ, କଟକ ଜିଲ୍ଲାରୁ ୮୧, ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ଵର ଜିଲ୍ଲାରୁ ୨୬ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୨, ଢେଙ୍କାନାଳ ଜିଲ୍ଲାରୁ ୫ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬ ଜଣ, ଯାଜପୁର ଜିଲ୍ଲାରୁ ୨୨ ଜଣ, ଝାରସୁଗୁଡା ଜିଲ୍ଲାରୁ ୩, କନ୍ଧମାଳ ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୯ ଜଣ, କେନ୍ଦୁଝର ଜିଲ୍ଲାରୁ ୩ ଜଣ, ମାଲକାନଗିରି ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୨୨ ଜଣ, ନୟାଗଡ ଜିଲ୍ଲାରୁ ୭ ଜଣ, ପୁରୀ ଜିଲ୍ଲାରୁ ୧୯ ଜଣ, ସମ୍ବଲପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୧ ଏବଂ ଷ୍ଟେଟ ପୁଲରୁ ୪୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୭୪ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୭୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୩୨, କଟକରୁ ୧୪୫, ବାଲେଶ୍ଵରରୁ ୪୦, କେନ୍ଦ୍ରାପଡାରୁ ୩୩, ଯାଜପୁରରୁ ୩୨, ମୟୂରଭଞ୍ଜରୁ ୨୭, ପୁରୀରୁ ୨୪, ସମ୍ବଲପୁରରୁ ୨୧, ଜଗତସିଂହପୁରରୁ ୨୦, ଢେଙ୍କାନାଳରୁ ୧୯, ଅନୁଗୁଳରୁ ୧୮, ସୁନ୍ଦରଗଡରୁ ୧୮, ରାୟଗଡାରୁ ୧୨, ଭଦ୍ରକରୁ ୯, ନୟାଗଡରୁ ୭, କଳାହାଣ୍ଡିରୁ ୬, ନବରଙ୍ଗପୁରରୁ ୬, ଦେବଗଡରୁ ୫, କେନ୍ଦୁଝରରୁ ୫, ବଲାଙ୍ଗୀରିରୁ ୪, ବରଗଡରୁ ୩, ଗଞ୍ଜାମରୁ ୩, ଝାରସୁଗୁଡାରୁ ୩, କୋରାପୁଟରୁ ୨, ସୋନପୁରରୁ ୨ ଏବଂ ଷ୍ଟେଟ ପୁଲରୁ ୭୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୨ ହଜାର ୧୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୩୬୨ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୮୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୯୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୯୮ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୯୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ବାଲେଶ୍ଵର ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, କଟକ ଏବଂ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୩୬୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧ ହଜାର ୨୫୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୯୫୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୯୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ଚିହ୍ନଟ ହେଲେ ୬୪୯ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୮୧ ଜଣ ଚିହ୍ନଟ ହୋଇଥିବା ବେଳେ ୨୬୮ ଟି ଲୋକାଲ କେସ୍‌ ରହିଛ। ୬୪୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୧୦୩ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୬ ହଜାର ୩୬୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୧ ହଜାର ୨୫୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୯୫୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୯୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୯ ଟି ଜିଲ୍ଲାରୁ ୬୪୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୩୫ ଜଣ, କଟକ ଜିଲ୍ଲାରୁ ୮୪, ଅନୁଗୁଳ ଜିଲ୍ଲାରୁ ୯, ବାଲେଶ୍ଵର ଜିଲ୍ଲାରୁ ୩୭ ଜଣ, ବରଗଡ ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୬ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୫, ବୌଦ୍ଧ ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ, ଗଜପତି ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୫, ଜଗତସିଂହପୁର ଜିଲ୍ଲାରୁ ୩୭ ଜଣ, ଯାଜପୁର ଜିଲ୍ଲାରୁ ୩୦ ଜଣ, ଝାରସୁଗୁଡା ଜିଲ୍ଲାରୁ ୬, କଳାହାଣ୍ଡି ଜିଲ୍ଲାରୁ ୨, କନ୍ଧମାଳ ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୨୪ ଜଣ, କେନ୍ଦୁଝର ଜିଲ୍ଲାରୁ ୯ ଜଣ, କୋରାପୁଟ ୫, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୩୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧, ନୟାଗଡ ଜିଲ୍ଲାରୁ ୬ ଜଣ, ନୂଆପଡା ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୧୭ ଜଣ, ରାୟଗଡା ଜିଲ୍ଲାରୁ ୩, ସମ୍ବଲପୁର ଜିଲ୍ଲାରୁ ୯ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨୫ ଜଣ ଏବଂ ଷ୍ଟେଟ ପୁଲରୁ ୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୭୦୬ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୭୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୫୩, କଟକରୁ ୧୧୧, ବାଲେଶ୍ଵରରୁ ୪୨, ପୁରୀରୁ ୩୨, ଜଗତସିଂହପୁରରୁ ୨୭, ଯାଜପୁରରୁ ୨୭, ସୁନ୍ଦରଗଡରୁ ୨୬, ମୟୂରଭଞ୍ଜରୁ ୨୦, ଅନୁଗୁଳରୁ ୧୭, ଢେଙ୍କାନାଳରୁ ୧୪, କେନ୍ଦୁଝରରୁ ୧୧, ଦେବଗଡରୁ ୧୦, ସମ୍ବଲପୁରରୁ ୧୦, କେନ୍ଦ୍ରାପଡାରୁ ୯, ଭଦ୍ରକରୁ ୬, ଗଞ୍ଜାମରୁ ୬, ନୟାଗଡରୁ ୬, ରାୟଗଡାରୁ ୬, ଝାରସୁଗୁଡାରୁ ୫, କୋରାପୁଟରୁ ୫, କନ୍ଧମାଳରୁ ୨, ବରଗଡରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୫୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୧ ହଜାର ୨୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୭୧୩ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୩୧୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୯୨ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୮ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୯୨ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୯୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ ଜିଲ୍ଲାରୁ ସର୍ବାଧିକ ୨ ଜଣ, ବାଲେଶ୍ଵର, ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, ମାଲକାନଗିରି ଏବଂ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୭୧୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୫୪୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୨୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୯୨ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ଚିହ୍ନଟ ହେଲେ ୬୩୦ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୬୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୬୮ ଜଣ ଚିହ୍ନଟ ହୋଇଥିବା ବେଳେ ୨୬୨ ଟି ଲୋକାଲ କେସ୍‌ ରହିଛ। ୬୩୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୧୧୬ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୭୧୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୫୪୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୨୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୮୪ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୯ ଟି ଜିଲ୍ଲାରୁ ୬୩୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୨୧ ଜଣ, କଟକ ଜିଲ୍ଲାରୁ ୧୧୮, ଅନୁଗୁଳ ଜିଲ୍ଲାରୁ ୫, ବାଲେଶ୍ଵର ଜିଲ୍ଲାରୁ ୨୩ ଜଣ, ବରଗଡ ଜିଲ୍ଲାରୁ ୪, ଭଦ୍ରକ ଜିଲ୍ଲାରୁ ୧୦ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩, ବୌଦ୍ଧ ଜିଲ୍ଲାରୁ ୧, ଦେବଗଡ ଜିଲ୍ଲାରୁ ୪, ଢେଙ୍କାନାଳ ଜିଲ୍ଲାରୁ ୧୨ ଜଣ, ଗଜପତି ଜିଲ୍ଲାରୁ ୩, ଗଞ୍ଜାମ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୧୧ ଜଣ, ଯାଜପୁର ଜିଲ୍ଲାରୁ ୩୨ ଜଣ, ଝାରସୁଗୁଡା ଜିଲ୍ଲାରୁ ୧, କଳାହାଣ୍ଡି ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୮ ଜଣ, କେନ୍ଦୁଝର ଜିଲ୍ଲାରୁ ୪ ଜଣ, କୋରାପୁଟ ୯, ମାଲକାନଗିରି ଜିଲ୍ଲାରୁ ୪, ମୟୂରଭଞ୍ଜ ଜିଲ୍ଲାରୁ ୨୦ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨, ନୟାଗଡ ଜିଲ୍ଲାରୁ ୧୭ ଜଣ, ନୂଆପଡା ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୧୬ ଜଣ, ରାୟଗଡା ଜିଲ୍ଲାରୁ ୭, ସମ୍ବଲପୁର ଜିଲ୍ଲାରୁ ୧୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨୨ ଜଣ ଏବଂ ଷ୍ଟେଟ ପୁଲରୁ ୫୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୮୯ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୮୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୪୬, କଟକରୁ ୧୦୩, ପୁରୀରୁ ୨୮, ଯାଜପୁରରୁ ୨୭, ବାଲେଶ୍ଵରରୁ ୨୨, ମୟୂରଭଞ୍ଜରୁ ୨୨, ଭଦ୍ରକରୁ ୧୮, ଜଗତସିଂହପୁରରୁ ୧୭, ସମ୍ବଲପୁରରୁ ୧୬, ଢେଙ୍କାନାଳରୁ ୧୫, ନୟାଗଡରୁ ୧୫, ଅନୁଗୁଳରୁ ୧୨, କେନ୍ଦୁଝରରୁ ୧୨, ମାଲକାନଗିରିରୁ ୧୨, କେନ୍ଦ୍ରାପଡାରୁ ୮, ଦେବଗଡରୁ ୭, ରାୟଗଡାରୁ ୭, ଗଞ୍ଜାମରୁ ୬, କନ୍ଧମାଳରୁ ୫, ବଲାଙ୍ଗୀରିରୁ ୪, ଝାରସୁଗୁଡାରୁ ୩, କଳାହାଣ୍ଡିରୁ ୩, କୋରାପୁଟରୁ ୨, ସୋନପୁରରୁ ୨, ବରଗଡରୁ ୧ ଏବଂ ଷ୍ଟେଟ ପୁଲରୁ ୫୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୫୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୮୩ କୁ ବୃଦ୍ଧି ହୋଇଥିବାବେଳେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୩୯୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୮୪ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୮୪ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୮୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଅନୁଗୁଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୮୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୯୯ ହଜାର ୮୫୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୮୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୮୪ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ଚିହ୍ନଟ ହେଲେ ୭୪୫ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୩୫ ଜଣ ଚିହ୍ନଟ ହୋଇଥିବା ବେଳେ ୩୧୦ ଟି ଲୋକାଲ କେସ୍‌ ରହିଛ। ୭୪୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୧୧୯ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୮୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୯୯ ହଜାର ୮୫୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୮୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୭୮ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୫ ଟି ଜିଲ୍ଲାରୁ ୭୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୨୯୭ ଜଣ, କଟକ ଜିଲ୍ଲାରୁ ୧୨୦, ଅନୁଗୁଳ ଜିଲ୍ଲାରୁ ୧୦, ବାଲେଶ୍ଵର ଜିଲ୍ଲାରୁ ୩୨ ଜଣ, ବରଗଡ ଜିଲ୍ଲାରୁ ୧୧, ଭଦ୍ରକ ଜିଲ୍ଲାରୁ ୯ ଜଣ, ଦେବଗଡ ଜିଲ୍ଲାରୁ ୬, ଢେଙ୍କାନାଳ ଜିଲ୍ଲାରୁ ୯ ଜଣ, ଗଞ୍ଜାମ ଜିଲ୍ଲାରୁ ୩, ଜଗତସିଂହପୁର ଜିଲ୍ଲାରୁ ୧୮ ଜଣ, ଯାଜପୁର ଜିଲ୍ଲାରୁ ୨୭ ଜଣ, କନ୍ଧମାଳ ଜିଲ୍ଲାରୁ ୩ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୮ ଜଣ, କେନ୍ଦୁଝର ଜିଲ୍ଲାରୁ ୫ ଜଣ, କୋରାପୁଟ ୧, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ, ନୟାଗଡ ଜିଲ୍ଲାରୁ ୧୧ ଜଣ, ନୂଆପଡା ଜିଲ୍ଲାରୁ ୨, ପୁରୀ ଜିଲ୍ଲାରୁ ୧୭ ଜଣ, ରାୟଗଡା ଜିଲ୍ଲାରୁ ୨, ସମ୍ବଲପୁର ଜିଲ୍ଲାରୁ ୧୦ ଜଣ, ସୋନପୁର ଜିଲ୍ଲାରୁ ୧, ସୁନ୍ଦରଗଡ ଜିଲ୍ଲାରୁ ୨୪ ଜଣ ଏବଂ ଷ୍ଟେଟ ପୁଲରୁ ୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୯୪ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬୯୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୫୪, କଟକରୁ ୮୧, ଯାଜପୁରରୁ ୩୩, ମୟୂରଭଞ୍ଜରୁ ୨୯, ଜଗତସିଂହପୁରରୁ ୨୩, ବାଲେଶ୍ଵରରୁ ୨୧, ଢେଙ୍କାନାଳରୁ ୨୦, କେନ୍ଦ୍ରାପଡାରୁ ୧୯, ସୁନ୍ଦରଗଡରୁ ୧୯, ଭଦ୍ରକରୁ ୧୭, କେନ୍ଦୁଝରରୁ ୧୬, ପୁରୀରୁ ୧୪, ସମ୍ବଲପୁରରୁ ୧୩, ବୌଦ୍ଧରୁ ୧୨, ଅନୁଗୁଳରୁ ୧୦, ଦେବଗଡରୁ ୯, ନୟାଗଡରୁ ୯, ଗଞ୍ଜାମରୁ ୮, ନୂଆପଡାରୁ ୭, ବରଗଡରୁ ୬, କନ୍ଧମାଳରୁ ୪, ରାୟଗଡାରୁ ୪, ବଲାଙ୍ଗୀରିରୁ ୩, କୋରାପୁଟରୁ ୨, ମାଲକାନଗିରିରୁ ୨, ଗଜପତିରୁ ୧, କଳାହାଣ୍ଡିରୁ ୧ ଏବଂ ଷ୍ଟେଟ ପୁଲରୁ ୫୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୯ ଲକ୍ଷ ୯୯ ହଜାର ୮୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୪ ହଜାର ୩୩୮ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୧୫୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୭୮ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୮ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୭୮ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୭୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ଯାଜପୁର, ମୟୂରଭଞ୍ଜ, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧4 ହଜାର ୩୩୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୯୯ ହଜାର ୧୬୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୮୫୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୭୦ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ଚିହ୍ନଟ ହେଲେ ୭୭୧ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୪୮ ଜଣ ଚିହ୍ନଟ ହୋଇଥିବା ବେଳେ ୩୨୩ ଟି ଲୋକାଲ କେସ୍‌ ରହିଛ। ୭୭୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୧୧୭ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧4 ହଜାର ୩୩୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୯୯ ହଜାର ୧୬୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୮୫୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୭୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୬ ଟି ଜିଲ୍ଲାରୁ ୭୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୩୨୭ ଜଣ, କଟକ ଜିଲ୍ଲାରୁ ୭୧, ଅନୁଗୁଳ ଜିଲ୍ଲାରୁ ୧୬, ବାଲେଶ୍ଵର ଜିଲ୍ଲାରୁ ୪୧ ଜଣ, ବରଗଡ ଜିଲ୍ଲାରୁ ୩, ଭଦ୍ରକ ଜିଲ୍ଲାରୁ ୧୫ ଜଣ, ବଲାଙ୍ଗୀରି ଜିଲ୍ଲରୁ ୨, ଦେବଗଡ ଜିଲ୍ଲାରୁ ୫, ଢେଙ୍କାନାଳ ଜିଲ୍ଲାରୁ ୧୨ ଜଣ, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୨୬ ଜଣ, ଯାଜପୁର ଜିଲ୍ଲାରୁ ୩୪ ଜଣ, ଝାରସୁଗୁଡା ଜିଲ୍ଲାରୁ ୯, କଳାହାଣ୍ଡି ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୧୪ ଜଣ, କେନ୍ଦୁଝର ଜିଲ୍ଲାରୁ ୫ ଜଣ, କୋରାପୁଟ ୧୧ ଜଣ, ମାଲକାନଗିରି ଜିଲ୍ଲାରୁ ୩, ମୟୂରଭଞ୍ଜ ଜିଲ୍ଲାରୁ ୧୯ ଜଣ, ନବରଙ୍ଗପୁର ଜିଲ୍ଲାରୁ ୩, ନୟାଗଡ ଜିଲ୍ଲାରୁ ୧୧ ଜଣ, ନୂଆପଡା ଜିଲ୍ଲାରୁ ୧, ପୁରୀ ଜିଲ୍ଲାରୁ ୨୧ ଜଣ, ରାୟଗଡା ଜିଲ୍ଲାରୁ ୧୧, ସମ୍ବଲପୁର ଜିଲ୍ଲାରୁ 17 ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୩ ଜଣ ଏବଂ ଷ୍ଟେଟ ପୁଲରୁ ୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୭୪ ଆକ୍ରାନ୍ତ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୫୭୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୨୦୫, କଟକରୁ ୫୦, ଯାଜପୁରରୁ ୩୬, ବାଲେଶ୍ଵରରୁ ୩୧, କେନ୍ଦ୍ରାପଡାରୁ ୨୮, ପୁରୀରୁ ୨୧, ମୟୂରଭଞ୍ଜରୁ ୨୦, ଅନୁଗୁଳରୁ ୧୭, ଢେଙ୍କାନାଳରୁ ୧୪, ସମ୍ବଲପୁରରୁ ୧୨, ଜଗତସିଂହପୁରରୁ ୧୧, କେନ୍ଦୁଝରରୁ ୧୧, ବୌଦ୍ଧରୁ ୧୦, ଦେବଗଡରୁ ୯, ରାୟଗଡାରୁ ୯, ସୁନ୍ଦରଗଡରୁ ୮, ଭଦ୍ରକରୁ ୭, ନୟାଗଡରୁ ୭, ଗଞ୍ଜାମରୁ ୬, କନ୍ଧମାଳରୁ ୫, ବରଗଡରୁ ୪, କୋରାପୁଟରୁ ୩, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୪୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୯ ଲକ୍ଷ ୯୯ ହଜାର ୧୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୩ ହଜାର ୫୬୭ କୁ ବୃଦ୍ଧି ହୋଇଥିବାବେଳେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୨୭୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୭୦ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୮ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୭୦ କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୭୦ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଢେଙ୍କାନାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ଵର, କେନ୍ଦୁଝର ଏବଂ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୩ ହଜାର ୫୬୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୯୮ ହଜାର ୫୯୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୮୫୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୭୦ କୁ ବୃଦ୍ଧି ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ଚିହ୍ନଟ ହେଲେ ୭୬୨ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ସଂକ୍ରମିତ

ଭୁବନେଶ୍ବର: ଆଜି ରାଜ୍ୟରେ ୭୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୪୪୩ ଜଣ ଚିହ୍ନଟ ହୋଇଥିବା ବେଳେ ୩୧୯ ଟି ଲୋକାଲ କେସ୍‌ ରହିଛ। ୭୬୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବର୍ଗର ୧୦୨ ଜଣ ପିଲା ଚିହ୍ନଟ ହୋଇଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୩ ହଜାର ୫୬୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୯୮ ହଜାର ୫୯୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୮୫୩ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୬୨ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୯ ଟି ଜିଲ୍ଲାରୁ ୭୬୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୩୧୪ ଜଣ, କଟକ ଜିଲ୍ଲାରୁ ୧୧୯, ଅନୁଗୁଳ ଜିଲ୍ଲାରୁ ୨୦, ବାଲେଶ୍ଵର ଜିଲ୍ଲାରୁ ୧୭ ଜଣ, ବରଗଡ ଜିଲ୍ଲାରୁ ୧୩, ଭଦ୍ରକ ଜିଲ୍ଲାରୁ ୯ ଜଣ, ବଲାଙ୍ଗୀରି ଜିଲ୍ଲରୁ ୨, ଦେବଗଡ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୯ ଜଣ, ଗଜପତି ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୪, ଜଗତସିଂହପୁର ଜିଲ୍ଲାରୁ ୨୪ ଜଣ, ଯାଜପୁର ଜିଲ୍ଲାରୁ ୧୯ ଜଣ, ଝାରସୁଗୁଡା ଜିଲ୍ଲାରୁ ୪, କଳାହାଣ୍ଡି ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦ୍ରାପଡା ଜିଲ୍ଲାରୁ ୨୧ ଜଣ, କେନ୍ଦୁଝର ଜିଲ୍ଲାରୁ ୭ ଜଣ, କୋରାପୁଟ ୬ ଜଣ, ମାଲକାନଗିରି ଜିଲ୍ଲାରୁ ୧, ମୟୂରଭଞ୍ଜ ଜିଲ୍ଲାରୁ ୨୯ ଜଣ, ନବରଙ୍ଗପୁର ଜିଲ୍ଲାରୁ ୨, ନୟାଗଡ ଜିଲ୍ଲାରୁ ୩ ଜଣ, ନୂଆପଡା ଜିଲ୍ଲାରୁ ୩, ପୁରୀ ଜିଲ୍ଲାରୁ ୧୬ ଜଣ, ରାୟଗଡା ଜିଲ୍ଲାରୁ ୬, ସମ୍ବଲପୁର ଜିଲ୍ଲାରୁ ୭ ଜଣ, ସୋନପୁର ଜିଲ୍ଲାରୁ ୩, ସୁନ୍ଦରଗଡ ଜିଲ୍ଲାରୁ ୨୬ ଜଣ ଏବଂ ଷ୍ଟେଟ ପୁଲରୁ ୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।